Category: ତାଜା ଖବର

ପରଲୋକରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ

ନିରଞ୍ଜନ ରଥଙ୍କ ପରଲୋକ । ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଲୋକସେବକ ମଣ୍ଡଳର ସେ ଥଲେ ରାଷ୍ଟ୍ରୀୟ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ଥିଲେ ନିରଞ୍ଜନ ରଥ । ଚିକିତ୍ସାଧିନ ଅବସ୍ଥାରେ ଆଖିବୁଜିଛନ୍ତି ନିରଞ୍ଜନ ରଥ । ଗତକାଲି ରାତି ୧୧ଟାରେ…

ହାତ ଗୋଡ଼ରେ ହ୍ୟାଣ୍ଡକପ୍‌ ପକାଇ ଯୁବକଙ୍କୁ ନିର୍ଯାତନା ମାମଲା: ଭୋଗରାଇ ଥାନା IIC ଶ୍ରୀବଲ୍ଲଭ ସାହୁ ସସ୍‌ପେଣ୍ଡ୍

ଭୋଗରାଇ ଥାନା IIC ଶ୍ରୀବଲ୍ଲଭ ସାହୁ ସସ୍‌ପେଣ୍ଡ୍ । କାର୍ଯ୍ୟରେ ଅବହେଳା ପାଇଁ ସସ୍‌ପେଣ୍ଡ୍ କଲେ ଡିଜିପି । ଜଣେ ଯୁବକଙ୍କ ହାତ ଗୋଡ଼ରେ ହ୍ୟାଣ୍ଡକପ୍‌ ପକାଇ ନିର୍ଯାତନା ମାମଲାରେ IICଙ୍କୁ ସସ୍‌ପେଣ୍ଡ୍। ବିନା ମାମଲାରେ ଦୁଇ ଦିନ ଧରି ଯୁବକଙ୍କୁ…

ଯୋଗ ଦିବସ ପୂର୍ବରୁ ଯୋଗ ଶିକ୍ଷୟିତ୍ରୀଙ୍କୁ ଧର୍ଷଣ ଅଭିଯୋଗ

କେନ୍ଦ୍ରାପଡ଼ା ସଦର ଥାନା ଅଞ୍ଚଳରେ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଘରେ ପଶି ଛୁରି ଦେଖାଇ ଯୋଗ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ସାମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ସଦର୍ ଥାନା ଅନ୍ତର୍ଗତ ମୁଣ୍ଡାଳ ଗାଁରେ ଘଟିଛି ଏହି ଅଘଟଣ । ଦୁଷ୍କର୍ମର…

ଭୋଗରାଇରେ ପୋଲିସର ଦାଦାଗିରି; ବେଡ଼ିରେ ରହିଲେ ଯୁବକ

ବାଲେଶ୍ୱର ଜିଲ୍ଲା ଭୋଗରାଇରେ ପୋଲିସର ଦାଦାଗିରି । ଥାନାରେ ମାମଲା ରୁଜୁ ନ କରି ଯୁବକଙ୍କ ହାତ ଓ ଗୋଡରେ ବେଡି ପକାଇ ଦୁଇ ଦିନ ଧରି ନିର୍ଯାତନା କରିଥିଲା ପୁଲିସ୍। ସାମାନ୍ୟ ବାଇକ୍‌ ଅଦଳ ବଦଳ ଘଟଣାକୁ ନେଇ ଅମାନୁଷିକ…

ଅହମ୍ମଦାବାଦ ବିମାନ କ୍ରାସ ଘଟଣା: ବିମାନରେ କୌଣସି ଯାନ୍ତ୍ରିକ ତ୍ରୁଟି ନ ଥିବା କହିଲେ AI ସିଇଓ

ଅହମ୍ମଦାବାଦ ବିମାନ କ୍ରାସ ଘଟଣାରେ ଆଜି ପ୍ରତିକ୍ରିୟା ଦେଇଛନ୍ତି ଏୟାର ଇଣ୍ଡିଆର ସିଇଓ ଏବଂ ପରିଚାଳନା ନିର୍ଦ୍ଦେଶକ କ୍ୟାମ୍ପବେଲ ଓ୍ବିଲସନ। ସେ କହିଛନ୍ତି ଦୁର୍ଘଟଣାର ଶିକାର ବିମାନର ଉନ୍ନତ ରକ୍ଷଣାବେକ୍ଷଣ କରାଯାଇଥିଲା । ୨୦୨୩ରେ ବିମାନର ପ୍ରମୁଖ ଯାନ୍ତ୍ରିକ ଯାଞ୍ଚ କରାଯାଇଥିବା…

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ଦେବୀ ମିଶ୍ର

ନବୀନ ପଟ୍ଟନାୟକଙ୍କ ଅନୁପସ୍ଥିତିରେ ଦଳର ଦାୟିତ୍ବ ତୁଲାଇବେ ବରିଷ୍ଠ ଉପ ସଭାପତି ଦେବୀ ମିଶ୍ର। ସର୍ଭିକାଲ୍ ଆଥ୍ରାଇଟିସ୍ ସମସ୍ୟାରେ ପୀଡ଼ିତ ହୋଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ଚିକିତ୍ସା ପାଇଁ ଯିବେ ମୁମ୍ବାଇ। ଏହି ସମୟରେ ଦଳର ଦାୟିତ୍ବ ଦଳର ବରିଷ୍ଠ…

ଡାଇରିଆ ପାଇଁ ଭଦ୍ରକରେ ୨୧ ଓ ଯାଜପୁରରେ ୨୪ ଯାଏଁ ବନ୍ଦ ବନ୍ଦ ରହିବ ସମସ୍ତ ସ୍କୁଲ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗ୍ରୀଷ୍ମ ଅବକାଶ ପରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ଡାଇରିଆ ସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ…

ରାଜ୍ୟରେ ଡାଇରିଆ ସ୍ଥିତି ଅଣାୟତ; ସ୍ଥିତି ଦେଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲ୍ଲାପାଳ

ରାଜ୍ୟର ଦିନକୁ ଦିନ ବିଭିନ୍ନ ଜିଲ୍ଲାକୁ ବ୍ୟାପୁଛି ଝାଡ଼ାବାନ୍ତି । ଏହାକୁ ଦୃଷ୍ଟିରେ ରଖି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇ କହିଛନ୍ତି ଡାଇରିଆ ସ୍ଥିତି ଅଣାୟତ ଥିଲେ ବନ୍ଦ ରହିବ ସ୍କୁଲ୍ । ୩ ଜିଲ୍ଲାରେ…

ଦିଲ୍ଲୀରୁ ଲେହ ଯାଉଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି; କଲା ଜରୁରୀ ଅବତରଣ

ଦିଲ୍ଲୀରୁ ଲେହ ଯାଉଥିବା ଇଣ୍ଡିଗୋ ବିମାନର ଜରୁରୀ ଅବତରଣ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଡ଼ାଣର କିଛି ସମୟ ଭିତରେ ଫେରିଆସିଲା ବିମାନ । ୧୮୦ ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିଥିଲା ବିମାନ । ମଝି ଆକାଶରେ ଯାନ୍ତ୍ରିକ ତ୍ରୁଟି…

ଜୁନ୍ ୨୪ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ତାରିଖ ଯାଏଁ…