Category: ତାଜା ଖବର

ବିଧାୟକ ପ୍ରଶିକ୍ଷଣ ଶିବିର ଦଳୀୟ ବ୍ୟାପାର ନୁହେଁ: ମନମୋହନ ସାମଲ

ବିଧାୟକ ପ୍ରଶିକ୍ଷଣ ଶିବିରକୁ ନେଇ ତେଜୁଛି ରାଜନୀତି । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ।୧୭ ଓ ୧୮ ତାରିଖରେ ହେବାକୁ ଥିବା ବିଧାନସଭା ପ୍ରଶିକ୍ଷଣ ଶିବିରକୁ ବିଜୁ ଜନତା ଦଳ ପ୍ରତ୍ୟାଖ୍ୟାନ…

ଆର୍ଥ ଅବଜରଭେସନ୍ ସାଟେଲାଇଟ-୮ର ସଫଳ ଉତକ୍ଷେପଣ; ପୃଥିବୀ ଚାରିପଟେ ଘୁରି ପରିବେଶ ଉପରେ ରଖିବ ନଜର

ଇତିହାସ ରଚିଲା ଇସ୍ରୋ । ଆର୍ଥ ଅବଜରଭେସନ୍ ସାଟେଲାଇଟ୍ EOS-୦୮ର ସଫଳ ଉତକ୍ଷେପଣ । ଗ୍ଲୋବାଲ ନାବିଗେସନ୍ ସାଟେଲାଇଟ୍ ସିଷ୍ଟମ ଶ୍ରୀହରିକୋଟା ଶତୀଶ ଧଓ୍ୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ । ଇସ୍ରୋ ୧୬ ଅଗଷ୍ଟ ସକାଳ ୯ ଟା ୧୭ ସମୟରେ…

ବିଏମ୍‌ସି ଅଧିନକୁ ଆସିବ ଭୁବନେଶ୍ବର ଏମ୍ସ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପାୟୀଙ୍କ ଷଷ୍ଠ ପୂଣ୍ୟ ତିଥିରେ ଭୁବନେଶ୍ବର ଏମ୍ସ ପରିସରରେ ଥିବା ବାଜପାୟୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ଅବସରରେ ଏମ୍ସ ପାଇଁ…

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ

ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…

କଂଗ୍ରେସ ଛାଡିଲେ ବିଜୟ ପଟ୍ଟନାୟକ

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟ ପଟ୍ଟନାୟକ । ଦଳ ପ୍ରତି ଅସନ୍ତୁଷ୍ଟ ହୋଇ ଇସ୍ତଫା ଦେଇଛନ୍ତି ବିଜୟ ପଟ୍ଟନାୟକ । ସେ ନିଜର ଇସ୍ତଫା ପତ୍ର ମେଲ୍‌ ଯୋଗେ ଏଆଇସିସିକୁ ପଠାଇଥିବା ସୂଚନା ମିଳିଛି। ଅନ୍ୟପଟେ କଂଗ୍ରେସରୁ ଇସ୍ତଫା ଦେବା ପରେ…

ଓଡ଼ିଆ ‘ଦମନ’କୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

୨୦୨୨ ମସିହା ନଭେମ୍ବର ୪ ତାରିଖରେ ମୁକ୍ତିଲାଭ କରିଥିବା ଦମନ ମାନକ ଓଡ଼ିଆ ଚଳଚ୍ଚିତ୍ରକୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଆଜି ଘୋଷଣା ହୋଇଛି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪ ।…

ସରକାରୀ ଚାକିରିରେ ଥିବା ଡାକ୍ତର କରିପାରିବେନି ଆନ୍ଦୋଳନ: ଡିଏମଇଟି

କୋଲକାତା ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ସାରା ଦେଶରେ ତେଜିବାରେ ଲାଗିଛି ଆନ୍ଦୋଳନ। ଆସନ୍ତାକାଲିର ହେବାକୁଥିବା ଡାକ୍ତର ଆନ୍ଦୋଳନକୁ ନେଇ ପ୍ରତିକ୍ରିୟା ଦେଲେ ପ୍ରତିକ୍ରିୟା ଦେଇଛନ୍ତି ଓଡିଶା ଡାକ୍ତରୀ ଶିକ୍ଷା…

ଦଳୀୟ ପ୍ରତିକ୍ରିୟା ଦେବାକୁ ୪ ନେତାଙ୍କୁ ଦିଆଗଲା କଂଗ୍ରେସ ତୁଣ୍ଡ ଦାୟିତ୍ବ 

ଗଣମାଧ୍ୟମରେ ଦଳୀୟ ପ୍ରତିକ୍ରିୟା ଦେବାକୁ ୪ ନେତାଙ୍କୁ ଦିଆ ଗଲା କଂଗ୍ରେସ ତୁଣ୍ଡ ଦାୟିତ୍ବ । ଏଆଇସିିସି ପକ୍ଷରୁ କେବଳ ୪ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ହେଉଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ରାମ କାଡାମ,…

ବିଜେପିରେ ଯୋଗଦେଲେ କର୍ପୋରେଟର ବନ୍ଦିତା ପାଲ

ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ପୋରେଟର ଥିବା ବନ୍ଦିତା ପାଲ ଆଜି ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ କରି ବିଜେପିରେ ଯୋଗ ହେଇଛନ୍ତି |।ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି ବନ୍ଦିତା ।…

ୱାଇ ବି ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ଡିଜି

୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ହେଲେ ଓଡ଼ିଶାର ନୂଆ ପୋଲିସ ମହାନିର୍ଦ୍ଦେଶକ ( ଡିଜିପି) । ଖୁରାନିଆଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୱାଇ.ବି. ଖୁରାନିଆଙ୍କୁ ନୂଆ ଡିଜିପି ଭାବେ ନିଯୁକ୍ତ କରିଛନ୍ତି ରାଜ୍ଯ ସରକାର…