Category: ତାଜା ଖବର

­ରାଜ୍ୟରୁ ହଟିଲା ଫାଇଭ୍‌-ଟି ଚାର୍ଟର ଓ ମୋ ସରକାର 

ସରକାରୀ କର୍ମଚାରୀଙ୍କ ଗୁପ୍ତ ଚରିତ୍ର ପଞ୍ଜିକାରୁ ହଟିଲା ଫାଇଭ୍‌-ଟି ଚାର୍ଟର । ଫାଇଭ୍‌-ଟି ଚାର୍ଟର ହଟାଇଛନ୍ତି ରାଜ୍ୟ ସରକାର । ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ହଟାଗଲା । କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ…

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁ

ଜାମ୍ମୁକାଶ୍ମୀର ଡିଜିପି ହେଲେ ଓଡ଼ିଶାର ରଶ୍ମୀରଂଜନ ସ୍ବାଇଁଓଡ଼ିଆ ବରିଷ୍ଠ ଆଇପିଏସ୍ ଅଧିକାରୀ ରଶ୍ମୀରଞ୍ଜନ ସ୍ୱାଇଁଙ୍କୁ ମିଳିଲା ନୂଆ ଦାୟିତ୍ଵ । ତାଙ୍କୁ ଜାମ୍ମୁକାଶ୍ମୀରର ନୂଆ ଡିଜିପି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ଏଜିଏମୟୁଟି କ୍ୟାଡରର ଓଡ଼ିଆ ଆଇପିଏସ୍‌ ରଶ୍ମୀରଂଜନ…

ବାଂଲାଦେଶରେ ଅନ୍ତରୀଣ ସରକାର: ମହମ୍ମଦ ୟୁନୁସଙ୍କୁ ଦାୟିତ୍ୱ

ବାଂଲାଦେଶ ସ୍ଥିତି ଅଣାୟତ୍ତ। ରାଜନୈତିକ ଅସ୍ଥିରତା ଓ ହିଂସା ମଧ୍ୟରେ ଗଠନ ହୋଇଛି ଅନ୍ତରୀଣ ସରକାର । ଏହାର ନେତୃତ୍ବ ନେବେ ନୋବେଲ୍ ବିଜେତା ମହମ୍ମଦ ୟୁନୁସ । ମଙ୍ଗଳବାର ତାଙ୍କୁ ବାଂଲାଦେଶର ଅନ୍ତରୀଣ ସରକାର ଚଳାଇବା ପାଇଁ ନେତା ଭାବେ…

ଭିଜିଲାନ୍ସ ପଞ୍ଝାରେ ଆଠଗଡ଼ ବିଡିଓ

ପୁଣି ଭିଜିଲାନ୍ସ ପଞ୍ଝାରେ ସରକାରୀ ବାବୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ। ପ୍ରଦ୍ୱୀବଙ୍କ ଘରେ ରେଡ଼ କରୁଛି ଭିଜିଲାନ୍ସ । ଏକକାଳୀନ ୮ଟି ସ୍ଥାନରେ ରେଡ୍‌…

ଲାଞ୍ଚ ନେଇ ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର

ସରୁନି କୁବେର ସରକାରୀ ଅଧିକାରୀଙ୍କ ତାଲିକା। ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହେବେ। ପୁଣି ଲାଞ୍ଚ ନେଇ ଧରାପଡିଛନ୍ତି ଉଦଳା ପୋଷ୍ଟାଲ ଇନ୍ସପେକ୍ଟର। ସିବିଆଇ ଦ୍ୱାରା ଧରାପଡ଼ିଲେ ପୋଷ୍ଟାଲ ଇନ୍ସପେକ୍ଟର ରାଜେନ୍ଦ୍ର ପୃଷ୍ଟି। କୁଶଳଦା ପଥୁରୀକଟା ବିପିଏମ୍‌ଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ…

ହକି ସେମିଫାଇନାଲରେ ହାରିଲା ଭାରତ; ବ୍ରୋଞ୍ଜ ପଦକ ପାଇଁ ସ୍ପେନ ସହ ଲଢ଼ିବ

ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ଆଶା ଅଧୁରା ରହିଲା । ହକି ସେମିଫାଇନାଲରେ ଜର୍ମାନୀଠୁ ୩-୨ରେ ହାରିଲା ଭାରତ । ଏବେ ବି ଟିମ ଇଣ୍ଡିଆ ପାଇଁ ଆଶା ରହିଛି। ଅଗଷ୍ଟ ୮ରେ ବ୍ରୋଞ୍ଜ ମେଡାଲ ପାଇଁ ସ୍ପେନ ସହ…

ଫାଇନାଲରେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ

ପଦକ ଲକ୍ଷ୍ୟରେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ। ସେମି ଫାଇନାଲରେ ସେ କ୍ୟୁବାର କୁସ୍ତି ଯୋଦ୍ଧାଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ରେସଲର ଯିଏ ଅଲିମ୍ପିକ୍ ଫାଇନାଲ ଖେଳିବେ। ମହିଳା ୫୦…

ଲୋକଙ୍କୁ ଭୂଆଁ ବୁଲାଇବାକୁ ଉଦ୍ୟମ କରୁଛି ବିଜେଡି: ଜୟନାରାୟଣ ମିଶ୍ର

ଲୋକଙ୍କ ଭଲପାଇବା ପାଇଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଓଡ଼ିଶାର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ପୋଲାଭରମ ପ୍ରକଳ୍ପ ପାଇଁ ବିଜେପି ସରକାର ଉଚିତ ସମୟରେ ଉଚିତ ପଦକ୍ଷେପ ନେବ। ମାତ୍ର ଏହି ପ୍ରସଙ୍ଗକୁ ନେଇ ବିଜେଡି ଅଯଥାରେ…

ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍; ଜଣେ ମୃତ, ୫ ଗୁରୁତର

ଝାରସୁଗୁଡ଼ା ବୁଢିପଦର ସ୍ଥିତ ଓଡ଼ିଶା ମେଟାଲିକ୍ କମ୍ପାନୀରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ଜନଙ୍କର ମୃତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ଶ୍ରମିକ ମାନଙ୍କୁ ସ୍ଥାନୀୟ ଏକ ଘରୋଇ ମେଡିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ କରାଯାଉଥିବା…

ବିଜେପି ପାଣି ବାଣ୍ଟିବାକୁ ଦେଲେ ବି ମୁଁ ଖୁସିରେ କରିବି: ମମତା ମହନ୍ତ

ମମତା ମହନ୍ତ ବିଜେଡ଼ି ଛାଡି ବିଜେପିରେ ମିଶିବା ପ୍ରସଙ୍ଗରେ ରାଜନୈତିକ ଝଡ଼ ଥମି ନଥିବା ବେଳେ ଆଜି ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତ୍ରୀ ମମତା ମହନ୍ତ । ଓଡ଼ିଶା ଫେରି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ମମତା । ବିଜେପିରୁ ରାଜ୍ୟସଭା ଯିବେ…