ତାଜା ଖବର ରାଜ୍ୟ ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା; ସନ୍ଧ୍ୟା ପରେ ଆସିବ ବଡ଼ ନିଷ୍ପତ୍ତି: ରାଜସ୍ବ ମନ୍ତ୍ରୀ July 15, 2025 Papirani ବାଲେଶ୍ବର ସ୍ଥିତ ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାକୁ ନେଇ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ । ନେଇ ଘଟଣାରେ ଆଜି ସନ୍ଧ୍ୟା ସୁଦ୍ଧା ନିଆଯିବ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ଏହି ବୈଠକ…
ତାଜା ଖବର ଦେଶ ବିଶ୍ୱ ମହାକାଶରୁ ପୃଥିବୀକୁ ଫେରିଲେ ଶୁଭ୍ରାଂଶୁ ଶୁକ୍ଲା July 15, 2025 Papirani ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ମହାକାଶରୁ ସୁରକ୍ଷିତ ଭାବେ ଫେରି ଆସିଲେ ଶୁଭ୍ରାଂଶୁ । ଇତିହାସ ରଚିଲେ ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା । ୧୮ ଦିନ ଧରି ଆନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସଏସ) ରେ ରହିବା ଏବଂ ଅନେକ…
ତାଜା ଖବର ରାଜ୍ୟ ୫ ବର୍ଷରୁ ଅଧିକ ବୟସ ପିଲାମାନେ ହେବେ ରାସନ କାର୍ଡରେ ସାମିଲ July 15, 2025 Papirani ୩ ମାସରେ ଇ-କେୱାଇସି ନ କଲେ କରାଯିବ ରାସନ କାର୍ଡ । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଏ ପର୍ଯ୍ୟନ୍ତ ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର…
ତାଜା ଖବର ରାଜ୍ୟ ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ ବିଶି July 15, 2025 Nirvay ବିଳମ୍ବିତ ରାତ୍ରିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ୍ସ ରେ ହୋଇଥିବା ଘୋଷଣା ଅନୁସାରେ ବାଲେଶ୍ୱର ଏଫ ଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ AIIMS ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସୌମ୍ୟାଶ୍ରୀ ରାତି…
ତାଜା ଖବର ରାଜ୍ୟ ୨୪ ଘଣ୍ଟା ମଧ୍ୟରେ ସବୁ କଲେଜରେ ତୁରନ୍ତ ଇଣ୍ଟରନାଲ କମିଟି ଗଢିବାକୁ ଉଚ୍ଚଶିକ୍ଷା ବିଭାଗର ଚିଠି July 14, 2025 Papirani ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଆକ୍ସନ ମୁଡ୍ ରେ ରାଜ୍ୟ ସରକାର। ଏହି ଘଟଣା ପରେ ସମସ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟକୁ ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (HELs) ରେ ଆଭ୍ୟନ୍ତରୀଣ କମିଟି (IC) ଗଠନ…
ତାଜା ଖବର ରାଜ୍ୟ ଏମ୍ସର ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କଲେ ରାଷ୍ଟ୍ରପତି July 14, 2025 Papirani ଭୁବନେଶ୍ୱର ସ୍ଥିତ ଅଖିଳ ଭାରତୀୟ ଆର୍ୟୁ ବିଜ୍ଞାନ ସଂସ୍ଥାନର ଦଶମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏହି ଅବସରରେ ଏମ୍ସର ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରିବା ସହ ଡିଗ୍ରୀପ୍ରାପ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି July 14, 2025 Papirani ଭୁବନେଶ୍ୱର ଏମ୍ସରେ ଗୁରୁତର ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ।ଏଫଏମ କଲେଜରେ ଜଳି ଆତ୍ମାହୁତି ହେଇଥିବା ପୀଡ଼ିତା ସୌମ୍ୟାଶ୍ରୀଙ୍କୁ ଏମ୍ସରେ ଭେଟିଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବର୍ଣ୍ଣ ୟୁନିଟ୍କୁ ଯାଇ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୌମ୍ୟାଶ୍ରୀଙ୍କ…
ତାଜା ଖବର ରାଜନୀତି ରାଜ୍ୟ ଛାତ୍ରୀ ଆତ୍ମାହୂତି ଘଟଣା ପଛରେ ଛାତ୍ର କଂଗ୍ରେସର ନେତାମାନେ ଉସ୍କାଇଥିବା ପ୍ରମାଣ ସାମାଜିକ ଗଣମାଧ୍ୟମରେ ରହିଛି : ବିରଂଚି ନାରାୟଣ ତ୍ରିପାଠୀ July 14, 2025 Papirani ବାଲେଶ୍ୱର ଏଫ୍ଏମ୍ କଲେଜରେ ଯେଉଁ ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦାୟକ ଓ ହୃଦୟବିଦାରକ। ଏହି ଘଟଣା ସମସ୍ତ ଓଡ଼ିଶାବାସୀଙ୍କୁ ଦୁଃଖ ଦେଇଛି। ରାଜନୈତିକ ଦଳ ହିସାବରେ ବିଜେପି ପାର୍ଟି ହେଉ କିମ୍ବା ଓଡ଼ିଶା ସରକାର ହେଉ ସମସ୍ତେ ଏହି ଘଟଣାରେ…
ତାଜା ଖବର ରାଜ୍ୟ ଏମ୍ସର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ July 14, 2025 Papirani ଏମ୍ସର ଭୁବନେଶ୍ୱର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୬୪୩ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ସାର୍ଟିଫିକେଟ ପ୍ରଦାନ କରିବେ ରାଷ୍ଟ୍ରପତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସମେତ ଭୁବନେଶ୍ୱର ସାଂସଦ ଓ ଅନ୍ୟ…
ତାଜା ଖବର ରାଜ୍ୟ ବାଲେଶ୍ୱର ଏଫ୍.ଏମ୍. କଲେଜ ନିଲମ୍ବିତ ପ୍ରିନ୍ସିପାଲ ଗିରଫ July 14, 2025 Papirani ଏଫ୍.ଏମ୍. ମହାବିଦ୍ୟାଳୟର ନିଲମ୍ବିତ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଗିରଫ । ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ । ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ୱର ପୋଲିସ ଅଧିକ୍ଷକ ରାଜ ପ୍ରସାଦ। କଲେଜର ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିବା ମାମଲାରେ…