Category: ତାଜା ଖବର

ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି

ପ୍ରବଳ ଜାଡରେ ଥରୁଛି ପୂରା ଓଡିଶା । ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢ଼ିବାରେ ଲାଗିଛି। ଉତ୍ତର-ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ ବାୟୁ ପ୍ରବାହ ଯୋଗୁ ଥଣ୍ଡା ବଢୁଛି। ଆଜି ୧୦ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ରହିଛି…

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍

ସମ୍ବଲପୁର ମଣପୁରମ୍ ଗୋଲ୍ଡ ଲୋନ ଅଫିସରେ ଲୁଟ୍ । ସମ୍ବଲପୁର ଜିଲ୍ଲା ଅଇଁଣ୍ଠାପାଲି ଥାନା ଅନ୍ତର୍ଗତ ବୁଢ଼ାରାଜା ବଜାରରେ ଥିବା ମଣପୁରମ୍ ଗୋଲ୍ଡ ଲୋନ୍ କାର୍ଯ୍ୟାଳୟରୁ ଡକାୟତି ହୋଇଥିବା ସୂଚନା ମିଳିଛି । ୧୦ ଜଣ ସଶସ୍ତ୍ର ଲୁଟେରା ଆତଙ୍କ ମଚାଇ…

ଶପଥ ନେଲେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଓଡ଼ିଶାର ୨୭ତମ ରାଜ୍ୟପାଳଭାବେ ଶପଥ ନେଇଛନ୍ତି ଡକ୍ଟର ହରିବାବୁ କମ୍ଭମପତି । ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ସରଣ ସିଂହ କମ୍ଭମପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଭୁବନେଶ୍ୱରର…

ନିର୍ଭୟକୁ ଆସିଛି ପନ୍ନୁର ଧମକପୂର୍ଣ୍ଣ ମେଲ୍

ଆସନ୍ତା ଜାନୁୟାରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ପ୍ରବାସୀ ଭାରତୀୟ ସମ୍ମିଳନୀ । ଏହି ସମ୍ମିଳନୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କୁ ବହୁ ମନ୍ତ୍ରୀଗଣ ଏବଂ ଉଚ୍ଚ ପଦାଧିକାରୀମାନେ…

ରାଜ୍ୟରେ ନିର୍ମାଣ ହେବ ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍‌

ଓଡ଼ିଶାରେ ନିର୍ମାଣ ହେବାକୁ ଯାଉଛି ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍‌ । ଏହା ଆଗାମୀ ୩ ବର୍ଷରେ ନିର୍ମାଣ ହେବ । ଏ ନେଇ ସୂଚନା ଦେଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗ୍ରାଣ୍ଡ ରିଂ ରୋଡ୍‌…

ଚାଷୀଙ୍କ ସମସ୍ୟା ନେଇ ମୋହନ ମାଝୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀ ମୋହନମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଚିଠି ଦ୍ବାରା ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ଦୁଃଖ ଜଣାଇଲେ ବିରୋଧୀ ଦଳ ନେତା । ଉପଯୁକ୍ତ ତଦନ୍ତ ସହ ନିର୍ଦ୍ଦିଷ୍ଟ ସମୟରେ ଚାଷୀଙ୍କ ଅଦିନିଆ ବର୍ଷାଜନିତ…

ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର୍ ବସ୍

ଓଡ଼ିଶାରେ ପହଞ୍ଚିଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍‌। ବସରେ ଓଡ଼ିଶାର କଳା, ସଂସ୍କୃତିର ଝଲକ ଦେଖିବାକୁ ମିଳିଛି । ପ୍ରାରମ୍ଭିକ ଭାବେ ପ୍ରବାସୀ ଭାରତୀୟଙ୍କୁ ବୁଲାଇବ ଡବଲ୍ ଡେକର ବସ୍। ପ୍ରଥମେ ପ୍ରବାସୀଙ୍କୁ ବୁଲାଇବ ପରେ ଏହି ବସ୍ ଭୁବନେଶ୍ୱର,…

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଏହା ସହ ବିମାନବନ୍ଦରରେ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନାଏହାପରେ ରାଜଭବନ ଯାଇ ସେଠାରୁ ପୁରୀ…

ଖେଳରତ୍ନ ପୁରସ୍କାର ପାଇଲେ ମନୁ, ଗୁକେଶ, ହରମନପ୍ରୀତ, ପ୍ରବୀଣ

କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଧ୍ୟାନଚନ୍ଦ ଖେଳରତ୍ନ ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜନ ଖେଳାଳିଙ୍କୁ ମିଳିବ ଖେଳରତ୍ନ ପୁରସ୍କାର-୨୦୨୪। ପ୍ୟାରିସ୍ ଅଲିମ୍ପିକ୍ସରେ ଦୁଇଟି ଅଲିମ୍ପିକ୍ ପଦକ ଜିତିଥିବା ଭାରତୀୟ ମହିଳା ସୁଟର ମନୁ…

ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବଢ଼ାଇଲେ ଓଡ଼ିଶା ସରକାର

ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା । ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଆଜି ୩୮ ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି…