ତାଜା ଖବର ରାଜ୍ୟ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା; ଅନୁମତିପତ୍ର ଦେବା ବାଧ୍ୟତାମୂଳକ September 9, 2025 Papirani ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।…
ତାଜା ଖବର ଦେଶ ରାଜନୀତି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ September 9, 2025 Papirani ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ । ଅପରାହ୍ଣ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ । ଗୋପନ ବାଲଟ୍ରେ ଭୋଟ୍ ଦେଉଛନ୍ତି ସାଂସଦ । ସଂସଦ ଭବନରେ ଭୋଟ୍ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସନ୍ଧ୍ୟା ୬ଟାରେ ଭୋଟ୍…
ତାଜା ଖବର ଦେଶ ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର September 9, 2025 Papirani ସୋସିଆଲ୍ ମିଡିଆ ଉପରୁ ପ୍ରତିବନ୍ଧକ ହଟାଇଲେ ନେପାଳ ସରକାର। ବିକ୍ଷୋଭକାରୀଙ୍କ ମୃତ୍ୟୁ ଓ ତୀବ୍ର ଉତ୍ତେଜନା ସୋସିଆଲ୍ ମିଡିଆ ଉପରୁ ହଟିଲା ପ୍ରତିବନ୍ଧକ । ଜେନ ଜେଡ ଯୁବକଙ୍କ ନେତୃତ୍ୱରେ ପ୍ରତିବାଦ ହିଂସାତ୍ମକ ହେବା ଫଳରେ ପୋଲିସ ସହିତ ସଂଘର୍ଷ ଏବଂ…
ତାଜା ଖବର ରାଜ୍ୟ ଭିତରକନିକାରେ ନିଖୋଜ ମା ପୁଅ ଉଦ୍ଧାର September 8, 2025 Papirani ଭିତରକନିକା ଜଙ୍ଗଲରୁ ନିଖୋଜର ୫ ଦିନ ପରେ ମା’ ପୁଅ ଜୀବିତ ଉଦ୍ଧାର । କଙ୍କଡ଼ା ଆଣିବାକୁ ଯାଇ ୩ ତାରିଖରୁ ନିଖୋଜ ହୋଇ ଯାଇଥିଲେ ମା ଓ ପୁଅ । ବନ ବିଭାଗର ୧୦ଟି ଟିମ୍ ଖୋଜାଖୋଜି ପରେ ସେମାନଙ୍କୁ…
ତାଜା ଖବର ରାଜ୍ୟ ଗଣେଶ ଭସାଣିରେ ଦୁଇଟି ଡିଜେ ଟ୍ରକ ଧକ୍କା ଘଟଣା: ଦୁଇ ଡିଜେକୁ ଜବତ୍ କରାଯିବା ସହ ଗୃହକୁ ସିଲ୍ କଲା ପୋଲିସ September 8, 2025 Papirani ଗଲା ଦୁଇ ଦିନ ତଳେ ବ୍ରହ୍ମପୁର ଉପକଣ୍ଠ ନିମଖଣ୍ଡି ଥାନା ଫୁଲଟା ଗ୍ରାମରେ ଗଣେଷ ପୁଜା ବିସର୍ଜନ ବେଳେ ଦୁଇ ଗୋଷ୍ଠୀର ଡିଜେ ଘମାଘୋଟ ଲଢେଇ ଦେଖିବାକୁ ମିଳିଛି । ପରସ୍ପର ନିଜକୁ ଶକ୍ତିଶାଳୀ ଦେଖେଇ ହେବାକୁ ଦୁଇ ଡିଜେ ଗାଡ଼ି…
ତାଜା ଖବର ରାଜନୀତି ରାଜ୍ୟ ସୋସିଆଲ୍ ମିଡିଆରେ ଶ୍ରୀମୟୀଙ୍କ ଧୃତରାଷ୍ଟ୍ର ଉଦାହରଣ ନିଶାନା ! September 8, 2025 Papirani ସୋସିଆଲ୍ ମିଡିଆରେ ‘ଧୃତରାଷ୍ଟ୍ର’ଙ୍କ ଉଦାହରଣ ଦେଇ ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ର। କାହା ନାଁ ନ ନେଇ ପରୋକ୍ଷରେ କଡ଼ା ଆକ୍ଷେପ କଲେ ଶ୍ରୀମୟୀ ମିଶ୍ର। ଶ୍ରୀମୟୀ କାହାକୁ ରାଜନୀତିରେ ‘ଧୃତରାଷ୍ଟ୍ର’ ଆଖ୍ୟା ଦେଇଛନ୍ତି ତାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର…
ତାଜା ଖବର ରାଜ୍ୟ ଉପରାଷ୍ଟ୍ରପତି ନିର୍ବାଚନରୁ ବିରତ ରହିବ ବିଜେଡି September 8, 2025 Papirani ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ । ଏହା ପୂର୍ବରୁ ବିଜେଡି କାହାକୁ ସମର୍ଥନ ଦେବ ତାହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏହାକୁ ନେଇ ପୁନଚ୍ଛେଦ। ଭୋଟିଂ ବେଳେ ଅନୁପସ୍ଥିତ ରହିବ ବିଜୁ ଜନତା ଦଳ। ଏ ନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ…
ତାଜା ଖବର ରାଜ୍ୟ ଉତ୍କଳ ବିଶ୍ବବିଦ୍ୟାଳୟର ହଷ୍ଟେଲରୁ ବାହାରିବେ ଅଣଛାତ୍ର September 8, 2025 Papirani ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ। ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରୁ ବାହାରିବେ ଅଣଛାତ୍ର। ଉତ୍କଳ ବିଶ୍ବବିଦ୍ୟାଳୟର ୪ ହଷ୍ଟେଲରୁ ଅଣଛାତ୍ର ବିଦା ହେବେ । ଏନେଇ କମିସନରେଟ୍ ପୋଲିସ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ବିଶ୍ବବିଦ୍ୟାଳୟର ୧,୨,୩ ଓ ୫…
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ September 8, 2025 Papirani ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।ଚେନ୍ନାଇର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନୂଆପଡ଼ାର ୪ ଥରର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ସୂଚନାଯୋଗ୍ୟ, ନୂଆପଡ଼ାରୁ…
ତାଜା ଖବର ରାଜନୀତି ରାଜ୍ୟ ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ September 8, 2025 Papirani ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ । ଏହି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ରହିଛନ୍ତି । ଏହା ସହ ବୈଠକରେ ବିଜେପି…