Category: ତାଜା ଖବର

୩ ଦିନ ବର୍ଷା: ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ

ରାଜ୍ୟରେ ଲାଗିରହିଛି ବର୍ଷା। ଆହୁରି ୩ ଦିନ ପ୍ରବଳ ବର୍ଷା । ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ପାଇଁ ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼,…

ନିଟ ପେପର ଲିକ ମାମଲା: ଭୁବନେଶ୍ୱରରୁ ଜଣେ ଗିରଫ

ନିଟ ପେପର ଲିକ ମାମଲାରେ ଭୁବନେଶ୍ୱରରୁ ଜଣଙ୍କୁ ଗିରଫ କରିଛି ସିବିଆଇ । ସେ ହେଲେ ସୁଶାନ୍ତ କୁମାର (୩୪)। ନିଟ୍ ପେପର ବିତରଣରେ ସୁଶାନ୍ତଙ୍କ ହାତ ଥିବା ଅଭିଯୋଗ ହେଉଛି । ସୁଶାନ୍ତଙ୍କୁ ଭୁବନେଶ୍ବରରୁ ପାଟଣା ନିଆଯାଇଛି । ସୁଶାନ୍ତ…

ରତ୍ନ ଭଣ୍ଡାର ମରାମତି ନେଇ ଏସଓପି ପ୍ରସ୍ତୁତ

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ବସିଥିବାବେଳେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରତ୍ନ ଭଣ୍ଡାର ମରାମତି ନେଇ ଏସଓପି ପ୍ରସ୍ତୁତ ହୋଇଛି । ଭିତର ଓ ବାହାର ରତ୍ନ ଭଣ୍ଡାରରୁ ଅଳଙ୍କାର ସବୁ ସ୍ଥାନାନ୍ତର ସରିଛି । ଏବେ କିଭଳି ରତ୍ନ…

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ବିଜେଡିର ବିରୋଧ 

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଘରୋଇକରଣକୁ ନେଇ ସାମ୍ବାଦିକ ସମ୍ମିଳନୀରେ ପୁର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ବିଧାୟକ ଦିବ୍ୟା ଶଙ୍କର ମିଶ୍ର କହିଛନ୍ତି ଯେ ଓଡ଼ିଶାର ଗର୍ବ ବିଜୁ ପଟ୍ଟନାୟକଙ୍କ ନାଆରେ ହୋଇଥିବା ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ଘରୋଇକରଣ…

ଭାରତରେ ପହଞ୍ଚିଲେ ଶେଖ ହସିନା

ବାଂଲାଦେଶରେ ହିଂସାର ସ୍ଥିତି ଅଣାୟତ୍ତ ହୋଇଥିବାରୁ ୧୫ ବର୍ଷ ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦରେ ଥିବା ଶେଖ ହସିନା ଆଜି ନିଜ ଜୀବନ ବଞ୍ଚାଇବା ପାଇଁ ନିଜ ପଦରୁ ଇସ୍ତଫା ଦେଇ ଭାରତ ପଳେଇ ଆସିଛନ୍ତି । ସେ ସଂଧ୍ୟା ୫ଟା ୩୬ରେ…

ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ

ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଇଛି ସେନା । ଏହାପରେ ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ସୀମାରେ ମୁତୟନ ବିଏସ୍‌ଏଫ୍‌ର ସବୁ ୟୁନିଟ୍‌କୁ ଆଲର୍ଟ ଜାରି…

ରାଜ୍ୟ ସରକାର କେନ୍ଦୁପତ୍ର ଉପରୁ ଜିଏସ୍‌ଟି ଛାଡ଼ ପାଇଁ କେନ୍ଦ୍ର ପାଖରେ ଦାବି ରଖନ୍ତୁ: ବିଜେଡି

ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ବିଜେଡ଼ିର ପୂର୍ବତନ ରାଜ୍ୟ ସମ୍ପାଦକ ତଥା ପୂର୍ବତନ କେନ୍ଦୁପତ୍ର ୱେଲଫେୟାର ବୋର୍ଡ଼ର ଉପଦେଷ୍ଟା ଶ୍ରୀ ସଞ୍ଜିତ ମହାନ୍ତି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସ୍‌ଟିକୁ ଉଚ୍ଛେଦ କରିବା ଦାବିକୁ କେନ୍ଦ୍ର ସରକାରଙ୍କର…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ହୋଇଛି ୧୭୫୦ ପଞ୍ଜୀକରଣ 

ଆଜି ରାଜ୍ୟରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟଗଣ ମଧ୍ୟ ଲୋକଙ୍କ ଅଭିଯୋଗ ଶୁଣିବା ସହ ତୁରନ୍ତ ସମାଧାନ ନିମନ୍ତେ ସଂପୃକ୍ତ…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ବିଜେପିର ସାଂସଦ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ବିଜେପି ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦ । ସଂସଦ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାଂସଦଙ୍କ ସହ ଆଲୋଚନାରେ ଓଡ଼ିଶାର ସମସ୍ତ ୨୦ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ଉପସ୍ଥିତ…

ଇସ୍ତଫା ଦେଇ ଦେଶ ଛାଡ଼ିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧ କରି ଚାଲିଥିବା ବିକ୍ଷୋଭ ପ୍ରଦର୍ଶନ ଲଗାତାର ଉଗ୍ର ହେବାରେ ଲାଗିଛି । ଏହି ସମୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଶେଖ୍ ହସିନା। ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା…