ତାଜା ଖବର ଦେଶ ରାଜନୀତି ରାଜ୍ୟ ୫୪ ପଇସା ଦେଇ ଭୋଟ ନେବାକୁ ବସିଛି ବିଜେଡି: ଅପରାଜିତା ଷଡ଼ଙ୍ଗୀ May 17, 2024 Papirani ସାଲିଆ ସାହିରେ ହେମାମାଳୀନିଙ୍କ ସହ ବିଜୟ ସଂକଳ ସମାବେଶରେ ଯୋଗ ଦେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ଭୁବନେଶ୍ବର ସାଂସଦ ପ୍ରାର୍ଥୀ ଅପରାଜିତା ଷଢଙ୍ଗୀ । କହିଲେ ‘ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ପ୍ରାର୍ଥୀ କି ବିଧାୟକ ପ୍ରାର୍ଥୀ ବି ନଥିଲେ । ବଡ଼ବାବୁ…
ତାଜା ଖବର ରାଜନୀତି ରାଜ୍ୟ ଖଲ୍ଲିକୋଟ ହିଂସା ଘଟଣାରେ ତଦନ୍ତ କରିବ ଏସଆଇଟି May 17, 2024 Papirani ଗଞ୍ଜାମ ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନୀ ହିଂସାରେ ଜଣଙ୍କୁ ହତ୍ୟା ଘଟଣାର ତଦନ୍ତ କରିବ ଓଡ଼ିଶା ପୁଲିସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ ଏସଆଇଟି । ପୋଷ୍ଟର ମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷରେ ଜଣଙ୍କ ମୃତ୍ୟୁ ଘଟଣାର ପୁଙ୍ଖୁନାପୁଙ୍ଖ ତଦନ୍ତ କରିବ। ଏହି…
ତାଜା ଖବର ରାଜନୀତି ରାଜ୍ୟ ବଲାଙ୍ଗୀର ଜିଲ୍ଲାରେ ବିଜେପି କର୍ମୀଙ୍କୁ ଆକ୍ରମଣ May 17, 2024 Papirani ବଲାଙ୍ଗିର ଜିଲ୍ଲାରେ ରାଜନୈତିକ ହିଂସା। ସଇଁତଳା ଥାନା ଡୁଙ୍ଗୁରିପାଲିରେ ୨ଜଣ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆହତ କର୍ମୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୁଚନାମୁତାବକ, କାଲି ରାତିରେ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ନବୀନ ଜୈନ ଓ ତାଙ୍କ…
ତାଜା ଖବର ରାଜନୀତି ରାଜ୍ୟ ଆଜି ସମ୍ବଲପୁର ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ May 17, 2024 Papirani ସମ୍ୱଲପୁର: ଆଜି ସମ୍ବଲପୁର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ…
ତାଜା ଖବର ରାଜନୀତି ରାଜ୍ୟ ଗଞ୍ଜାମରେ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ May 17, 2024 Papirani ଗଞ୍ଜାମ ଜିଲାରେ ନିର୍ବାଚନୀ ହିଂସା ବୃଦ୍ଧିକୁ ଦୃଷ୍ଟିରେ ରଖି ମେ’ ୨୦ରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିର୍ଦେଶ ଦେଇଛନ୍ତି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ହେମା ମାଳିନୀ May 17, 2024 Papirani ରାଜ୍ୟରେ ଜମୁଛି ନିର୍ବାଚନ ପ୍ରଚାର। ଓଡ଼ିଶାକୁ ବିଜେପି ଓ କଂଗ୍ରେସ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ । ଆଜି ପ୍ରଚାର ପାଇଁ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଡ୍ରିମଗାର୍ଲ ତଥା ସାଂସଦ ହେମା ମାଳିନୀ । ବିଜେପିର ମଥୁରା…
ତାଜା ଖବର ରାଜନୀତି ରାଜ୍ୟ ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ May 16, 2024 Papirani ବିଜେପିରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ । ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି । ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍ ଫେରାଇ ନେଇଥିଲା । ଯାହା ପରେ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ May 16, 2024 Papirani ବିଜେଡିରେ ସାମିଲ ହେଲେ ସତ୍ୟବାଦୀର ପୂର୍ବତନ ବିଧାୟକ ରମାରଂଜନ ବଳିୟାରସିଂହ । ସେ ଆଜି ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି । ୨୦୦୪ରେ ସ୍ୱାଧୀନ ଭାବେ ଲଢ଼ି ସେ ସତ୍ୟବାଦୀରୁ ବିଧାୟକ ହୋଇଥିଲେ । ରମା ଓ ତାଙ୍କ ସମର୍ଥକଙ୍କୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସୋମବାର ପୁରୀରେ ବିଶାଳ ରୋଡ୍ ଶୋ କରିବେ ପ୍ରଧାନମନ୍ତ୍ରୀ May 16, 2024 Papirani ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ଟାର୍ଗେଟରେ ଓଡ଼ିଶା । ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନ ବିଜେପି କେନ୍ଦ୍ର ନେତାଙ୍କ ଓଡ଼ିଶା ଘନଘନ ଗସ୍ତ ରାଜନୀତିକୁ ଆହୁରି ସରଗରମ କରୁଛି । ନିର୍ବାଚନ ପ୍ରଚାର ମଧ୍ୟରେ ପୁଣି ଓଡ଼ିଶା ଆସୁଛନ୍ତି ମୋଦି। ପୁରୀ…
ତାଜା ଖବର ରାଜ୍ୟ କଳାପଥର ମାଇନ୍ସରେ ଧସିଲା ମାଟି ଅତଡ଼ା; ଜଣେ ମୃତ,୩ଜଣ ଶ୍ରମିକ ନିଖୋଜ May 16, 2024 Papirani ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ଡଙ୍କାରି ପାହାଡ଼ର କଳାପଥର ମାଇନ୍ସରେ ମାଟି ଅତଡ଼ା ଧସିପଡ଼ିଛି । ପଥର ଖୋଳୁ ଖୋଳୁ ମାଟି ଅତଡ଼ା ଧସିପଡ଼ିବାରୁ ଚାପିହୋଇ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ୩ ଜଣଙ୍କ ପତ୍ତା ମିଳୁନଥିବା…