Category: ତାଜା ଖବର

ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ କୃଷି ଓ କୃଷକମାନଙ୍କ ବିକାଶ ଏକ ବଳିଷ୍ଠ ଭୂମିକା ଗ୍ରହଣ କରିବ: ମୁଖ୍ୟମନ୍ତ୍ରୀ 

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ପାଳନ ଅବସରରେ ବଲାଙ୍ଗୀର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ରାଜ୍ୟରେ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ସରକାର ସମସ୍ତ ପ୍ରକାର ଯାନ୍ତ୍ରିକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୁରକ୍ଷା ବୈଠକ; ବିମାନବନ୍ଦରରୁ ଜନତା ମୈଦାନ ରୋଡ ସୋ

ଜୁନ୍‌ ୨୦ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରରେ ପହଞ୍ଚିବା ପରେ ବିମାନବନ୍ଦରରୁ ଜନତା ମୈଦାନ ପର୍ଯ୍ୟନ୍ତ ରୋଡ୍ ସୋ’ କରିବେ । ଏହାକୁ ନେଇ ବିମାନବନ୍ଦର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ବୈଠକ କରାଯାଇଛି । ଏହି…

ବଲାଙ୍ଗିରର ଜରୁରୀ ବିକାଶ ଦାବି ସହ ପ୍ରୋଟୋକଲ ଲ୍ୟାପ୍ସ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ କଳିକେଶ ନାରାୟଣ

ଆଜି ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଲାଙ୍ଗିରରେ ହେବାକୁଥିବା ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗଦେବେ । କିନ୍ତୁ ଏହା ପୂର୍ବରୁ ବରିଷ୍ଠ ବିଜେଡି ନେତା ତଥା ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହ ଦେଓ ମୁଖ୍ୟମନ୍ତ୍ରୀ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ କ୍ଷେତ୍ର; ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଦୁଇଟି ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା…

ସାନ୍ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ

ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି ।ଯାନ୍ତ୍ରିକ ତ୍ରୁଟି ଯୋଗୁଁ କୋଲକାତାରେ ବିମାନର ଅବତରଣ । ସାନ ଫ୍ରାନ୍ସିସ୍କୋରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆର ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଫଳରେ ଯାତ୍ରୀମାନଙ୍କୁ କୋଲକାତାରେ ହିଁ ଓହ୍ଲାଇବାକୁ ପଡିଛି।…

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା: ୧୦ ଗିରଫ

ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ।ସମସ୍ତ ୧୦ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ। ସୋମବାର ୭ ଜଣ ଯୁବକଙ୍କୁ ଅଟକ ରଖାଯାଇଥିବା ବେଳେ ଆଜି ଗୋପାଳପୁର ପୋଲିସ ୩ ଜଣ ଯୁବକଙ୍କୁ ଗିରଫ କରିଛି । ବାହାର ରାଜ୍ୟକୁ ଫେରାର ପାଇଁ…

୨୮,୩୪୬ ଜଣଙ୍କୁ ସରକାରୀ ଓ ୪୫ ହଜାରଙ୍କୁ ବେସରକାରୀ ସ୍ତରରେ ନିଯୁକ୍ତି ଦେଇଛନ୍ତି ନୂଆ ସରକାର: ମୁଖ୍ୟମନ୍ତ୍ରୀ

ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ…

ବ୍ୟାସନଗରରେ ଫାଷ୍ଟଫୁଡ୍‌ ବନ୍ଦ

ମାଡୁଛି ହଇଜା । ଏହାକୁ ଦୃଷ୍ଟିରେ ରଖି ଯାଜପୁର ବ୍ୟାସନଗର ଅଞ୍ଚଳରେ ଫାଷ୍ଟଫୁଡ୍‌ ବନ୍ଦ । ଚାଟ୍, ଗୁପ୍‌ଚୁପ୍‌, ଜଳଖିଆ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ । ହୋଟେଲ୍‌ଗୁଡ଼ିକୁ ସ୍ବଚ୍ଛତା ରଖିବାକୁ ପ୍ରଶାସନର ନିର୍ଦ୍ଦେଶ ଜାରି କରାଯାଇଛି । ଏହି ନିଷ୍ପତ୍ତି…

ଏସସିବିରେ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ

ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଏହାରି ମଧ୍ୟରେ କଟକ ଏସସିବିରେ ଆଉ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କରିଛନ୍ତି ହସ୍ପିଟାଲ୍‌ କର୍ତ୍ତୃପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା ଅଞ୍ଚଳର ସୂଚନା ।…

ଜୁନ୍ ୨୦ରେ ଭୁବନେଶ୍ଵରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଆସନ୍ତା ଜୁନ୍ ୨୦ରେ ଓଡିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ। ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍…