Category: ତାଜା ଖବର

ପୁଣି ମାଲକାନଗିରିରେ ଗଡ଼ିବ ଏସି ଲକ୍ଷ୍ମୀ ବସ୍

ପୁଣି ମାଲକାନଗିରିରେ ଗଡ଼ିବ ଏସି ଲକ୍ଷ୍ମୀ ବସ୍। ଦୀର୍ଘ ୨୦ଦିନ ହେବ ୬ଟି ଏସି ଲକ୍ଷ୍ମୀ ବସ୍ ବନ୍ଦ ରହିଥିଲା। ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଚଳାଚଳ ଆରମ୍ଭ କଲେ ଜିଲ୍ଲାପାଳ। ବ୍ଲକ ସଦର ମହକୁମାରୁ ଜିଲ୍ଲା ମହକୁମାକୁ ଚାଲିଲା ୬ଟି…

ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଓଡ଼ିଶାରେ ଆଇଏସସ୍ତରରେ ବଡ଼ ଧରଣର ଅଦଳବଦଳ ହୋଇଛି। ସତ୍ୟବ୍ରତ ସାହୁ ହେଲେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ଦେଓରଞ୍ଜନ କୁମାର ସିଂହ ହେଲେ ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ, ଦେଓରଞ୍ଜନ କୁମାର ସିଂଙ୍କୁ ଏସଆରସି ଭାବେ ଅତିରିକ୍ତ ଦାୟିତ୍ୱ,…

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ମଦମୃତ୍ୟୁ ମାମଲାର ଅନୁଧ୍ୟାନ କରିବ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ। ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇ ମଦମୃତ୍ୟୁ ଘଟଣା ସମ୍ପର୍କରେରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ସହ ଏହାର ଅନୁଧ୍ୟାନ ପାଇଁ…

ବିଶ୍ବ ବିଜୟୀ ଭାରତୀୟ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଆଜି ଥିଲା ଉତ୍ସବମୁଖର। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ…

ବଜ୍ରପାତରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ରାଜ୍ୟର ୪ଟି ଜିଲ୍ଲାରେ ଆଜି ବଜ୍ରପାତ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…

ଚିକିଟି ମଦ ମୃତ୍ୟୁ ପରେ ଅବକାରୀ ବିଭାଗ ତତ୍ପର

ଚିକିଟି ମଦ ମୃତ୍ୟୁ ପରେ ରାଜ୍ୟ ଅବକାରୀ ବିଭାଗର ତତ୍ପରତା ପ୍ରକାଶ ପାଇଛି। ବେଆଇନ ମଦ କାରବାର ନେଇ ୭ ଦିନ ରେଡ୍‌ କରିବ ଅବକାରୀ ଟିମ। ସାମ୍ବାଦିକ ସମ୍ମିଳନୀରେ ଅବକାରୀ କମିଶନର ନରସିଂହ ଭୋଳ ଏ ନେଇ ସୂଚନା ଦେଇଛନ୍ତି।…

ପୋଲାଣ୍ଡରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ପୋଲାଣ୍ଡରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ରାଜଧାନୀ ଓ୍ବାର୍ସାରେ ପହଞ୍ଚିବା ପରେ ପୋଲାଣ୍ଡର ଉପବୈଦେଶିକ ମନ୍ତ୍ରୀ ତାଙ୍କୁ ସ୍ଵାଗତ କରିଥିଲେ। ବିଗତ ୪୫ ବର୍ଷ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ପୋଲାଣ୍ଡ ଗସ୍ତ। ଏହି…

ଦୁଇ ଓଡିଆଙ୍କୁ ମିଳିଲା ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର

ଦୁଇ ଓଡିଆ ଭୂବିଜ୍ଞାନୀଙ୍କୁ ମିଳିଲା ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର । ଗତକାଲି ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ ଭୂବିଜ୍ଞାନ ପୁରସ୍କାର (ଏନ୍‌ଜିଏ) ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଓଡିଆଙ୍କୁ ରାଷ୍ଟ୍ରୀୟ ଭୂବିଜ୍ଞାନ ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରାକୃତିକ ବିପର୍ଯ୍ୟୟ…

ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟର କନିଷ୍ଠ ରାଜସ୍ବ ସହାୟକ

ଭିଜିଲାନ୍ସ ହାତରେ ଧରାପଡିଲେ ବୌଦ୍ଧ ଜିଲ୍ଲାପାଳ କାର୍ଯ୍ୟାଳୟର କନିଷ୍ଠ ରାଜସ୍ବ ସହାୟକ ଚୌଧୁରୀ ପୁପୁନ କୁମାର ଦାଶ । ବାକି ଥିବା ବିଲ୍‌ ପାସ୍‌ କରିବାକୁ ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ। ସୂଚନା ମୁତାବକ; ବାକି ଥିବା…

“ଭାରତ ବନ୍ଦ ଡାକରା”କୁ ଅସଫଳ କରିଥିବାରୁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଅନୁସୂଚିତ ମୋର୍ଚ୍ଚା ରାଜ୍ୟ ସଭାପତି

ପ୍ରଧାନମନ୍ତ୍ରୀଙ୍କ ଉପରେ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଆସ୍ଥା ଓ ଭରଷା ଅଛି । ୨୦୧୪ମସିହାରେ ମୋଦିଜୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ କିପରି ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ସ୍ୱାର୍ଥ ରକ୍ଷା କରାଯିବ ସହିତ ସାମାଜିକ, ରାଜନୈତିକ,…