Category: ତାଜା ଖବର

ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ, ୨ ମୃତ, ୫ ଗୁରୁତର

ଢେଙ୍କାନାଳ ହିନ୍ଦୋଳ ରୁଙ୍ଗଟା ମାଇନ୍ସରେ ଅଘଟଣ । ରୁଙ୍ଗଟା ମାଇନ୍ସ ମେକାନିକାଲ ଷ୍ଟ୍ରକଚର ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। କଂପାନୀ କର୍ତୁପକ୍ଷ ଓ ପୋଲିସ୍ ଉପସ୍ଥିତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣା…

ଆଜି ନିଜ ଜନ୍ମମାଟି ରାଇକଳା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଗସ୍ତରେ ଯିବେ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେବ ତାଙ୍କର ପ୍ରଥମ ଗସ୍ତ । ଆଜି ଗାଁର ଲୋକଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।ଏଥିଲାଗି ସାରା ଗାଁ…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ଆରମ୍ଭ ହେଲା ଅଷ୍ଟାଦଶ –ଲୋକସଭାର ପ୍ରଥମ ଅଧୂବେଶନ । ଅଧିବେଶନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ୭ଥର ସାଂସଦ ଭାବେ ନିର୍ବାଚିତ ହୋଇଥିବାରୁ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ…

ଆଜି ବିଜେଡି ସଂସଦୀୟ ଦଳ ବୈଠକ

ଆଜି ବସିବା ବିଜେଡିର ସଂସଦୀୟ ଦଳ ବୈଠକ । ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ ରାଜ୍ୟସଭାରେ ବିଜେଡିର ରଣନୀତି ସଂପର୍କରେ ଚର୍ଚ୍ଚା କରିବା ପାଇଁ ସାଂସଦମାନଙ୍କ ସହିତ ବିଜେଡି ସୁପ୍ରିମୋ ‌ନବୀନ ପଟ୍ଟନାୟକ ଆଜି ବୈଠକ କରିବେ। ଏହି ବୈଠକରେ…

ଆଜିଠୁ ଆରମ୍ଭ ସଂସଦର ଅଧିବେଶନ, ମୋଦି ନେବେ ଶପଥ

ଆଜି ଅଷ୍ଟାଦଶ ଲୋକସଭାର ସ୍ବତନ୍ତ୍ର ଅଧିବେଶନ । ଆଜିଠାରୁ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବାକୁ ଥିବା ବେଳେ ଲୋକସଭାରେ ମୋଟ ୮ଟି ଏବଂ ରାଜ୍ୟସଭାରେ ୫ଟି କାର୍ଯ୍ୟ ଦିବସ ରହିଛି । ୨୭ ତାରିଖ ଦିନ ସଂସଦର…

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ୟେଲୋ ଆଲର୍ଟ ଜାରି

ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା…

ଟ୍ରକ୍ ଚାପାରେ ମହିଳା ସଫେଇ କର୍ମଚାରୀଙ୍କ ମୃତ୍ୟୁ

ମାଲକାନଗିରି ସଦର ମହକୁମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ଟ୍ରକ ଚାପାରେ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛି। ଘଟଣା ଅନୁଯାୟୀ ଆଜି ସକାଳେ ସ୍ଥାନୀୟ ଟିନା ଗ୍ୟାରେଜ ଛକ ନିକଟରେ ବାସ କରୁଥିବା…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ହଟିଲେ ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂ

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ।ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂଙ୍କୁ ହଟେଇ ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ। ଏବେ ସେ ଇଣ୍ଡିଆ…

ରତ୍ନଭଣ୍ଡାର ଖୋଲିବାକୁ ନେଇ ପ୍ରତିକ୍ରିୟା ଦେଲେ ଆଇନ ମନ୍ତ୍ରୀ

ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ରତ୍ନଭଣ୍ଡାର ଖୋଲିବା ନେଇ ଆଜି ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ । କେବେ ଖୋଲିବ ସେନେଇ ଆଲୋଚନା ହୋଇଛି…