ତାଜା ଖବର ରାଜ୍ୟ ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ଅନୁକମ୍ପାମୂଳକ ସହାୟତା; ଘୋଷଣା କଲେ ମୁଖ୍ୟମନ୍ତ୍ରୀ July 17, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ…
ତାଜା ଖବର ରାଜ୍ୟ ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ଘଟଣା: ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ July 17, 2025 Papirani ସମ୍ବଲପୁର ଗଙ୍ଗାଧର ମେହର ବିଶ୍ଵବିଦ୍ୟାଳୟରେ ଛାତ୍ରୀ ନିର୍ଯାତନା ମାମଲାରେ ଗିରଫ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ । ଏଜୁକେସନ୍ ବିଭାଗ ଆସିଷ୍ଟାଣ୍ଟ ପ୍ରଫେସର ଗୋପିକାନ୍ତ ସୁନା ନିଲମ୍ବିତ । ଭାରାପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ସହକାରୀ ଅଧ୍ୟାପକ ଗୋପିକାନ୍ତ ସୁନାଙ୍କୁ…
ତାଜା ଖବର ରାଜ୍ୟ ଭୁବନେଶ୍ୱରରେ ଆରମ୍ଭ ହେଲା ଜାତୀୟ ସୁଶାସନ ସମ୍ମିଳନୀ July 17, 2025 Papirani ଭୁବନେଶ୍ୱରରେ ଆରମ୍ଭ ହେଲା ୨ ଦିନିଆ ଜାତୀୟ ସୁଶାସନ ସମ୍ମିଳନୀ। ଲୋକସେବା ଭବନରେ ସମ୍ମିଳନୀକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହିତ ଉପସ୍ଥିତ ଅଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ । ଏହି ସମ୍ମିଳନୀ ସାରା ଦେଶରୁ ୪…
ତାଜା ଖବର ରାଜ୍ୟ କଟକ SCBରେ ଆହତ ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ଭେଟିଲା କ୍ରାଇମବ୍ରାଞ୍ଚ ଟିମ୍ July 17, 2025 Papirani ବାଲେଶ୍ବର ଏଫ୍ଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ । ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଯାଇ ଆହତ ହୋଇଥିବା ଜ୍ୟୋତି ପ୍ରକାଶ ବିଶ୍ବାଳକୁ ଭେଟିଲା କ୍ରାଇମବ୍ରାଞ୍ଚ ଟିମ୍। କଟକ SCBରେ ଆହତ…
ତାଜା ଖବର ରାଜ୍ୟ ଜ୍ୟୋତି ପ୍ରକାଶ ଏବେ ଅଲୋଡ଼ା; ସରକାର କୌଣସି ସହାୟତା କରିନଥିବା ବାପାଙ୍କ ଅଭିଯୋଗ July 17, 2025 Papirani ବାଲେଶ୍ବରରେ ଛାତ୍ରୀ ଆତ୍ମାହୁତି ଘଟଣାକୁ ନେଇ ରାଜ୍ୟରେ ରାଜନୀତି ସରଗରମ ଥିବା ବେଳେ ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିବା ଜ୍ୟୋତି ପ୍ରକାଶ ବିଶ୍ବାଳକୁ ସମସ୍ତେ ଭୁଲିଯାଇଛନ୍ତି। ଘଟଣା ଦିନ ଛାତ୍ରୀ ଜଣକ ଆତ୍ମାହୁତି ଦେବା ବେଳେ ଜଳୁଥିବା କାରଣରୁ ଅନେକ…
ତାଜା ଖବର ରାଜ୍ୟ ସମ୍ୱଲପୁରରେ ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ July 17, 2025 Papirani ବାଲେଶ୍ୱର ପରେ ଏବେ ସମ୍ୱଲପୁରରେ ଦେଖିବାକୁ ମିଳିଛି ଛାତ୍ରୀ ନିର୍ଯ୍ଯାତନା ମାମଲା । ସମ୍ବଲପୁର ଜିଏମ ବିଶ୍ବବିଦ୍ୟାଳୟରେ ଛାତ୍ରୀ ନିର୍ଯ୍ଯାତନା ଓ ଅସଦାଚରଣ ମାମଲାରେ ଆସିଷ୍ଟାଣ୍ଟ ପ୍ରଫେସର ଗିରଫ । ଏଜୁକେସନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଗୋପୀକାନ୍ତ ସୁନା ଗିରଫ ।…
ତାଜା ଖବର ରାଜ୍ୟ ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଜାରି ହେଲା ଗାଇଡଲାଇନ୍ July 17, 2025 Papirani ବାଲେଶ୍ବର ଘଟଣା ପରେ ତତ୍ପର ହେଲା ଗଣଶିକ୍ଷା ବିଭାଗ ।ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଜାରି ହେଲା ଗାଇଡଲାଇନ୍ । ସଠିକ ଭାବେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି । କର୍ମସ୍ଥଳୀରେ ମହିଳାଙ୍କ…
ତାଜା ଖବର ରାଜ୍ୟ ଆଜିଠୁ ଦୁଇ ଦିନିଆ ଜାତୀୟ ସୁଶାସନ କର୍ମଶାଳା July 17, 2025 Papirani ଆଜିଠୁ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଜାତୀୟ ସୁଶାସନ କର୍ମଶାଳା। ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ। ଓଡ଼ିଶା ସୁ-ଶାସନର ମଡେଲ ଦେଖିବ ସାରା ଦେଶ। କର୍ମଶାଳାକୁ ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…
ତାଜା ଖବର ରାଜ୍ୟ ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହି ସବୁ ପେଟ୍ରୋଲ ପମ୍ପ July 16, 2025 Papirani ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । କଂଗ୍ରେସର ଓଡ଼ିଶା ବନ୍ଦ ପାଳନକୁ ନଜରରେ ରଖି ନିଷ୍ପତ୍ତି । ଏ ନେଇ ସୂଚନା ଦେଇଛନ୍ତି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ସେ କହିଛନ୍ତି…
ତାଜା ଖବର ରାଜ୍ୟ ୧୭ ଜୁଲାଇ ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ଆହ୍ୱାନ July 16, 2025 Papirani ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱରରେ ଆଠଟି ବିରୋଧୀ ରାଜନୈତିକ ଦଳ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ଓଡ଼ିଶାର ଜନସାଧାରଣ, ସମସ୍ତ ବାମପନ୍ଥୀ ଓ ଗଣତାନ୍ତ୍ରିକ ଦଳ, ଟ୍ରେଡ୍ ୟୁନିୟନ, କୃଷକ ସଂଗଠନ, ମହିଳା, ଯୁବକ, ଛାତ୍ର ଏବଂ ସମାଜର ସମସ୍ତ…