Category: ତାଜା ଖବର

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ଋଷ ରାଷ୍ଟ୍ରପତି ପୁଟିନ୍

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହେଲେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଫୋନ୍ ଯୋଗେ କଥା ହେଲେ ଉଭୟ ନେତା । ଆଲାସ୍କାରେ ଟ୍ରମ୍ପଙ୍କ ସହ ବୈଠକକୁ ନେଇ ଆଲୋଚନା କରିଥିବା ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ମୋଦି…

ଔଦ୍ଧତ୍ୟର ସୀମା ଅତିକ୍ରମ କଲେ ପାଣ୍ଡିଆନ

ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କିନ୍ତୁ ନବୀନ ସ୍ୱାସ୍ଥ୍ୟବସ୍ଥାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ମେଡ଼ିକାଲରେ ନବୀନଙ୍କୁ ଭେଟିବାକୁ ନେତାମାନେ ଯାଉଥିବାବେଳେ ସେମାନଙ୍କୁ ଅନୁମତି ନ ମିଳିବାରୁ କ୍ଷୋଭ ପ୍ରକାଶ…

ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ନଭେମ୍ବରରୁ ଆରମ୍ଭ ହେବ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା

ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା । ଆଜି ଏନେଇ ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି ଘର ନଥିବା ଲୋକଙ୍କୁ ରାଜ୍ୟ ସରକାର ଅନ୍ତ୍ୟୋଦୟ ଯୋଜନାରେ ପକ୍କା…

ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ

କଟକରେ ନାବାଳିକାକୁ ଅସଦାଚରଣ ଅଭିଯୋଗ । ଚଳନ୍ତା ଅଟୋରେ ନାବାଳିକାକୁ ଅସଦାଚରଣ ଅଭିଯୋଗ ଘଟଣା ଏବେ ସାମ୍ନାକୁ ଆସିଛି। ଏ ନେଇ ଚାଉଳିଆଗଞ୍ଜ ଥାନାରେ ଅଟୋ ଚାଳକଙ୍କ ନାଁରେ ଏତଲା ଦିଆଯାଇଛି । ଶିଖରପୁର ନିକଟରେ ଅଟୋ ଚାଳକ ଅସଦାଚରଣ କରିଥିବା…

ଭିଜିଲାନ୍ସ ଜାଲରେ ଅନୁଗୁଳ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା । ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮…

ସୁସ୍ଥ ହେଉଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ତଥା ନବୀନ ପଟନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆଜି ଉନ୍ନତି ଆସିଛି । ଭୁବନେଶ୍ବର ସମ୍ ଅଲ୍ଟିମେଟ ମେଡିକେୟାରରେ ଭର୍ତ୍ତି ହୋଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ…

ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗତକାଲି ଜୟଦେବ ଭବନରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଷ୍ଟ୍ରଦୀପ ଓଡ଼ିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା ଓ ସାଂପ୍ରତିକ ବିଭେଦମୟ ରାଜନୈତିକ ପରିସ୍ଥିତିରେ ରାଷ୍ଟ୍ରବାଦର…

ଭାଷା ଆନ୍ଦୋଳନ , ଓଡ଼ିଶା ପକ୍ଷରୁ ” ଓଡ଼ିଆ ସରକାରୀ ଭାଷା ଦିବସ ” ପାଳନ 

ଆଜି ଭାଷା ଆନ୍ଦୋଳନ , ଓଡ଼ିଶା ପକ୍ଷରୁ ” ଓଡ଼ିଆ ସରକାରୀ ଭାଷା ଦିବସ ” ପାଳନ କରାଯାଇଛି । ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟର ଭାଷା ନିଜ ମାତୃଭାଷା “ଓଡ଼ିଆ” ହେବାପାଇଁ ଦୀର୍ଘ ବର୍ଷର ଲଢ଼େଇ ଯାହାକି ଇଂରେଜ ଶାସନ…