Category: ତାଜା ଖବର

ରାଜ୍ୟରେ ଅଂଶୁଘାତଜନିତ ମୃତ୍ୟୁ ଚିନ୍ତାଜନକ: ସମୀର ମହାନ୍ତି

ଗତ ୨ ଦିନ ହେଲା ରାଜ୍ୟରେ ଦୁଇଟି ଅଭାବନୀୟ ଘଟଣା ଘଟିଛି । ପୁରୀରେ ବାଣ ବିସ୍ଫୋରଣଜନିତ ମୃତ୍ୟୁ ଓ ପଶ୍ଚିମଓଡ଼ିଶାରେ ଅଂଶୁଘାତଜନିତ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି । ଉଭୟ ଘଟଣାରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କିଭଳି ଅବ୍ୟବସ୍ଥିତ ରହିଛି ତାହା…

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଗିରଫ

ମହିଳାଙ୍କୁ ବ୍ଲାକମେଲ ଅଭିଯୋଗରେ ୟୁଟ୍ୟୁବର ଚନ୍ଦନ କର ଗିରଫ କରାଯାଇଛି। ଭୁବନେଶ୍ବର ମହିଳା ଥାନା ପୁଲିସ ୟୁଟ୍ୟୁବର ଚନ୍ଦନ କରଙ୍କୁ ଗିରଫ କରିଛି। ଅନ୍ତରଙ୍ଗ ଭିଡିଓକୁ ମହିଳାଙ୍କ ସ୍ୱାମୀଙ୍କୁ ଦେଖାଇବେ କହି ବ୍ଲାକମେଲ୍ କରୁଥିବା ଅଭିଯୋଗରେ ଗିରଫ ହୋଇଥିବା ସୂଚନା ।…

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେଇଛନ୍ତି ୩୬ ହଜାର ପୋଲିସ ଫୋର୍ସ

କାଲି ହେବାକୁ ଯାଉଛି ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନର ମତଦାନ। ରଜ୍ୟର ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଟି ଲୋକ ସଭା ଓ ୪୨ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ସମସ୍ତ ସ୍ଥାନରେ ସୁରକ୍ଷା…

ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲାନି ଜାମିନ । ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ-୨ କୋର୍ଟ ଆଜି ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଆଜି ଏଡିଜେ-୨ କୋର୍ଟରେ ଇଭିଏମ୍‌ ଭଙ୍ଗାରୁଜା ଅଭିଯୋନ ନେଇ ଶୁଣାଣି ହୋଇଥିଲା। ବରିଷ୍ଠ ଓକିଲ…

ପ୍ରଚାର ବେଳେ ଲୋକଙ୍କ ପ୍ରଶ୍ନର ଉତ୍ତର ଦେଇନପାରି ଡଙ୍ଗାରେ ଖସି ପଳାଇଲେ ଅତନୁ ସବ୍ୟସାଚୀ

ଶେଷ ନିର୍ବାଚନ ପର୍ଯ୍ୟାୟ ପ୍ରଚାର ବେଳେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକଙ୍କ ବିରୋଧ କଲେ ଗ୍ରାମବାସୀ । ଅତନୁ ସବ୍ୟସାଚୀ ପ୍ରଚାର ପାଇଁ ଆସିବା ବେଳେ ଲୋକମାନେ ଗରାମାଠିଆ ନେଇ ଗାଁ ମୁଣ୍ଡରେ ଠିଆ…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ମାମଲାରେ ରାୟ ସଂରକ୍ଷିତ ରଖିଲେ କୋର୍ଟ

ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲାରେ ଶୁକ୍ରବାର ଖୋର୍ଦ୍ଧା କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ପୀତାମ୍ବର ଆଚାର୍ଯ୍ୟଙ୍କ ସମେତ ୪୦ ଆଇନଜୀବୀ ଯୁକ୍ତି ଉପସ୍ଥାପନ କରିଥଲେ। ଗତ ୨୫ ତାରିଖରେ ବେଗୁନିଆ କାଉଁରୀପାଟଣା…

ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୫କୋଟି

ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ଚଳିତ ସାଧାରଣ ନିର୍ବାଚନ ଓଡ଼ିଶାରେ ନୂଆ ରେକର୍ଡ ମଧ୍ୟ କରିଛି। ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି ଯେ ଏହି…

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ

ବିଜେପି ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ୫ଜଣଙ୍କୁ ଗିରଫ କରିଛି ପୁଲିସ। ଅନ୍ୟ ଅଭିଯୁକ୍ତମାନେ ଫେରାର ଥିବା ଜଣାଯାଇଛି। ନିର୍ବାଚନ ପ୍ରଚାରର ଶେ‌ଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାରରୁ…

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରେ ଟେଲିଫୋନ ସଂଯୋଗ ନାହିଁ: ଧର୍ମେନ୍ଦ୍ର ପ୍ରଧାନ

ଜାତୀୟ ଖବର ସରବରାହ ସଂସ୍ଥା ଏଏନ୍ଆଇକୁ ସାକ୍ଷାତକାରରେ ନବୀନ ଓ ପାଣ୍ଡିଆନଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ୨୫ ବର୍ଷ ପରେ ବି ମୌଳିକ ସୁବିଧା ଯୋଗାଇବାରେ ଫେଲ୍ ମାରିଛି ବିଜେଡି ସରକାର । ଓଡ଼ିଶାରେ…

ପୁରୀର ଅଗ୍ନି ବିସ୍ଫୋରଣ ଘଟଣା ମୁଖ୍ୟମନ୍ତ୍ରୀଙ୍କ ମିଥ୍ୟା ଭାବମୂର୍ତିର ମୁଖା ଖୋଲି ଦେଇଛି: ଡା. ସମ୍ବିତ ପାତ୍ର

ଗତକାଲି ପୁରୀ ନରେନ୍ଦ୍ର ପୋଖରୀରେ ମହାପ୍ରଭୁଙ୍କ ଭଉଁରୀ ଖେଳ ହେଉଥିବା ବେଳେ ବାଣ ଦ୍ୱାରା ଅଗ୍ନି ବିସ୍ପୋରଣ ଘଟିଥିଲା । ଆମ୍ବୁଲାନ୍ସର ଅଭାବ କାରଣରୁ ଠିକ୍ ସମୟରେ ପୀଡିତଙ୍କୁ ଚିକିତ୍ସା ଉପଲବ୍ଧ ହୋଇପାରିଳା ନାହିଁ ସେହି କାରଣରୁ ଅନେକ ଲୋକଙ୍କ ମୃତ୍ୟୁ…