ତାଜା ଖବର ରାଜ୍ୟ ନନ୍ଦନକାନନରେ ଜନ୍ମନେଲେ ଆଉ ୧୧ ହଳଦିଆ ଆନାକୋଣ୍ଡା July 7, 2025 Papirani ନନ୍ଦନକାନନରେ ନୂଆ ଅତିଥି। ନନ୍ଦନକାନନରେ ଜନ୍ମନେଲେ ଆଉ ୧୧ ହଳଦିଆ ଆନାକୋଣ୍ଡା । ଗତ ୨୯ରେ ଜନ୍ମ ନେଇଥିଲେ ୭ ହଳଦିଆ ଆନାକୋଣ୍ଡା ଶାବକ ଆଜି ଆଉ ୧୧ ହଳଦିଆ ଆନାକୋଣ୍ଡା ଜନ୍ମ ନେଇଛି । ଏହି ଶାବକ ଜନ୍ମ ହେବା…
ତାଜା ଖବର ରାଜ୍ୟ ତୁଳସୀ କ୍ଷେତ୍ରରେ ୩ୟ ଦିନରେ ବି ପହଞ୍ଚିନି ବ୍ରହ୍ମତାଳଧ୍ବଜ ରଥ July 7, 2025 Papirani ରଥଯାତ୍ରା ଭଳି ବାହୁଡ଼ାରେ ବି ଦେଖିବାକୁ ମିଳିଛି ବଡ଼ ବିଭ୍ରାଟ । ତୁଳସୀ କ୍ଷେତ୍ରରେ ଅଟକି ରହିଛି ବ୍ରହ୍ମତାଳଧ୍ବଜ । ୩ୟ ଦିନରେ ବି ପହଞ୍ଚିନି ‘ବ୍ରହ୍ମତାଳଧ୍ବଜ’ ରଥ । ରଥ ବାରମ୍ବାର ମୋଡ଼ ନେଉଥିବାରୁ ସିଧା କରିବାକୁ ଉଦ୍ୟମ କରାଯାଉଛି…
ତାଜା ଖବର ରାଜ୍ୟ ଆଜି ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି July 7, 2025 Papirani ଆଜି ରଥାରୂଢ଼ ଶ୍ରୀଜୀଉଙ୍କର ଅଧରପଣା ନୀତି । ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା । ପଣା ହାଣ୍ଡି ଭୋଗ ହେବା ପରେ ରଥ ଉପରେ ଭଙ୍ଗାଯିବାର ପରମ୍ପରା ରହିଛି । ଏହା ଅପରାହ୍ନ ୪ଟା…
ତାଜା ଖବର ରାଜ୍ୟ ଦୁର୍ଲଭ ସୁନାବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି July 6, 2025 Papirani ଆଜି ରଥାରୂଢ ଜଗତର ନାଥ ଜଗନ୍ନାଥଙ୍କର ରାଜରାଜେଶ୍ୱର ବା ସୁନାବେଶ । ଜନ୍ମବେଦୀରେ ଲୀଳା ସାରି ଚତୁର୍ଦ୍ଧାମୂର୍ତ୍ତି ଫେରିବା ପରେ ଆଜି ସୁନା ବେଶରେ ଦର୍ଶନ ଦେଇଛନ୍ତି ତିନି ଠାକୁର । ମହଣ ମହଣ ସୁନାରେ ସଜ୍ଜିତ ହେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ…
ତାଜା ଖବର ରାଜ୍ୟ ବାହୁଡା ଯାତ୍ରା ବେଳେ ଅଘଟଣ; ରଥରେ ଚାପି ହୋଇ ୬ ଆହତ July 6, 2025 Papirani ବାହୁଡା ଯାତ୍ରା ବେଳେ ଅଘଟଣ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରର କଂସାରୀପଡ଼ାରେ ବାହୁଡା଼ ଯାତ୍ରା ସମୟରେ ଠେଲା ପେଲାରେ ୬ ନାବାଳକ ଆହତ ହୋଇଛନ୍ତି । ସମସ୍ତଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତର ଥିବା ଜଣେ ନାବାଳକ ବୁର୍ଲାକୁ…
ଖେଳ ତାଜା ଖବର ରାଜ୍ୟ ସେପ୍ଟେମ୍ବରରେ ଖେଳାଯିବ ଓଡ଼ିଶା ପ୍ରୋ ଟି-୨୦ ଲିଗ୍ July 6, 2025 Papirani ଆସନ୍ତା ସେପ୍ଟେମ୍ବରରୁ ଖେଳାଯିବ ଓଡ଼ିଶା ପ୍ରୋ ଟି-୨୦ ଲିଗ୍ (OPTL) । ଫ୍ରାଞ୍ଚାଇଜି ଭିତ୍ତିକ ଟି-୨୦ ଲିଗ୍ ଆୟୋଜନ କରିବ ଓସିଏ । ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ସେପ୍ଟେମ୍ବର ୨୦୨୫ ରେ ଆରମ୍ଭ ହେବାକୁ ଥିବା ଏକ ଐତିହାସିକ ଫ୍ରାଞ୍ଚାଇଜ୍-ଭିତ୍ତିକ…
ତାଜା ଖବର ରାଜ୍ୟ ବିଜେଡି କର୍ପୋରେଟରଙ୍କ ନାଁରେ ମାମଲା July 6, 2025 Papirani ବିଜେଡି କର୍ପୋରେଟରଙ୍କ ନାଁରେ ଥାନାରେ ଏତଲା । କଟକ ମ୍ୟୁନିସିପାଲ କର୍ପୋରେସନର ୨୨ ନମ୍ବର ୱାର୍ଡ କର୍ପୋରେଟର ଚନ୍ଦନ ଜେନାଙ୍କ ନାଁରେ ଏତଲା ହୋଇଛି । ନିଜ ୱାର୍ଡର ଜଣେ ବରିଷ୍ଠ ନାଗରିକଙ୍କୁ ଆକ୍ରମଣ ଓ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା…
ତାଜା ଖବର ରାଜନୀତି ରାଜ୍ୟ ଜଗନ୍ନାଥ ପ୍ରଧାନଙ୍କ ସପକ୍ଷରେ ଜୟନାରାୟଣ July 6, 2025 Papirani ଜଗନ୍ନାଥ ପ୍ରଧାନଙ୍କ ସପକ୍ଷରେ ବାହାରିଲେ ବରିଷ୍ଠ ନେତା ଜୟନାରାୟଣ ମିଶ୍ର । ବିଏମ୍ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫଦାରିକୁ ନାପସନ୍ଦ କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ସେ…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି July 6, 2025 Papirani ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆସନ୍ତା ୮ ତାରିଖରେ ବିଜେପି ପାଇବ ନୂଆ ରାଜ୍ୟ ସଭାପତି । ସେଥିପାଇଁ ଆସନ୍ତାକାଲି ନାମାଙ୍କନ ପତ୍ର ଦାଖଲ ହେବାକୁ ଥିବା ବେଳେ ୮ ତାରିଖରେ ଭୋଟ ଓ…
ତାଜା ଖବର ରାଜ୍ୟ ୧୨ ଘଣ୍ଟାରେ ଲଘୁଚାପ ସମ୍ଭାବନା; ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା July 6, 2025 Papirani ସାରା ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକାରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ…