Category: ତାଜା ଖବର

ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଉପରାଷ୍ଟ୍ରପତି କମଲା ହାରିସ୍

ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଡେମୋକ୍ରାଟିକ୍ ପାର୍ଟି ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି କମଲା ହାରିସ୍ । ଏନେଇ ନିଜେ ସୋସିଆଲ ମଡିଆରେ ସୂଚନା ଦେଇଛନ୍ତି ଉପରାଷ୍ଟ୍ରପତି କମଲା ହାରିସ୍ । ପ୍ରଥମ କୃଷ୍ଣକାୟ…

ମହା ସମାରୋହରେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪

ଗତକାଲି ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ । ଜୁଲାଇ ୨୬ରୁ ଆରମ୍ଭ ହୋଇଥିବା ପ୍ୟାରିସ ଅଲିମ୍ପିକ୍ସ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଯୋଗୀଙ୍କ ପାଇଁ ଅପେକ୍ଷା କରିଛି ୩୨୯ ସ୍ବର୍ଣ୍ଣ ପଦକ । ଏଥର ଷ୍ଟାଡିୟମରେ…

ଅଗ୍ନିବୀରଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମିଳିବ ୧୦% ସଂରକ୍ଷଣ

ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର। ବିଏସଏଫ, ସିଆଇଏସଏଫ ଏବଂ ଆରପିଏଫରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ନେଇ ଘୋଷଣା କରାଯାଇଛି। ଏହାସହିତ କନଷ୍ଟେବଳ ପାଇଁ ମଧ୍ୟ କୋହଳ ସୁବିଧା ମିଳିବ। ବୟସ ଓ ଶାରୀରିକ ପରୀକ୍ଷାରେ ମଧ୍ୟ…

କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି: ସମୀର ମହାନ୍ତି

ବଜେଟ ୨୦୨୪-୨୫ ପ୍ରସଙ୍ଗରେ ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ଯେ, ବିଶେଷକରି କେନ୍ଦ୍ର ଓ ରାଜ୍ୟ ବଜେଟ୍ ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତି ଦେଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ…

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ପାଇଁ ୭୦ କୋଟି ଟଙ୍କା ଆବଣ୍ଟନ: ରେଳମନ୍ତ୍ରୀ

ରାୟଗଡ଼ା ରେଳ ମଣ୍ଡଳ ପ୍ରତିଷ୍ଠା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହୋଇଥିବାବେଳେ ଏଥିପାଇଁ ୭୦ କୋଟି ଟଙ୍କା ଆବଣ୍ଟନ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସାଂସଦ ବଳଭଦ୍ର ମାଝୀଙ୍କ ସହ ଆଲୋଚନା ପରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏହି ପ୍ରକଳ୍ପ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ଆକସ୍ମିକ ବନ୍ୟା ପାଇଁ ସତର୍କ ସୂଚନା

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆସନ୍ତା ଦୁଇ ଦିନ ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ…

ଦରଦାମ ବୃଦ୍ଧି ପ୍ରସଙ୍ଗରେ ନବୀନ ବାବୁଙ୍କ ବକ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ: ଦିଲୀପ ମହାନ୍ତି

ଦରଦାମ ବୃଦ୍ଧି ପ୍ରସଙ୍ଗରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ବକ୍ତବ୍ୟ ଦେବା ଆଦୌ ଶୋଭାପାଉ ନାହିଁ ଏବଂ ସମାନ ପ୍ରସଙ୍ଗରେ ବିଜେଡିର ପ୍ରତିକ୍ରିୟା ଅତ୍ୟନ୍ତ ହାତ୍ସ୍ୟାସ୍ପଦ ବୋଲି ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତି କହିଛନ୍ତି ।…

ସୁଭଦ୍ରା ଯୋଜନା ପାଇଁ କୌଣସି ବିଜ୍ଞପ୍ତି କିମ୍ବା ୱେବସାଇଟ୍‌ ଖୋଲିନି: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନା ନେଇ ଗଣମାଧ୍ୟମକୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା । ସେ କହିଛନ୍ତି ସେପ୍ଟେମ୍ବର ୧୭ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଏହା ଲାଗୁ ହେବ । କିନ୍ତୁ ସୁଭଦ୍ରା ଯୋଜନା ପାଇଁ ସରକାର…

ବଜେଟ ରାଜ୍ୟ ଅର୍ଥନୀତିକୁ ଦୁଇପାଦ ପଛକୁ ନେବ: ବିଜେଡି

ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଉପସ୍ଥାପିତ ହୋଇଥିବା ବଜେଟ ଏକ ଦୂରଦୃଷ୍ଟି ବିହୀନ, ମହିଳା, ଚାଷୀ, ଯୁବ ବିରୋଧୀ ବଜେଟ। ଏ ବଜେଟ ସଂପୂର୍ଣ ବିଶାହୀନ । କେବଳ ନବୀନ ସରକାର ସମସ୍ତ ଯୋଜନାକୁ ନାଁ ପରିବର୍ତ୍ତନ କରାଯାଇଥିବା…

କାରଗିଲ ବିଜୟ ଦିବସ ପାଳନ; ରାଷ୍ଟ୍ର ସର୍ବୋପରୀ’ ବୋଲି କାରଗିଲ ଯୁଦ୍ଧ ଆମ ସମସ୍ତଙ୍କୁ ଶିକ୍ଷା ଦେଇଛି: ସମୀର ମହାନ୍ତି

ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ । କାରଗିଲ ଯୁଦ୍ଧ ବିଜୟ ଭାରତୀୟ ଇତିହାସର ଏକ ଅବିସ୍ମରଣୀୟ ଦିନ । ୬୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଭାରତୀୟ ସୈନ୍ୟମାନେ ନିଜର ପରାକାଷ୍ଠା…