ତାଜା ଖବର ଦେଶ ରାଜ୍ୟ ଓଡ଼ିଶା ହାଇକୋର୍ଟରେଥିବା ବିଚାରପତି ଏବେ ହେବେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି July 3, 2024 Papirani ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି । ଏବେ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଡକ୍ଟର ଜଷ୍ଟିସ୍ ଷଡ଼ଙ୍ଗୀ । ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଘର ନୟାଗଡ଼ ଓଡ଼ଗାଁରେ ହୋଇଥିବା ବେଳେ ଭୁବନେଶ୍ବର ବିଜେବିରୁ…
ତାଜା ଖବର ରାଜନୀତି ରାଜ୍ୟ ଦରଦାମ ବୃଦ୍ଧିକୁ ନେଇ ବିଜେଡିର ପ୍ରେସମିଟ୍: ଦରଦାମ ନିୟନ୍ତ୍ରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି July 3, 2024 Papirani ଶଙ୍ଖ ଭବନରେ ଆଜି ଦରଦାମ ବୃଦ୍ଧିକୁ ନେଇ ପ୍ରେସମିଟ କରିଛି ବିଜେଡି । ପ୍ରେସମିଟ୍ ମାଧ୍ୟମରେ ବିଜେଡି କହିଛି ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କୁ ବେଶ ବଢୁଛି ଏବଂ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…
ତାଜା ଖବର ରାଜନୀତି ରାଜ୍ୟ ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ July 3, 2024 Papirani ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…
ତାଜା ଖବର ରାଜ୍ୟ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ! July 3, 2024 Papirani କଟକ ମଙ୍ଗଳାବାଗ ଥାନା ଅଞ୍ଚଳର ଏକ ଘରୋଇ ମେଡିକାଲରେ ଉତ୍ତେଜନା । ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ ଅଭିଯୋଗ ହୋଇଛି । ମୃତକ ହେଲେ ଯାଜପୁର ଜିଲ୍ଲାର ୧୪ ବର୍ଷୀୟ ରଶ୍ମୀରଞ୍ଜନ ମଲ୍ଲିକ। ଏକ ଅପରେସନ ପାଇଁ ରଶ୍ମୀରଞ୍ଜନ ମେଡିକାଲ…
ତାଜା ଖବର ଦେଶ ରାଜ୍ୟ ଆସାମରେ ତାଣ୍ଡବ କରୁଛି ବନ୍ୟା: ୩୮ ମୃତ July 3, 2024 Papirani ଆସାମରେ ବନ୍ୟାର ତାଣ୍ଡବ । ଆସାମ ବର୍ତ୍ତମାନ ଏକ ଭୟଙ୍କର ବନ୍ୟା ପରିସ୍ଥିତିର ସାମନା କରୁଛି । ସମ୍ପ୍ରତି ବନ୍ୟା ପରିସ୍ଥିତି ଗମ୍ଭୀର ରହିବା ସହିତ ଏଥିରେ ପ୍ରାୟ ୩୮ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି,…
ତାଜା ଖବର ରାଜନୀତି ରାଜ୍ୟ ‘ମୋ ବସ୍’ରେ ଯାତ୍ରାକରି ସମୀକ୍ଷା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ July 3, 2024 Papirani ମୋ ବସ୍ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ…
ତାଜା ଖବର ରାଜନୀତି ରାଜ୍ୟ ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ July 3, 2024 Papirani ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…
ତାଜା ଖବର ରାଜନୀତି ରାଜ୍ୟ ରାହୁଲଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼: ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ July 2, 2024 Papirani ଦୁଇ ରାଜନୈତିକ ଦଳ ପାଇଁ ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ । ବିଜେପି କର୍ମୀଙ୍କ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼କୁ କେନ୍ଦ୍ର କରି ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ସ୍ଥିତି ଏପରି ହୋଇଯାଇଥିଲା ଯେ ଉଭୟ ଦଳର…
ତାଜା ଖବର ଦେଶ ଭୋଲେ ବାବା ସତ୍ସଙ୍ଗରେ ଦଳାଚକଟା: ମୃତ୍ୟୁ ସଂଖ୍ୟା ୧୦୭କୁ ବୃଦ୍ଧି July 2, 2024 Papirani ଉତ୍ତର ପ୍ରଦେଶର ହାଥରସ ଜିଲ୍ଲାର ରତିଭାନପୁରରେ ମଙ୍ଗଳବାର ଦିନ ଭୋଲେ ବାବାଙ୍କ ସତ୍ସଙ୍ଗ ଉଦ୍ଯାପନୀ ସମାରୋହରରେ ଶ୍ରଦ୍ଧାଳୁଙ୍କ ଭୟଙ୍କର ଭିଡ଼ ହୋଇଥିବାରୁ ଦଳାଚକଟାରେ ମୃତ୍ୟୁ ସଂଖ୍ୟା ୧୦୭ କୁ ବୃଦ୍ଧି ପାଇଛି । ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ଚାଲିଛି। ମୃତକଙ୍କ ସଂଖ୍ୟା…
ତାଜା ଖବର ଦେଶ ରାଜନୀତି ସହଯୋଗୀଙ୍କ ରକ୍ତମାଂସ ଖାଇ ବଞ୍ଚିରହେ କଂଗ୍ରେସ: ପ୍ରଧାନମନ୍ତ୍ରୀ July 2, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ବକ୍ତବ୍ୟ ଦେବା ସହ ପ୍ରଥମ ଥର ସାଂସଦ ହୋଇ ଆସିଥିବା ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତ ସଫଳତାର ସହ ନିର୍ବାଚନ କରାଇ ବିଶ୍ବକୁ ମାର୍ଗ ଦେଖାଇଛି…