Category: ତାଜା ଖବର

ବେଙ୍ଗାଲୁରୁରେ ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା; ୧୧ ମୃତ, ୫୦ ଆହତ

ବେଙ୍ଗାଲୁରୁରେ ବିଜୟ ଉତ୍ସବ ସମୟରେ ଅଘଟଣ। ଆରସିବି ଆଇପିଏଲ ୨୦୨୫ ଟ୍ରଫି ଜିତିବା ପରେ ଟିମକୁ ବେଙ୍ଗାଲୁରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ସମ୍ବର୍ଦ୍ଧନା ସମାରୋହ ଆୟୋଜନ କରାଯାଇଛି । କିନ୍ତୁ ଏହାରି ମଧ୍ୟରେ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇ ୭ ଜଣଙ୍କ…

ଭୁଲ ଇଞ୍ଜେକସନରୁ ରୋଗୀଙ୍କ ମୃତ୍ୟୁ ଘଟଣା; ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ୍ 

କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗଠନ ହେଲା ପାଞ୍ଚ ଜଣିଆ ଟିମ । ଡିଏମଇଟି ଗଠନ କଲେ ପାଞ୍ଚ ଜଣିଆ ଟିମ ।…

ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ

କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ସଂସଦର ମୌସୁମୀ ଅଧିବେଶନର ତାରିଖ ହେଲା ଘୋଷଣା । ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।…

ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ

ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…

ଆଇସ୍‍ ପ୍ଲାଣ୍ଟରେ ଆମୋନିଆ ଗ୍ୟାସ୍‌ ଲିକ୍‌; ୪ ଅସୁସ୍ଥ 

ଜଗତସିଂହପୁର ଜିଲା ପାରାଦ୍ୱୀପ ଲକ୍‍ ଥାନା ପାରଦ୍ୱୀପଗଡ ପ୍ଲାଣ୍ଟରେ ଅଘଟଣ । ଆମୋନିଆ ଗ୍ୟାସ ଲିକ୍ ହୋଇ ୪ ଅସୁସ୍ଥ । ପାରାଦ୍ବୀପ ଗଡ଼ ଇଣ୍ଡଷ୍ଟ୍ରିଆଲ ଏରିଆରେ ଘଟିଛି ଘଟଣା । ଆଇସ୍ ଫ୍ୟାକ୍ଟ୍ରି ରୁ ଆମୋନିଆ ଗ୍ୟାସ ଲିକ୍ ହୋଇ…

ପୁଣି ଜଙ୍ଗଲରୁ ମିଳିଲା ଆଉ ୭୦୦ କେଜି ବିସ୍ଫୋରକ

ସୁନ୍ଦରଗଡର ସରଣ୍ଡା ଜଙ୍ଗଲରୁ ପ୍ରାୟ ୭୦୦ କେଜିର ବିସ୍ଫୋରକ ଜବତ ହୋଇଛି । ସର୍ଚ୍ଚ ଅପରେସନ ବେଳେ ବିସ୍ଫୋରକ ଜବତ କଲା ସୁରକ୍ଷା ବାହିନୀ । ପୂର୍ବରୁ ଅଢ଼େଇ ଟନ୍‌ ବିସ୍ଫୋରକ ଜବତ ହୋଇଥିଲାଏକ ସପ୍ତାହ ତଳେ ୪ ଟନ୍ ରୁ…

ଭୁଲ ଇଞ୍ଜେକ୍ସନ ଦେବାରୁ ଗଲା ୫ ରୋଗୀଙ୍କ ଜୀବନ !

ଭୁଲ ଇଞ୍ଜେକ୍ସନରେ ଗଲା ଏକାଥରେ ପାଞ୍ଚ ପାଞ୍ଚଟା ଜୀବନ । ଗୋଟିଏ ରାତିରେ ୫ ରୋଗୀଙ୍କ ମୃତ୍ୟୁ। କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଏହି ଅଭାବନୀୟ ଘଟଣା ଘଟିଛି। ଭୁଲ୍ ଇଞ୍ଜେକସନ୍ ଦେବା ପରେ ରୋଗୀଙ୍କର…

୯୮ ପ୍ରତିଶତ ଫେରିଛି ୨ ହଜାର ଟଙ୍କିଆ ନୋଟ୍: ଆରବିଆଇ

୯୮.୨୬ ପ୍ରତିଶତ ୨ ହଜାର ଟଙ୍କିଆ ନୋଟ୍‌ ବ୍ୟାଙ୍କିଂ ସିଷ୍ଟମକୁ ଫେରିଛି। ୨୦୨୩ ମେ’ରେ ପ୍ରତ୍ୟାହାର ଘୋଷଣା ପରଠୁ ଫେରିଥିବା ନେଇ ସୂଚନା ଦେଲା ଭାରତୀୟ ରିଜର୍ଭ ବ୍ୟାଙ୍କ । ପ୍ରତ୍ୟାହାର ସତ୍ତ୍ୱେ ୨ ହଜାର ଟଙ୍କିଆ ନୋଟ୍ ବୈଧ ଟେଣ୍ଡର…

ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର ନନ୍ଦାହାଣ୍ଡିରେ ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଲେଖାଏଁ ଟଙ୍କାର ଅନୁକମ୍ପା ରାଶି । ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ସହ ଦୁଃଖ ପ୍ରକାଶ…