Category: ତାଜା ଖବର

ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତ ବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର…

ଆଜି ସଂଧ୍ୟା ସୁଦ୍ଧା ଆସିବ ପୁରୀ ଦଳାଚକଟା ରିପୋର୍ଟ

ଜୁନ୍ ୨୯ ତାରିଖରେ ଗୁଣ୍ଡିଚା ମନ୍ଦିର ସାମ୍ନାରେ ହୋଇଥିବା ଦଳାଚକଟା ରିପୋର୍ଟ ଆଜି ସଂଧ୍ୟା ସୁଦ୍ଧା ଆସିବ। ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ପ୍ରଦାନ କରିବେ ଉନ୍ନୟନ କମିଶନର ଗର୍ଗ । ଏ ନେଇ ସୂଚନା ଦେଲେ ଉନ୍ନୟନ କମିଶନର ଅନୁ ଗର୍ଗ ।…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା; ଶିକ୍ଷକ କି ଯେତେ ବଡ଼ ଲୋକ ହୁଅନ୍ତୁ ସମସ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷାମନ୍ତ୍ରୀ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ହେବ କାର୍ଯ୍ୟାନୁଷ୍ଠାନ । ଏ ଘଟଣାରେ ସାମିଲ ଥିବା ଲୋକଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଆଜି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ପ୍ରଶ୍ନପତ୍ର ଲିକ୍ ଘଟଣାରେ…

ଆୟକର ଫାଙ୍କିବା ପଡ଼ିଲା ମହଙ୍ଗା; ବସ୍‌କୁ ୧୦ ଲକ୍ଷ ଟଙ୍କା ଫାଇନ୍ ଲଗାଇଲା କଟକ ଆରଟିଓ

ମହଙ୍ଗା ପଡ଼ିଲା ନିୟମ ଉଲ୍ଲଙ୍ଘନ । ଆୟକର ଫାଙ୍କିବା ଜଣେ ବସ୍ ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କଟକ ଶିବଶଙ୍କର ନାମକ ଏକ ଘରୋଇ ବସ୍‌ ମାଲିକଙ୍କ ଉପରେ ୯ ଲକ୍ଷ ୯୨ ହଜାର ଟଙ୍କାର ଜରିମାନା କଲେ…

ପାକିସ୍ତାନ ସହ ଅଏଲ ପାର୍ଟନରସିପ୍ ଡିଲ୍ ଘୋଷଣା କଲେ ଟ୍ରମ୍ପ; ଭାରତୀୟ ଅର୍ଥନୀତିକୁ ‘ଡେଡ’ କହିଲେ

ଏତେ ବଡ ଦେଶ ତେଲ ବିକ୍ରୟ କରିବା କଥା କହିବା ଅତ୍ୟନ୍ତ ହାସ୍ୟାସ୍ପଦ । ତେଲକୁ କେନ୍ଦ୍ର କରି କୌଣସି ଦେଶ ସହ ଶତ୍ରୁତା କରିବାର ମାନେ ହେଉଛି ନିଜ ଅର୍ଥନୀତିକୁ କ୍ଷତି ପହଞ୍ଚାଇବ। । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍…

ଅଗଷ୍ଟ ୨ ତାରିଖରେ ଚାଷୀଙ୍କ ଆକାଉଣ୍ଟକୁ ଆସିବ ପିଏମ୍‌ କିଷାନ ଟଙ୍କା

ଅଗଷ୍ଟ ୨ରେ ଚାଷୀଙ୍କୁ ମିଳିବ ପିଏମ୍ କିଷାନର ୨୦ ତମ କିସ୍ତି ଟଙ୍କା । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ମୋଦି । ଡିବିଟି ଜରିଆରେ ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ଆସିବ ୨ ହଜାର ଟଙ୍କା । ପ୍ରଧାନମନ୍ତ୍ରୀ…

ଅଗଷ୍ଟ ୨୯ରେ ହେବ ଅନୁସୂଚିତ ଜାତି ଜନଜାତି ସଂସଦୀୟ ସମ୍ମିଳନୀ

ପ୍ରଥମଥର ପାଇଁ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଅଗଷ୍ଟ ୨୯ ଓ ୩୦ରେ ଅନୁସୂଚିତ ଜାତି/ଜନଜାତି ସଂସଦୀୟ କମିଟି ସମ୍ମିଳନୀ । ଏହି ସମ୍ମିଳନୀରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ…

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ୨୫ ଲକ୍ଷ ଟଙ୍କା ଠକିବା ମାମଲା: ଅଭିଯୁକ୍ତ ଗିରଫ

ଜମି କିଣାକୁ ନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ଠକିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି । ୨୫ ଲକ୍ଷ ଟଙ୍କାର ଜମି ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସେନାପତି ଧରାପଡ଼ିଥିବା ନେଇ ସୂଚନା ଦେଇଛନ୍ତି…

ପୂର୍ତ୍ତ ବିଭାଗ କାମରେ ଲାଗିବ AI: ପୃଥ୍ବୀରାଜ ହରିଚନ୍ଦନ

ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍‌ ବ୍ୟବହାର ହେବ । ଏ ନେଇ ଆଜି ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଟେଣ୍ଡର୍ ମ୍ୟାନେଜମେଣ୍ଟ ପ୍ରକ୍ରିୟା ସମ୍ପୂର୍ଣ୍ଣ AI ଆଧାରିତ ହେବ । ଟେଣ୍ଡର୍…

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ବସିବ ବୈଠକ। କାଲି ଅପରାହ୍ନ ୩ ଟା ୩୦ରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ…