ତାଜା ଖବର ରାଜ୍ୟ ଭୁବନେଶ୍ବରର ଆପାର୍ଟମେଣ୍ଟରେ ଲାଗିଲା ନିଆଁ June 20, 2024 Papirani ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରେ ଲାଗିଲା ନିଆଁ । ତେବେ ନିଆଁ ଲାଗିବାର କାରଣ…
ତାଜା ଖବର ରାଜ୍ୟ ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ June 19, 2024 Papirani ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିରହିଛି । ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ…
ତାଜା ଖବର ରାଜନୀତି ରାଜ୍ୟ ଦାୟୀତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ରାଜ୍ୟ କାର୍ଯ୍ୟାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ June 19, 2024 Papirani ଭୁବନେଶ୍ୱର, ତା.୧୯/୦୬: ଓଡିଶାବାସିଙ୍କ ପୂର୍ଣ୍ଣ ଜନମତ ହାସଲ କରି ପ୍ରଥମ ଥର ପାଇଁ ଏକାକୀ ବିଜେପି ରାଜ୍ୟରେ ସରକାର ଗଠନ କରିଛି । ଶପଥ ଗ୍ରହଣ ଦିନଠାରୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ଜନସାଧାରଣଙ୍କ ସହ ମିଶି ସୁଖ ଦୁଖର…
ତାଜା ଖବର ରାଜନୀତି ରାଜ୍ୟ ବଜେଟ୍ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ June 19, 2024 Papirani ୨୦୨୪-୨୫ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ପାଇଁ ସାଧାରଣ ଲୋକଙ୍କ ମତାମତ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ବତନ୍ତ୍ର ଓ୍ବେବ୍ ପୋର୍ଟାଲ ଜରିଆରେ, ଇ-ମେଲ୍, ହ୍ବାଟ୍ସଆପ୍, ଏବଂ ଏସ୍ଏମ୍ଏସ୍ ମାଧ୍ୟମରେ ମତାମତ ସଂଗ୍ରହ କରାଯିବ । ଜୁନ୍…
ତାଜା ଖବର ରାଜନୀତି ରାଜ୍ୟ ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା June 19, 2024 Papirani ବିଧାନସଭାରେ ବିରୋଧୀ ଦଳ ନେତା ହେଲେ ନବୀନ ପଟ୍ଟନାୟକ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ହେଲେ ପ୍ରତାପ ଦେବ ।…
ତାଜା ଖବର ରାଜନୀତି ରାଜ୍ୟ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ସାର୍ବଜନୀନ ହେବ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ June 19, 2024 Papirani ଚଳତବର୍ଷ ଜୁଲାଇ ୮ରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଶ୍ରୀମନ୍ଦିର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି କୁହାଯାଇଛି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ହେବ। ଆଗାମୀ କ୍ୟାବିନେଟ ବୈଠକରେ ରିପୋର୍ଟ ଉପସ୍ଥାପନ ହେବ। ଏନେଇ ହାଇକୋର୍ଟଙ୍କୁ…
ତାଜା ଖବର ରାଜନୀତି ରାଜ୍ୟ ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ June 19, 2024 Papirani ଶଙ୍ଖ ଭବନରେ ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ଶଙ୍ଖ ଭବନରେ ଆରମ୍ଭ ହୋଇଛି ବୈଠକ । ବୈଠକରେ କିଏ ହେବେ ବିରୋଧୀ ଦଳ ନେତା ନିଷ୍ପତ୍ତି ସହ ଦଳର ପରାଜୟ…
ତାଜା ଖବର ରାଜନୀତି ରାଜ୍ୟ ମହାନଦୀ ଶୁଖି ଯାଉଛି, ଯେତିକି ପାଣି ମିଳିବା କଥା ଓଡ଼ିଶାକୁ ସେତିକି ମିଳୁନି: ପ୍ରସନ୍ନ ଆଚାର୍ଯ୍ୟ June 19, 2024 Papirani ପୁଣି ଉଠିଲା ମହାନଦୀ ପ୍ରସଙ୍ଗ । ଓଡ଼ିଶାରେ ସରକାର ବଦଳି ଥିଲେ ମଧ୍ୟ ମହାନଦୀ ଜଳ ବିବାଦ ଥମିନାହିଁ। ବିଜେପି-ବିଜେଡି ମଧ୍ୟରେ ବିତର୍କ । ରାଜ୍ୟରେ ବିଜେପି ସରକାର ଗଠନ ହେବା ମାତ୍ରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ…
ତାଜା ଖବର ରାଜ୍ୟ ଘରୁ ବିପୁଳ ପରିମାଣର ମାଂସ ଜବତକୁ ନେଇ ଉତ୍ତେଜନା June 19, 2024 Papirani ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ନିକଟ ଏକ ଘରୁ ବିପୁଳ ପରିମାଣର ମାଂସ ଜବତ ହୋଇଛି ପୋଲିସ । ଏହା କି ମାଂସ ଆଶଂକା ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡିପ୍ ଫ୍ରିଜ ଭିତରେ ଏହି ମାଂସ କାହିଁକି ରଖାଯାଇଥିଲା,…
ତାଜା ଖବର ରାଜ୍ୟ ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ; ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା June 19, 2024 Nirvay ସରକାର ଗଠନ ହେବାର କିଛିଦିନ ମଧ୍ୟରେ ଆକ୍ସନ ମୋଡକୁ ଆସିଛନ୍ତି ବିଜେପି ସରକାର। ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ସମ୍ପୂର୍ଣ୍ଣ ତଥ୍ୟ ମାଗଛନ୍ତି। ଚିଟଫଣ୍ଡ ଟଙ୍କା ଫେରସ୍ତ ପାଇଁ ତତ୍ପରତା ପ୍ରକାଶ କଲେ ରାଜ୍ୟ ସରକାର। ଚିଟ୍ଫଣ୍ଡ କ୍ଷତିଗ୍ରସ୍ତଙ୍କ…