Category: ତାଜା ଖବର

ସାମ୍ୱାଦିକଙ୍କ ପାଇଁ ଆଉ ଏକ ବର୍ଷ ବଢ଼ିଲା ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନା

ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏହାର ସମୟ ସୀମା ଥିବାବେଳେ ଏହାକୁ ରାଜ୍ୟ ସରକାର ଆଉ…

ହିମାଚଳରେ ବଢ଼ିଲା ଝିଅଙ୍କ ସର୍ବନିମ୍ନ ବିବାହ ବୟସ

ହିମାଚଳରେ ୨୧ ବର୍ଷକୁ ବଢ଼ିବ ଝିଅଙ୍କ ସର୍ବନିମ୍ନ ବିବାହ ବୟସ । ବିଧାନସଭାରେ ଧ୍ୱନିମତରେ ବିଲ୍ ପାରିତ । ହିମାଚଳରେ ଝିଅଙ୍କ ବିବାହ ବୟସ ୧୮ ବର୍ଷ ରହିଥିବା ବେଳେ ଏବେ ସରକାର ଏହାକୁ ୩ ବର୍ଷ ବୃଦ୍ଧି କରିଛନ୍ତି। ଏଥିରେ…

ଓଡ଼ିଶାରୁ ୧୫୭ କେଜି ରତ୍ନପଥର ହୋଇଛି ଉତ୍ତୋଳନ

ଗତ ୫ ବର୍ଷରେ ଓଡ଼ିଶାରୁ ୧୫୭ କେଜି ରତ୍ନପଥର ଉତ୍ତୋଳନ ହୋଇଛି । ଆଜି ବିଧାନସଭାର ଗୃହରେ କଳିକେଶ ସିଂଦେଓ ଖଣି ମନ୍ତ୍ରୀଙ୍କୁ ଓଡ଼ିଶାର ରତ୍ନ ଭଣ୍ଡାର ଉପରେ ପ୍ରଶ୍ନ କରିଛନ୍ତି । ତାଙ୍କ ପ୍ରଶ୍ନ ଓଡ଼ିଶାରେ କେତେ ରତ୍ନ ପଥର…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସିଏଚ୍‌ଏସ୍‌ଇ ରେକର୍ଡ ସପ୍ଲାୟର୍

ସିଏଚଏସଇ ରେକର୍ଡ ସପ୍ଲାୟର୍ସ ପୁରେନ୍ଦ୍ର ସେଠୀ ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଦୁଇ ଦିନ ଧରି ପୁରେନ୍ଦ୍ରଙ୍କ ଘରେ ଛାନଭିନ୍ କରିବା ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ସମ୍ପତ୍ତି ଜବତ ହୋଇଥିବା…

ପାଣ୍ଡିଆନଙ୍କ ପ୍ରଚାରରେ ଖର୍ଚ୍ଚ ହୋଇଛି ୧୫ କୋଟି ଟଙ୍କା !

ଆଜି ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନର ଅଷ୍ଟମ ଦିନ ଗୃହରେ ଲକ୍ଷ୍ମଣ ବାଗଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଥିଲା ପୂର୍ବ ବିଜେଡି ସରକାର । ପ୍ରଚାର…

ସୃଷ୍ଟି ହେଲା ଲଘୁଚାପ; ୨ରେ ଅବପାତ ରୂପ ନେବ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ଜଣାପଡିଛି। ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ। କାଲି ସୁଦ୍ଧା ସୁଦୃଶ ଲଘୁଚାପରେ ପରିଣତ ହେବ। ଆସନ୍ତା ୨ ତାରିଖରେ…

ଆପାର୍ଟମେଣ୍ଟ ଭଙ୍ଗା ତଥ୍ୟ ଆସିନି: ମେୟର

ଆପାର୍ଟମେଣ୍ଟ ଭଙ୍ଗାଯିବା ପ୍ରସଙ୍ଗରେ ଭୁବନେଶ୍ବର ମେୟର ସୁଲୋଚନା ଦାସ ପ୍ରତିକ୍ରିୟା ରଖିଛନ୍ତି । ଏଯାଏଁ ସରକାରଙ୍କ ପକ୍ଷରୁ ବିଏମସିକୁ କୌଣସି ପ୍ରକାର ତଥ୍ୟ ଆସିନାହିଁ। ଆପାର୍ଟମେଣ୍ଟ ପାଇଁ କେବଳ ବିଏମ୍‌ସି ନୁହେଁ ବିଡିଏ ବି ଅନୁମତି ଦେଇଛି ବୋଲି କହିଛନ୍ତି ।…

ଏକତରଫା ପ୍ରେମର କରୁଣ ପରିଣତି; ଯୁବତୀଙ୍କ ଦାଦାକୁ ହାଣିଲେ ପ୍ରେମିକ

ପୁଣି ରାଜଧାନୀରେ ଗଡ଼ିଲା ମୁଣ୍ଡ। ଏକତରଫା ପ୍ରେମକୁ ବିରୋଧ କରିବାରୁ ଯୁବତୀଙ୍କ ଦାଦାକୁ ହତ୍ୟା କଲା ପାଗଳପ୍ରେମୀ। ଖଣ୍ଡିଗିରି ଥାନା ଜଗନ୍ନାଥନଗର ଶୁକବିହାର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ମୃତକ ହେଲେ ଜଗତ ମଲିକ । ସ୍କୁଟିରେ…

ଗୁଜରାଟରେ ବନ୍ୟା ସ୍ଥିତି; ୨ ଦିନରେ ୨୯ ମୃତ

ଜଳମଗ୍ନ ହେଲା ଗୁଜରାଟ। ଚାରିଆଡେ ଲାଗିଲା ବର୍ଷାର କର୍ଫ୍ୟୁ। ପ୍ରବଳ ବର୍ଷା ପରେ ହୋଇଛି ଜଳପ୍ରଳୟ। ବନ୍ୟା ସ୍ଥିତି ଉପୁଜିଛି। ଫଳରେ ଅଧା ରାଜ୍ୟ ପାଣିରେ ବୁଡ଼ି ଯାଇଛି। ଗତ ତିନି ଦିନ ମଧ୍ୟରେ ଏଠାରେ ୨୯ ଜଣ ପ୍ରାଣ ହରାଇ…

ଜାମ୍ମୁ କାଶ୍ମୀରରେ ୩ ଆତଙ୍କୀ ନିହତ

ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା ମିଳିଛି। ଜାମ୍ମୁ କାଶ୍ମୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। କୁପୱାଡ଼ା ଜିଲ୍ଲାର ଏଲ୍‌ଓସି ନିକଟରେ ପୃଥକ ପୃଥକ ୨ଟି ଏନ୍‌କାଉଣ୍ଟର ହୋଇଛି । ପାକ୍ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମ ବେଳେ ଏନ୍‌କାଉଣ୍ଟର ହୋଇଛି।…