Category: ତାଜା ଖବର

OPSC /SSC ପ୍ରଶ୍ନପତ୍ର ବିଭ୍ରାଟ ଘଟଣା; ଯିଏ ଦୋଷୀ ତାକୁ ଛଡ଼ା ଯିବନି: ସୂର୍ଯ୍ୟବଂଶୀ ସୂରଜ

ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷା OPSC /SSCରେ ତ୍ରୁଟି ସାମ୍ନାକୁ ଆସିବା ପରେ ଆଜି ପ୍ରତିକ୍ରିୟା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ । ଯିଏ…

୧୬ ପାକିସ୍ତାନୀ ୟୁଟ୍ୟୁବ୍‌ ଚ୍ୟାନେଲ ବ୍ୟାନ

ଭାରତରେ ବ୍ୟାନ୍‌ ହେଲା ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ । ୧୬ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କଲେ ଭାରତ ସରକାର । ଶୋଏବ ଅଖତର, ଆର୍‌ଜୁ କାଜ୍‌ମୀ, ସୟଦ ମୁଜାମ୍ମିଲ ଶାହ ଭଳି ଚ୍ୟାନେଲ ବ୍ୟାନ କରାଯାଇଥିବା ଜଣାପଡିଛି । ଏହା ସହ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଜି ଭେଟିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ପହଲଗାମ ଆକ୍ରମଣକୁ ଦୃଷ୍ଟିରେ ରଖି ଆଜି ଏକ ବଡ଼ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ-ପ୍ରତିରକ୍ଷା ମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ହେବାକୁ ଯାଉଛୁ ଯେଉଁଥିରେ ପହଲଗାମ୍‌ ଆତଙ୍କୀ…

ଆତଙ୍କବାଦୀ ବିରୋଧ ଲଢ଼େଇରେ ପୁରା ଦେଶବାସୀ ପ୍ରଧାନମନ୍ତ୍ରୀଙ୍କ ସହ ଅଛନ୍ତି: ମନମୋହନ ସାମଲ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ “ମନ କି ବାତ କାର୍ଯ୍ୟକ୍ରମର ୧୨୧ ତମ ସଂସ୍କରଣରେ କଶ୍ମୀରର ପହଲଗାମରେ ଆତଙ୍କବାଦୀ ବର୍ବୋରଚିତ ଆକ୍ରମଣ ଘଟଣାକୁ ମନେ ପକାଇ ଦୁଃଖବ୍ୟକ୍ତ କରିଛନ୍ତି । ପୀଡ଼ିତ ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।…

ମେ’ ୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ମିଳିବ ଆଶ୍ବସ୍ତି। ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ନ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ମେ’ ୧ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା…

ଭୁବନେଶ୍ବର ଛାଡ଼ିଲେ ପାକିସ୍ତାନୀ ନାଗରିକ ନଗମା ୟୁସୁଫ

ଭୁବନେଶ୍ବର ଛାଡ଼ିଲେ ପାକିସ୍ତାନୀ ନାଗରିକ ନଗମା ୟୁସୁଫ ।୨୦୦୮ ମସିହାରେ ନଗମା ଭୁବନେଶ୍ୱରର ମହମ୍ମଦ ନିଜାରୁଦ୍ଦିନଙ୍କୁ ପ୍ରେମ ବିବାହ କରିଥିଲେ ନଗମା । ବିବାହ ପରେ ଭାରତୀୟ ନାଗରିକତ୍ବ ପାଇଁ ଆବେଦନ କରି ନଥିଲେ । ମାତ୍ର ଦୀର୍ଘମିଆଦି ଭିସା ପାଇଁ…

ଗୋଟିଏ ଦିନରେ OSSC ଓ OCS ମେନ୍‌ ୨୦୨୩ ପରୀକ୍ଷାରେ ତ୍ରୁଟି

ଆଜି ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ସାମ୍ନାକୁ ଆସିଲା ତ୍ରୁଟି । ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି ସହ OPSC ପରିଚାଳିତ ପରୀକ୍ଷାରେ ବି ତ୍ରୁଟି ଦେଖିବାକୁ ମିଳିଛି । ଆଜି ଏକ୍ସାଇଜ୍‌ ଓ…

ପହଲଗାମ୍‌ ପୀଡିତଙ୍କୁ ମିଳିବ ନିଶ୍ଚୟ ନ୍ୟାୟ; ଦେଶବାସୀକୁ ଭରସା ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟକ୍ରମରେ ପହଲଗାମ ଆକ୍ରମଣ ବିଷୟରେ ଆଲୋଚନା କରି ଆତଙ୍କୀ ହମ୍‌ଲାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଏହି…

ଭାରତ ଝେଲମ ନଦୀ ପାଣି ଛାଡ଼ିବା ପରେ ପାକିସ୍ତାନରେ ବନ୍ୟା ସ୍ଥିତି; ଭାରତକୁ ଦାୟୀ କଲା ପାକିସ୍ତାନ

ପହଲଗାମ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାକୁ ଲାଗିଛି। ଝେଲମ ନଦୀ ପାଣି ଭାରତ ଛାଡିଦେବାକୁ ପାକିସ୍ତାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ପାକିସ୍ତାନର ଛକୋଟି ବୋର୍ଡରରୁ ମୁଜାଫରବାଦ ପର୍ଯ୍ୟନ୍ତ ଅଞ୍ଚଳ ଜଳମଗ୍ନ ହୋଇଯାଇଛି ।…

ନିର୍ମାଣାଧୀନ ଘରୁ ୪ ବର୍ଷ ଶିଶୁକନ୍ୟାର ମୃତଦେହ ଉଦ୍ଧାର; ଅଶ୍ଳୀଳ ଭିଡିଓ ଦେଖି ଦୁଷ୍କର୍ମ ପରେ ହତ୍ୟା

ନିର୍ମାଣାଧୀନ ଘରୁ ଉଦ୍ଧାର ହେଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ । ସାନଖେମୁଣ୍ଡି ବ୍ଲକ ଖଲିଙ୍ଗିରେ ଘଟିଛି ଅଭାବନୀୟ ଘଟଣା । କୁନି ଝିଅକୁ ଦୁଷ୍କର୍ମ ପରେ ହତ୍ୟା । ଅଭିଯୁକ୍ତକୁ କାଳିଆ ଷଣ୍ଢକୁ ଗିରଫ କଲା ପାଟପୁର ଥାନା ପୋଲିସ…