ତାଜା ଖବର ଦେଶ ରାଜନୀତି ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ August 10, 2024 Papirani କେରଳର ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ଆକାଶମାର୍ଗ ସହ ଗ୍ରାଉଣ୍ଡରେ ନିଜେ ସ୍ଥିତି ପରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗ୍ରାଉଣ୍ଡରେ ରିଲିଫ ଓ ରେସକ୍ୟୁର ସମୀକ୍ଷା କରିବା ସହ ଉଦ୍ଧାରକାରୀ ଦଳଙ୍କ ଠାରୁ ସ୍ଥିତି ସଂପର୍କରେ ବୁଝିଛନ୍ତି ପ୍ରଧାନମନ୍ତ୍ରୀ। ପରେ…
ତାଜା ଖବର ଦେଶ ବିଶ୍ୱ କୁସ୍ତିଯୋଦ୍ଧା ବିନେଶ ଫୋଗାଟଙ୍କୁ ମିଳିପାରେ ପଦକ; ଚୁଡାନ୍ତ ନିଷ୍ପତ୍ତିକୁ ଅପେକ୍ଷା August 10, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସର ୫୦ କିଲୋଗ୍ରାମ ଓଜନ ବର୍ଗର ମହିଳା କୁସ୍ତି ଫାଇନାଲରେ ପ୍ରବେଶ କରିବା ପରେ ମଧ୍ୟ ନିଜର ଓଜନ ପାଇଁ ଡିସ୍କ୍ୱାଲିଫାଏଡ୍ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗାଟ । କୋର୍ଟ…
ତାଜା ଖବର ରାଜ୍ୟ ୟୁନିଟ-୧ ହାଟରେ ଆଳୁଦରକୁ ନେଇ ଯୋଗାଣ ବିଭାଗର ଚଢ଼ାଉ August 10, 2024 Papirani ରାଜ୍ୟରେ ଆଳୁ ସମସ୍ୟା ଚାଲିଥିବା ବେଳେ ଆକ୍ସନ ମୋଡକୁ ଯୋଗାଣ ବିଭାଗ । ଆଜି ଭୁବନେଶ୍ବର ସ୍ଥିତ ୟୁନିଟ-୧ ମାର୍କେଟରେ ଥିବା ହାଟରେ ଆଳୁର ଚଢ଼ା ଦରକୁ ନେଇ ଯୋଗାଣ ବିଭାଗର ଚଢ଼ାଉ କରିଛି । ଚଢ଼ାଉ ବେଳେ ସରକାର ଧାର୍ଯ୍ୟ…
ତାଜା ଖବର ରାଜ୍ୟ ରାଜ୍ୟରେ ଶସ୍ତା ହେଲା ଆଳୁ ଦର; ମିଳୁଛି ୧୦୦ଟଙ୍କାରେ ୩ କିଲୋ ଆଳୁ August 10, 2024 Papirani ରାଜ୍ୟରେ ଆଳୁ ଦର କମିବାରେ ନାଁ ଧରୁନଥିବା ବେଳେ କେଉଁଠି ଆଳୁ ନାହିଁ ତ କେଉଁଠି ଚଢା ଦରରେ ବିକ୍ରି ହେଉଛି ଆଳୁ । ଏହି ସବୁ ଅସୁବିଧା ବେଳେ ଖାଉଟିଙ୍କ ପାଇଁ ଭଲ ଖବର ଆଣିଛନ୍ତି ରାଜ୍ୟସରକାର । ଏଣିକି…
ଖେଳ ତାଜା ଖବର ଦେଶ ବିଶ୍ୱ ଭାରତ ଫେରିଲେ ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ପୁରୁଷ ହକି ଟିମ୍ August 10, 2024 Papirani ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ପୁରୁଷ ହକି ଟିମ୍ ଆଜି ଭାରତ ଫେରିଛନ୍ତି। ଭାରତରେ ପହଞ୍ଚିବା ପରେ ହକି ଦଳର ସଦସ୍ୟଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଏମାନଙ୍କୁ ସ୍ବାଗତ କରିବା ପାଇଁ ହଜାର ହଜାର ଲୋକ ବିମାନବନ୍ଦରରେ ପହଞ୍ଚିଥିଲେ। ଖେଳାଳିଙ୍କ…
ତାଜା ଖବର ରାଜ୍ୟ ହୀରାକୁଦ ଜଳଭଣ୍ଡାରର ଖୋଲାଯାଇଛି ୧୪ଟି ଗେଟ୍ August 10, 2024 Papirani ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ସେଥିପାଇଁ ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାହୋଇଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍…
ତାଜା ଖବର ରାଜ୍ୟ ନୀତି ବିଶୃଙ୍ଖଳା ଅଭିଯୋଗରେ ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ August 10, 2024 Papirani ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ । ଶ୍ରୀମନ୍ଦିର ଦ୍ବାରଫିଟା ବେଳେ ବିଳମ୍ବରେ ପହଞ୍ଚିବାରୁ ନୀତି ବିଳମ୍ବ ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା । ନୀତି ବିଶୃଙ୍ଖଳା ଅଭିଯୋଗରେ ନୋଟିସ୍ ଜାରି । ଅନ୍ୟପଟେ ଦ୍ବାରଫିଟା…
ତାଜା ଖବର ରାଜନୀତି ରାଜ୍ୟ ନୂତନ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ August 10, 2024 Papirani ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ରାଜ୍ୟ ସଂଗ୍ରହାଳୟକୁ ଗସ୍ତ କରି ସେଠାରେ ନବନିର୍ମିତ ଅନୁଭବ୍ୟ ଐତିହ୍ୟ ଗ୍ୟାଲେରୀର ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ମନ୍ତ୍ରୀ…
ତାଜା ଖବର ଦେଶ ରାଜ୍ୟ ଓଡ଼ିଶାର ନୂତନ ରେଳ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ; ଧନ୍ୟବାଦ ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର August 10, 2024 Papirani ଓଡ଼ିଶାରେ ୬ଟି ଗୁରୁତ୍ୱପୂର୍ଣ୍ଣ ନୂତନ ରେଳ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ର ଅର୍ଥନୈତିକ କମିଟି ବୈଠକରେ ଗତକାଲି ସମୁଦାୟ ୮ଟି ରେଳ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୮ଟି…
ତାଜା ଖବର ବିଶ୍ୱ ବ୍ରାଜିଲ୍ରେ ବିମାନ ଦୁର୍ଘଟଣା; ୬୧ ମୃତ August 10, 2024 Papirani ବ୍ରାଜିଲ୍ର ସାଓ ପାଉଲ୍ରେ ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବୋଏପାସ୍ ଏଟିଆର-୭୨ ବିମାନଟି ବ୍ରାଜିଲର ସାଓ ପାଓଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬୧ ଜଣଙ୍କର ମୃ୍ତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୫୭ ଜଣ…