Category: ତାଜା ଖବର

ମମତା ମହାନ୍ତ ବିଜେପିରେ ଯୋଗଦେବା ପରେ ଜୋର ଧରିଲା ରାଜନୀତି

ବିଜେପି ନେତା ଅରବିନ୍ଦ ଢାଲି ବିଜେଡି ଉପରେ କରିଥିବା ମନ୍ତବ୍ୟ ପରେ ଜୋର ସରଗରମ ହୋଇଛି ରାଜନୀତି । ମମତା ମହାନ୍ତଙ୍କ ଇସ୍ତଫା ପରେ ବିଜେପି ନେତା ଅରବିନ୍ଦ ଢାଲି କହିଛନ୍ତି ବିଜେଡି ବସା ଖାଲି ହୋଇଯିବ। ୨୫ ବର୍ଷରେ ବିଜେଡି…

ନିଟ୍ ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ମନ୍ତବ୍ୟ

ଆଜି ନିଟ୍ ପୁନଃ ପରୀକ୍ଷା ନେଇ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ନିଟ୍ ପୁନଃ-ପରୀକ୍ଷା ପାଇଁ ଦିଆଯାଇଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଅନ୍ୟପକ୍ଷରେ ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହିତ ପେପର ଲିକକୁ ରୋକିବା ପାଇଁ…

ଭବିଷ୍ୟତରେ ବିଜେଡି ଖଣ୍ଡବିଖଣ୍ଡିତ ହେଇଯିବ: ଅରବିନ୍ଦ ଢାଲି

ବିଜେଡି ରାଜ୍ୟସଭା ସାଂସଦ ମମତା ମହନ୍ତ ପଦ ସହ ଦଳରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେବା ପରେ, ଏବେ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ନେତା ଜୟଦେବ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଅରବିନ୍ଦ ଢାଲି। ସେ କହିଛନ୍ତି ଯେ,…

ଗନ୍ଧମାର୍ଦ୍ଧନ ପାହାଡ଼ ରହିଛି ୯୧୨ ପ୍ରକାରର ବନୌଷଧି ଗଛ

ଆଜି ଲୋକସଭାରେ ପ୍ରସିଦ୍ଧ ଗନ୍ଧମାର୍ଦ୍ଧନ ପାହାଡ଼ ପ୍ରସଙ୍ଗ ଉଠାଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ପାଇକମାଳର ଏହି ପାହଡ ଉପରେ ସର୍ଭେ କରିବାକୁ ଦାବି ସହ ସେ କହିଛନ୍ତି ପାହାଡ଼ରେ ଅନେକ ପ୍ରକାରର ଔଷଧୀୟ ବୃକ୍ଷ ଅଛି । ଔଷଧୀୟ…

ଛାତ୍ରଛାତ୍ରୀ ସ୍କୁଲକୁ ଗାଡ଼ି ଆଣିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି। ଦୁର୍ଘଟଣାଜନିତ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢୁଛି। ଏସବୁ ମଧ୍ୟରେ ନାବାଳକ ଗାଡିଚାଳକ ଓ ଛାତ୍ରଛାତ୍ରୀ ସ୍କୁଲକୁ ଗାଡି ନେଇ ଆସିବା ବିପଦପୂର୍ଣ୍ଣ । ଆଇନଶୃଙ୍ଖଳା ପରିସ୍ଥିତି ରୋକିବାକୁ ରାଜ୍ୟ ପରିବହନ ବିଭାଗ ମଧ୍ୟ…

ପୁନଃ ନିଟ ପରୀକ୍ଷା ହେବନି: ସୁପ୍ରିମକୋର୍ଟ

ନିଟ୍‌ ପେପର ଲିକ୍‌ ମାମଲାରେ ସୁପ୍ରିମକୋର୍ଟ ଶୁଣାଣି କରି ରାୟ ପ୍ରକାଶ କରିଛନ୍ତି । ବଡ଼ଧରଣର ପେପର ଲିକ୍‌ ହୋଇନଥିବା ସୁପ୍ରିମକୋର୍ଟ କହିଲେ। କେବଳ ପାଟନା ଓ ହଜାରୀବାଗରେ ପେପର ଲିକ୍‌ ହୋଇଥିଲା। ସେଥିପାଇଁ ପୁନର୍ବାର ପରୀକ୍ଷା ଆବେଦନକୁ ମଧ୍ୟ ଖାରଜ…

ଆରପାରିରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ର

ଆରପାରିରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ ମହାପାତ୍ର (୬୯) । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି । କିଛିଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପରେ ଭୁବନେଶ୍ୱରର ଏକ ଘରୋଇ…

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ଉ କରୁଛି । ଭିଜିଲାନ୍ସର ୯ ଜଣିଆ ଟିମ ବାଲେଶ୍ୱରର ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ ଜାରି…

ଭିଜିଲାନ୍ସ ପଞ୍ଝାରେ ଗୋଲାମୁଣ୍ଡା ବ୍ଲକ ବିଡିଓ

ସରକାରୀ ଅଧିକାରୀ ଲାଞ୍ଚ ନେଇ ଧରାପଡ଼ିବା ନିତିଦିନିଆ ଘଟଣା ହୋଇଗଲାଣି। କାଲି ଜଟଣୀ ବ୍ଲକ ସହାକାରୀ ଯନ୍ତ୍ରୀ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଥିବା ବେଳେ ଆଜି ଭିଜିଲାନ୍ସ ପଞ୍ଝାରେ ପଡିଛନ୍ତି ଗୋଲାମୁଣ୍ଡା ବ୍ଲକ ବିଡିଓ ଅକ୍ଷାମିତା କାର୍ତ୍ତିକ। ଭବାନୀପାଟଣାରୁ…

ବିଜେଡିର ଆରୋପ; ବିଜେପି ପ୍ରଲୋଭନରେ ଦଳ ଛାଡ଼ିଛନ୍ତି ମମତା

ନିଜର ବ୍ୟକ୍ତିଗତ ସ୍ୱାର୍ଥ ହାସଲ ଲକ୍ଷ୍ୟରେ ଚଞ୍ଚକତା କରି ବିଜେଡ଼ି ତଥା ରାଜ୍ୟସଭାର ସଦସ୍ୟ ପଦରୁ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି ବୋଲି ଆଜି ଶଙ୍ଖ ଭବନ ଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପୂର୍ବତନ ମନ୍ତ୍ରୀ, ପୂର୍ବତନ ରାଜ୍ୟସଭା ସାଂସଦ…