ତାଜା ଖବର ରାଜ୍ୟ ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ September 17, 2024 Nirvay ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…
ତାଜା ଖବର ରାଜନୀତି ରାଜ୍ୟ ସୁଭଦ୍ରା ଯୋଜନା ନେଇ ବିଜେଡିକୁ ବିଜେପିର କଡ଼ା ଜବାବ September 17, 2024 Nirvay ସୁଭଦ୍ରା ଯୋଜନା ନେଇ ବିଜେଡ଼ିକୁ କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ। ସୁଭଦ୍ରା ନାଁରେ ବିଜେପିର ଓଡ଼ିଶାର ମହିଳାଙ୍କୁ ଭଣ୍ଡାଇବା ସହ ତାଙ୍କ ଭାବାବେଗ ସହ ଖେଳୁଛି ଓ କିସ୍ତି ଆକାରରେ ଏତେ କମ ଟଙ୍କା ମିଳୁଥିବାରୁ ଏଥିରେ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଆରମ୍ଭ ହେଲା ସେବାପକ୍ଷ September 17, 2024 Papirani ୨୦୧୪ ସାଧାରଣ ନିର୍ବାଚନ ପରେ ପ୍ରଧାନ ସେବକ ଭାବେ ନେତୃତ୍ୱ ନେଇ ଭାରତବର୍ଷକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମ୍ମାନ ପ୍ରତିଷ୍ଠା କରାଇଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜିଙ୍କ ଆଜି ୭୪ ତମ ଜନ୍ମଦିନ…
ତାଜା ଖବର ରାଜନୀତି ରାଜ୍ୟ ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି September 17, 2024 Papirani ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଆଦର କରନ୍ତି ପ୍ରଧାନମନ୍ତ୍ରୀ September 17, 2024 Nirvay ଚଳିତ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିଥିବା ବେଳେ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ସରକାର ଗଠନ କରିଛି। ବିଜେପି ଜନଜାତିଙ୍କୁ ପ୍ରାଧାନ୍ୟ ଦେଇ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିୱାଲ September 17, 2024 Papirani ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଅପରାହ୍ନରେ ସେ ଉପ ରାଜ୍ୟପାଳ ଭିକେ ସକ୍ସେନାଙ୍କୁ ଭେଟି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଉପରାଜ୍ୟପାଳଙ୍କୁ ନିଜର ଇସ୍ତଫାପତ୍ର ଦେବା ସହ ଆପ ନେତ୍ରୀ…
ତାଜା ଖବର ରାଜ୍ୟ ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ଅଘଟଣ; ଷ୍ଟ୍ରକ୍ଚର ପଡ଼ି ୨ ଶ୍ରମିକ ମୃତ, ୫ ଗୁରୁତର September 17, 2024 Papirani ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢୀପଦର ସ୍ଥିତ ଓଡିଶା ମେଟାଲିକ୍ସ ପ୍ରାଇଭେଟ ଲିମିଟେଡ଼ କାରଖାନାରେ ଅଘଟଣ। କାମ କରିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା ଷ୍ଟ୍ରକ୍ଚର। ଫଳରେ ଘଟଣା ସ୍ଥଳରେ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର…
ତାଜା ଖବର ରାଜ୍ୟ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ September 17, 2024 Nirvay ଜନତା ମଇଦାନରୁ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ବୋଧନ ଦେଇଛନ୍ତି। ଓଡ଼ିଶାରେ ବିକାଶ ପାଇଁ ସବୁ ଅଛି ବୋଲି ମୋଦି କହିଛନ୍ତି। ଓଡ଼ିଶାରେ କଣ ନାହିଁ ବୋଲି ପଚାରିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ସବୁ ପ୍ରକାର ସଂପଦ ଭରପୁର ହୋଇରହିଛି। ଗତ ୧୦…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ: ମହିଳାଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା September 17, 2024 Papirani ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଗାଡ଼କଣରେ ପ୍ରଧାନମନ୍ତ୍ରୀ ମୋଦି September 17, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଭବ୍ୟ ସ୍ୱାଗତ କରିଛନ୍ତି। ପରେ ଗାଡ଼କଣ ବସ୍ତି ଅଭିମୁଖେ ବାହାରିଛନ୍ତି। ସେଠାରେ ଲୋକଙ୍କୁ ପିଏମ ଆଅବସ କିସ୍ତି ବାଣ୍ଟିବା ସହ…