ତାଜା ଖବର ଦେଶ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା: ଶ୍ରୀନଗରରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଅମିତ ଶାହ April 23, 2025 Papirani ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି ଏବଂ ଅନେକ ଆହତ ହୋଇଛନ୍ତି। ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ପର୍ଯ୍ୟଟକଙ୍କ ମୃତଦେହକୁ ପୋଲିସ କଣ୍ଟ୍ରୋଲ ରୁମ୍ରେ ରଖାଯାଇଥିବା ବେଳେ ଗୃହମନ୍ତ୍ରୀ ଅମିତ ଶାହ ଆଜି ଶ୍ରୀନଗରର ପୋଲିସ ନିୟନ୍ତ୍ରଣ…
ତାଜା ଖବର ରାଜ୍ୟ ପହଲଗାମ୍ ଆତଙ୍କୀ ଆକ୍ରମଣ: ଆଜି ଭୁବନେଶ୍ବର ପହଞ୍ଚିବ ଓଡ଼ିଆ ଯୁବକଙ୍କ ମୃତଦେହ April 23, 2025 Papirani କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଓଡ଼ିଶାର ପ୍ରଶାନ୍ତ ଶତପଥୀଙ୍କ ମରଶରୀର ଆଜି ଓଡ଼ିଶାରେ ପହଁଚିବ । ଏ ନେଇ ତାଙ୍କ ବଡ଼ଭାଇ ସୂଚନା ଦେଇଛନ୍ତି । ସେ…
ତାଜା ଖବର ରାଜ୍ୟ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା; ଶାହଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ April 23, 2025 Papirani କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ବିଶ୍ବବ୍ୟାପୀ ନିନ୍ଦା କରୁଥିବା ବେଳେ ଆଜି ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣାକୁ ନେଇ ଆଜି ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହେଲେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ । ପହଲଗାମରେ ହୋଇଥିବା ଆତଙ୍କି…
ତାଜା ଖବର ଦେଶ ସାଉଦି ଗସ୍ତ ରଦ୍ଦ କରି ଭାରତ ଫେରିଲେ ମୋଦି; ଉଚ୍ଚସ୍ତରୀୟ ବୈଠକରେ ସାମିଲ April 23, 2025 Papirani ଜମ୍ମୁ-କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସାଉଦି ଆରବର ନିଜର ଦୁଇ ଦିନିଆ ସାଉଦି ଆରବ ଗସ୍ତକୁ ଅଧାରେ ଛାଡି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ସକାଳୁ ସାଉଦି ଆରବରୁ ଆସି ଦିଲ୍ଲୀ ପହଞ୍ଚିବା ପରେ ପହଲଗାମ…
ତାଜା ଖବର ରାଜ୍ୟ ଡେଲାଙ୍ଗ ନାବାଳକ ହତ୍ୟାକାଣ୍ଡ ଘଟଣା; ହତ୍ୟା ପୂର୍ବରୁ ଦିଆଯାଇଥିଲା ଯୌନ ନିର୍ଯାତନା: ଏସ୍ପି April 22, 2025 Papirani ଡେଲାଙ୍ଗ ରତନପୁର ନାବାଳକ ବର୍ବର ହତ୍ୟାକାଣ୍ଡକି ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ପିଲାକୁ ହତ୍ୟା ପୂର୍ବରୁ ଯୌନ ନିର୍ଯାତନା ଦିଆଯାଇଛି । ପ୍ରଭାକର ସାହୁ ଏକମାତ୍ର ଅଭିଯୁକ୍ତ ବୋଲି ଜଣାପଡ଼ିଛି…
ତାଜା ଖବର ଦେଶ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ April 22, 2025 Papirani ଜମ୍ମୁ ଓ କାଶ୍ମୀର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ। ପହଲଗାମ୍ ସହରରେ ଥିବା ଏକ ପର୍ଯ୍ୟଟନ ସ୍ଥାନରେ ଆଜି ଅତର୍କିତ ଭାବେ ଗୁଳିମାଡ଼ କରିଛନ୍ତି ଆତଙ୍କବାଦୀ । ଗୁଳିମାଡ଼ରେ ୩ ପର୍ଯ୍ୟଟକ ଓ ୨ ସ୍ଥାନୀୟ ବାସିନ୍ଦା ଗୁରୁତର ଆହତ…
ତାଜା ଖବର ରାଜ୍ୟ ଆସନ୍ତା ଦୁଇ ଦିନରେ ହୋଇପାରେ ସ୍କୁଲ ଛୁଟି; ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲା ରାଜସ୍ଵ ବିଭାଗ April 22, 2025 Papirani ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେଉଛି । ଅସହ୍ୟ ଗରମ ଓ ଗୁଳୁଗୁଳିକୁ ଅସ୍ତବ୍ୟସ୍ତ ହୋଇପଡିଛି ଜନଜୀବନ । ଏହା ସହ ରାଜ୍ୟର ବିଭିନ୍ନ ସହର ତାପାମାତ୍ରା ୪୦ ଡିଗ୍ରୀ ପାର ହୋଇଗଲାଣି । ଏହାକୁ ଦୃଷ୍ଟିରେ ରଖି…
ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ୟୁପିଏସସି ସିଭିଲ୍ ସର୍ଭିସ୍ ରେଜଲ୍ଟ-୨୦୨୪; ୪୮ତମ ସ୍ଥାନରେ ଓଡ଼ିଶାର ରିତିକା ରଥ April 22, 2025 Papirani ପ୍ରକାଶ ପାଇଲା ୟୁପିଏସସି ରେଜଲ୍ଟ-୨୦୨୪ । ଆଇଏଏସ, ଆଇଏଫଏସ, ଆଇପିଏସ ଓ ସେଣ୍ଟ୍ରାଲ ସର୍ଭିଲ ଗ୍ରୁପ-A ଓ ଗ୍ରପ B ପରୀକ୍ଷାଫଳ ପ୍ରକାଶ ପାଇଛି । ଏଥିରେ ମୋଟ ୧୧୨୯ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସର୍ବଭାରତୀୟ ସ୍ତରରେ ଶକ୍ତି ଦୁବେ…
ତାଜା ଖବର ରାଜ୍ୟ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ April 22, 2025 Papirani ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ ବଣ୍ଟନ । ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ପଞ୍ଚାୟତିରାଜ ଦିବସ…
ତାଜା ଖବର ରାଜ୍ୟ ରାଜ୍ୟରେ ହେବନି ବିଦ୍ୟୁତ କାଟ; ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ April 22, 2025 Papirani ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ ନ କାଟିବାକୁ ଦେଲେ ନିର୍ଦ୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସେ କହିଛନ୍ତି ଯେ, ବକେୟା ବିଲ୍ ପ୍ରଦାନ କରି ନ ଥିଲେ ବି ବିଦ୍ୟୁତ କାଟ…