ତାଜା ଖବର ରାଜ୍ୟ ଦୁବାଇରେ ଓଡ଼ିଆ ଯୁବକ ମୃତ June 16, 2024 Nirvay ଦୁବାଇରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଛି। ମରଶରୀର ନିଜ ଜନ୍ମମାଟିକୁ ଫେରାଇ ଆଣିବାକୁ ଉଦ୍ୟମ। ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା । ମୃତ ଓଡ଼ିଆ…
ତାଜା ଖବର ରାଜ୍ୟ ବିରଳ ରୋଗରେ ପୀଡ଼ିତ ବାଳକକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା June 16, 2024 Nirvay ଭଦ୍ରକର ଜଣେ ବାଳକ ବାବୁଲି ବାରିକଙ୍କୁ ତୁରନ୍ତ ସ୍ୱାସ୍ଥ୍ୟ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପରିବାରକୁ ତୁରନ୍ତ ୩୦ ହଜାର ଟଙ୍କା ସହାୟତା ଯୋଗାଇ ଦେବାକୁ…
ତାଜା ଖବର ରାଜ୍ୟ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ପରିବାରକୁ ଭେଟିଲେ କଣ୍ଟାବାଞ୍ଜି ବିଧାୟକ June 16, 2024 Nirvay ନବନିର୍ବାଚିତ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପରିବାରକୁ ଭେଟିଛନ୍ତି। ସିବିଆଇ ତଦନ୍ତ ପାଇଁ ବାରମ୍ବାର ଦାବି ସତ୍ତ୍ୱେ ଆମକୁ ଏପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ। ଜେଲରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ମୃତ୍ୟୁ ପରେ ତଦନ୍ତରେ କୌଣସି ଅଗ୍ରଗତି…
ତାଜା ଖବର ଦେଶ ଡିପଫେକ ରୋକିବାକୁ କେନ୍ଦ୍ର ସରକାର ଆଣିବେ ଡିଜିଟାଲ ଇଣ୍ଡିଆ ବିଲ୍ June 16, 2024 Nirvay ଡିପଫେକ ସହ ଅନ୍ୟାନ୍ୟ ବିଭ୍ରାନ୍ତୀକର ଅନଲାଇନ କଣ୍ଟେଣ୍ଟକୁ ରୋକିବା ପାଇଁ କେନ୍ଦ୍ର ସରକାର ସଂସଦର ଆଗାମୀ ଅଧିବେଶରେ ନୂଆ ବିଲ୍ ଆଣିବାକୁ ଯାଉଥିବା ଜଣାପଡ଼ିଛି। କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ରରେ ସରକାର ଗଠନ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବଶୀଘ୍ର…
ତାଜା ଖବର ରାଜ୍ୟ ଆହୁରି ୪ ଦିନ ତାତିରୁ ନିସ୍ତାର ନାହିଁ ! June 16, 2024 Nirvay ଦୁର୍ବଳ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କମ ରହିଛି। ପାଗ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ପାଇଛି। ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଯୋଗୁଁ ବିଭିନ୍ନ ସ୍ଥାନରେ ଗୁଳୁଗୁଳି ଅନୁଭୂତ ହେଉଛି।…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵର ବିଭାଗ June 15, 2024 Papirani ଆଜି ରାଜ୍ୟରେ ମନ୍ତ୍ରୀମାନଙ୍କୁ ବଣ୍ଟନ କରାଯାଇଛି ନିଜ ନିଜ ବିଭାଗର ଦାୟିତ୍ଵ। ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ…
ତାଜା ଖବର ରାଜ୍ୟ କାଳ ହେଲା ସେଲ୍ଫି ନେବା: ପାଣିରେ ବୁଡ଼ି ୨ ଭାଇ ମୃତ June 15, 2024 Nirvay ମାଥିଲି ଥାନା ଅଂଚଳର ଗୁମ୍ମାଝରଣ ଜଳପ୍ରପାତରେ ଆଜି ଅଘଟଣ ଘଟିଛି। ସେଲଫି ନେବା ବେଳେ ପାଣିରେ ବୁଡି ଦୁଇ ଭାଇଙ୍କ ମୃତ୍ୟୁ ହୋଇଛି।ଘଟଣା ଅନୁଯାୟୀ ଆଜି ସକାଳେ ଜୟପୁର ସହର ବାସିନ୍ଦା ବାଳକୃଷ୍ଣ ସାହୁଙ୍କ ପରିବାର ଗୁମ୍ମାଝରଣ ଜଳପ୍ରପାତକୁ ବୁଲିବାକୁ ଆସିଥିଲେ।…
ତାଜା ଖବର ରାଜନୀତି ରାଜ୍ୟ 5T ନାଁରେ ଲୁଟ୍ର ହିସାବ ମାଗିବୁ: ପ୍ରଦୀପ ପୁରୋହିତ June 15, 2024 Papirani ଆଜି ଅତାବିରାରେ ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଆୟୋଜିତ ହୋଇଥିଲା ସମ୍ବର୍ଦ୍ଧନା ସଭା ସାମିଲ୍ ହୋଇଛନ୍ତି ସାଂସଦ ପ୍ରଦୀପ ପୁରୋହିତ ଓ ଅତାବିରା ବିଧାୟକ ନିହାର ମହାନନ୍ଦ। ଚାଷୀଙ୍କୁ ଉଦ୍ବୋଧନ ଦେବା ବେଳେ ବିଜେଡି ଓ ଭି କେ ପଣ୍ଡିଆନଙ୍କୁ ଟାର୍ଗେଟ…
ତାଜା ଖବର ଦେଶ ରାଜ୍ୟ ବଦ୍ରିନାଥ ଯାଉଥିବା ବେଳେ ନଦୀକୁ ଖସିଲା ତୀର୍ଥଯାତ୍ରୀ ବସ୍, ୧୨ ମୃତ ଓ ୧୪ ଗୁରୁତର June 15, 2024 Papirani ଉତ୍ତରାଖଣ୍ଡରେ ମର୍ମନ୍ତୁଦ ଦୁର୍ଘଟଣା । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରିଷିକେଶ-ବଦ୍ରିନାଥ ହାଇୱେ ଘାଟି ରାସ୍ତାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪…
ତାଜା ଖବର ଦେଶ ରାଜ୍ୟ କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଳ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ June 15, 2024 Papirani କେନ୍ଦ୍ର ସାହିତ୍ୟ ଏକାଡେମୀ ପ୍ରଦତ୍ତ ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷଣା ହୋଇଛି । ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ । ଏହି…