Category: ତାଜା ଖବର

ୱାକଫ ବିଲ୍ କୁ ବିଜେଡି କରିବ ବିରୋଧ: ନବୀନ ପଟ୍ଟନାୟକ 

ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ…

୫-ଟି ସ୍ମାର୍ଟ ସ୍କୁଲ କିଛି ସଫଳତା ଦେଇନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨୪ ବର୍ଷ ରହିଥିବା ପୂର୍ବ ସରକାର ୫-ଟି ନାଁ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ପୂର୍ବରୁ ୫-ଟି ନାଁ ରେ ଯେଉଁ ସ୍ମାର୍ଟ ସ୍କୁଲ କରାଯାଇଥିଲା ସେଥିରେ କୌଣସି ସଫଳତା ମିଳିନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଶବ ବ୍ୟବଚ୍ଛେଦ ଗୃହରେ ଡାକ୍ତରଙ୍କୁ ଆକ୍ରମଣ!

କୋରାପୁଟ ନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଆକ୍ରମଣ । ମୃତ ମହିଳାଙ୍କ ଶବ ବ୍ୟବଚ୍ଛେଦକୁ ବିରୋଧ କରି ଡାକ୍ତରସନ୍ଦୀପ ପଣ୍ଡାଙ୍କୁ ଆକ୍ରମଣ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ୧୦ ଜଣଙ୍କୁ ଅଟକ ରଖିଲା…

ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ- ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…

କ୍ୟାମ୍ପସ୍‌ରେ ସୁରକ୍ଷା ଯୋଗାଇବାକୁ ନେଇ ଡିସିପିଙ୍କୁ ଚିଠି ଲେଖିଲେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଦିନକୁ ଦିନ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହେବା ସହ ବିବାଦ ଥମିବାର ନାଁ ନେଉନି। ଏହି ସମୟରେ ରେଭେନ୍ସା କ୍ୟାମ୍ପସ୍‌ରେ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇବାକୁ ଆଜି କଟକ ଡିସିପିଙ୍କୁ ଚିଠି ଲେଖିଛନ୍ତି ରେଭେନ୍ସା…

ବିଧାନସଭାରେ ଉଠିଲା ରେଭେନ୍ସା ନାଁ ପରିବର୍ତ୍ତନ ପ୍ରସଙ୍ଗ: ମୁହାଁମୁହିଁ ହେଲେ ଶାସକ ଓ ବିରୋଧୀ ନେତା

କଟକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେଇଥିବା ବୟାନକୁ ନେଇ ଦିନକୁ ଦିନ ସରଗରମ ହେଉଛି ରାଜନୀତି । ଆଜି ଶୂନ୍ୟକାଳରେ ରେଭେନ୍ସା ପ୍ରସଙ୍ଗକୁ ଉଠାଇଲେ ବିରୋଧୀଦଳ ନେତା । ରେଭେନ୍ସା ପ୍ରସଙ୍ଗରେ ବିଜେଡି…

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଦେଶରେ ସବୁଠୁ ଆଗରେ;

ଦେଶରେ ହୋଇଥିବା ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ; ୫ ବର୍ଷରେ ୧୬୨୫ ଜଣଙ୍କ ମୃତ୍ୟୁ ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହା କମିବାରେ ନାଆ ଧରୁନି…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା କହି ଲକ୍ଷାଧିକ ଟଙ୍କା ଠକେଇ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା ପରିଚୟ ଦେଇ ଲୋକଙ୍କଠୁ ଠକେଇ ଅଭିଯୋଗ । ଚାକିରି ଓ ବଦଳି କରାଇବାକୁ କହି ଲକ୍ଷାଧିକ ଟଙ୍କା ଠକେଇ କରିଥିଲା ଅଭିଯୁକ୍ତ । ଚାକିରି, ବଦଳି ଓ କାହାକୁ ପେଟ୍ରୋଲ ପମ୍ପ କରାଇବାକୁ କହି ଠକୁଥିଲା…

ସହିଦ ମାଧୋ ସିଂ ଯୋଜନା: ହାତ ଖର୍ଚ୍ଚ ପାଇଁ ଛାତ୍ରଛାତ୍ରୀଙ୍କୁ ମିଳିବ ୫ ହଜାର ଟଙ୍କା

ଅନୁସୂଚିତ ଜାତି ଜନ ଜାତି ଓ ଅଛୁଆଁ ବର୍ଗର ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ଓ ଡ୍ରପ ଆଉଟ ରୋକିବା ପାଇଁ ଚଳିତ ବର୍ଷରୁ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଏହା ଦ୍ବାରା ହତାଖର୍ଚ୍ଚ ପାଇଁ ଏସ୍‌ସି/ଏସ୍‌ଟି…

ଓଡ଼ିଶାର ବିଶ୍ୱ ଦକ୍ଷତା କେନ୍ଦ୍ରର ଇଣ୍ଟର୍ଣ୍ଣ ଓ ସିଙ୍ଗାପୁରର ଇଣ୍ଟର୍ଣ୍ଣଙ୍କ ସହ କଥା ହେଲେ ମୋଦି

ଦୁଇ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି କହିଛନ୍ତି, ସିଆଇଆଇ-ଏଣ୍ଟରପ୍ରାଇଜ ସିଙ୍ଗାପୁର ଇଣ୍ଡିଆ ରେଡି ଟ୍ୟାଲେଣ୍ଟ ପ୍ରୋଗ୍ରାମର ଏକ ଅଂଶ ଭାବରେ ଭାରତରୁ ଆସିଥିବା ଓଡ଼ିଶାର ବିଶ୍ୱ ଦକ୍ଷତା କେନ୍ଦ୍ରର ଇଣ୍ଟର୍ଣ୍ଣ ଏବଂ…