ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ March 17, 2025 Papirani କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ…
ତାଜା ଖବର ରାଜ୍ୟ ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ବାସଭବନରେ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ March 17, 2025 Papirani ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଖାରବେଳ ସ୍ଥିତ ବାସଭବନରେ ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ । ବାସଭବନରେ ପହଞ୍ଚି ତାଙ୍କର ଶେଷ ଦର୍ଶନ କରିବା…
ତାଜା ଖବର ରାଜ୍ୟ ଗାଁରେ ବୁଲୁଛି ମହାବଳ ବାଘ; ଲୋକେ ଆତଙ୍କିତ March 17, 2025 Papirani ବୌଦ୍ଧ ବାରିଙ୍ଗି ଗାଁରେ ମହାବଳ ବାଘ ଆତଙ୍କ । ପୋଖରୀ ଖୋଳିବା ସମୟରେ ମୁଣ୍ଡେଶ୍ବର ଜଙ୍ଗଲ ଭିତରୁ ବାହାରିଲା ମହାବଳ । ବାଘକୁ ଦେଖିବା ପରେ ବାରିଙ୍ଗି ଗ୍ରାମବାସୀ ଭୟଭୀତ ହୋଇଯାଇଛନ୍ତି । ସେମାନେ ବନ ବିଭାଗକୁ ବାଘକୁ ଧରିବା ଏବଂ…
ତାଜା ଖବର ରାଜନୀତି ରାଜ୍ୟ ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ପାଇଁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ March 17, 2025 Papirani ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଇ-ମେଲ କଲେ ନବ ଦାସଙ୍କ ପତ୍ନୀ ମିନତି ଦାସ । ଇ-ମେଲ ଓ ଡାକ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପଠାଇଥିବା ଜଣାପଡିଛି। ଗତ ୧୧ ତାରିଖରେ ସ୍ୱର୍ଗତ ନବ…
ତାଜା ଖବର ରାଜନୀତି ରାଜ୍ୟ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ March 16, 2025 Papirani ଓଡ଼ିଶାର ବିଶିଷ୍ଟ କବି ତଥା ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ରମାକାନ୍ତ ରଥଙ୍କ ଆଜି ପରଲୋକ ଘଟିଛି । ସେ ଦୀର୍ଘଦିନ ହେବ ଅସୁସ୍ଥ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା । ସ୍ୱର୍ଗତଃ ରଥ ୧୯୩୪ ଡିସେମ୍ବର ୧୩ରେ କଟକରେ…
ତାଜା ଖବର ରାଜ୍ୟ ରାଜ୍ୟରେ ଧାନ କିଣା ଡେଡ୍ ଲାଇନ୍ ୩୧ ମାର୍ଚ୍ଚ March 16, 2025 Papirani ରାଜ୍ୟରେ ଧାନ କିଣା ଜାରି ରହିଥିବା ବେଳେ ଏଥିପାଇଁ ଏକ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ ହୋଇଛି। ରାଜ୍ୟରେ ଧାନ କିଣା ଡେଡ୍ ଲାଇନ୍ ମାର୍ଚ୍ଚ ୩୧ ରହିଛି। ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…
ତାଜା ଖବର ରାଜ୍ୟ ଗୁଜରାଟ ମଡେଲ୍ରେ ଓଡ଼ିଶାରେ ଖୋଲିବ ୩୫ ପୋଷଣ କେନ୍ଦ୍ର March 16, 2025 Papirani ଗୁଜରାଟ ମଡେଲ୍ରେ ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର । ଏନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ପାଇଲଟ୍ ପ୍ରୋଜେକ୍ଟରେ ଖୋଲିବ ୩୫ଟି ପୋଷଣ କେନ୍ଦ୍ର । ଏହା ସଫଳ ହେଲେ ପ୍ରତି…
ତାଜା ଖବର ରାଜନୀତି ରାଜ୍ୟ କବି ରମାକାନ୍ତ ରଥଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ March 16, 2025 Papirani ଯଶସ୍ବୀ ସାହିତ୍ୟ ସାଧକ କବି ରମାକାନ୍ତ ରଥଙ୍କ ବିୟୋଗ ରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ବର୍ଗତ ରମାକାନ୍ତ ରଥ ଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ପଟନାୟକ କହିଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ଅମିତ ଶାହଙ୍କ ଗସ୍ତକୁ ନେଇ ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ March 16, 2025 Papirani ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ଆସନ୍ତା ୨୨ ତାରିଖ ସମ୍ବଲପୁରରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିବାବେଳେ ୨୩ ତାରିଖରେ ଭୁବନେଶ୍ୱରରେ…
ତାଜା ଖବର ରାଜ୍ୟ ରାଜ୍ୟରେ ହଠାତ୍ କାହାର କଟାଯିବନି ରାସନକାର୍ଡ: ଖାଦ୍ୟ ଯୋଗାଣ ମନ୍ତ୍ରୀ March 16, 2025 Papirani ରାଜ୍ୟରେ ହଠାତ୍ କାହାର ରାସନକାର୍ଡ କଟାଯିବନି । ଏ ନେଇ ଆଜି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ରାଜ୍ୟରେ ହଠାତ୍ କାହାର ରାସନକାର୍ଡ କଟାଯିବନି । ୩୦ ଲକ୍ଷ ୭୩୪ ଲୋକ e-KYCକରିନାହାନ୍ତି…