Category: ଦେଶ

Pariksha Pe Charcha: ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ୯ମ ସଂସ୍କରଣ; ନିଜ ଶୈଳୀରେ ପାଠ ପଢ଼ିବାକୁ ପରାମର୍ଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ପେ ଚର୍ଚ୍ଚାର ୯ମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କୁ ପାଠପଢା ଓ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ପାଇଁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରତ୍ୟେକ ପିଲାଙ୍କର ଖାଦ୍ୟ ଯେମିତି ଅଲଗା, ପାଠପଢା ଶୈଳୀ ମଧ୍ୟ…

Gold, Silver Prices Down: ପୁଣି ଖସିଲା ସୁନା, ରୁପା ଦର

ପୁଣି ଖସିଲା ସୁନା, ରୁପା ଦର । ଗତକାଲି ବଢ଼ିଥିବା ବେଳେ ଆଜି ପୁଣି ସୁନା, ରୁପା ଦର କମିଛି । ୨୪ କ୍ୟାରେଟ୍ ସୁନା ଦର ୫ ହଜାର ୨୦ ଟଙ୍କା ହ୍ରାସ ପାଇଛି । ୧୦ ଗ୍ରାମ୍ ପିଛା…

Chennai Central Express Derails: ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ; କୌଣସି ଯାତ୍ରୀ ମୃତାହତ ହୋଇନଥିବା ସୂଚନା

ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଟ୍ରେନ୍ । ଯାଜପୁର ଜଖପୁରା ଷ୍ଟେସନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଟ୍ରାକ୍‌ରୁ ୩ଟି ବଗି ଖସି ପଡ଼ିଛି । ତେବେ ଉଦ୍ଧାର ପାଇଁ ଭଦ୍ରକରୁ ଗୋଟିଏ ଟିମ୍…

Presidents Rule Withdrawn: ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ; ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ୟୁମନାମ ଖେମଚାନ୍ଦ ସିଂ

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟର ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁମନମ ଖେମଚନ୍ଦ ସିଂ ହେଲେ ନୂଆ ମୁଖ୍ୟମନ୍ତ୍ରୀ । କାଲି ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିଲେ ୟୁମନମ ।…

Parliament Faceoff: ସଂସଦ ଭବନ ବାହାରେ ମୁହାଁମୁହିଁ ହେଲେ ରାହୁଲ ଗାନ୍ଧି ଓ ରବନୀତ ସିଂ ବିଟ୍ଟୁ

ସଂସଦ ଭବନ ପରିସରରେ ପ୍ରଦର୍ଶନ ସମୟରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ କେନ୍ଦ୍ର ମନ୍ତ୍ରୀ ରବନୀତ ସିଂ ବିଟ୍ଟୁଙ୍କ ମଧ୍ୟରେ ଯୁକ୍ତିତର୍କ ସ୍ଥିତି ଦେଖିବାକୁ ମିଳିଛି। ବିରୋଧୀଙ୍କ ବିରୋଧ ଯୋଗୁଁ ବୁଧବାର ଲୋକସଭା ମୁଲତବୀ ହେବା ପରେ,…

DRDO Successfully Tests SFDR: ଚାନ୍ଦିପୁରରୁ SFDR ଟେକ୍ନୋଲୋଜିର ସଫଳ ପରୀକ୍ଷଣ କଲା ଡିଆରଡିଓ

ଓଡ଼ିଶା ଉପକୂଳର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜରୁ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (ଡିଆରଡିଓ) ସଲିଡ୍ ଫୁଏଲ୍ ଡକ୍ଟେଡ୍ ରାମଜେଟ୍ (SFDR) ପ୍ରଯୁକ୍ତିବିଦ୍ୟା ସଫଳ ପରୀକ୍ଷଣ କରିଛି । ଏହି ସଫଳ ପରୀକ୍ଷଣ ସହିତ, ଭାରତ ଏହି ଉନ୍ନତ ପ୍ରଯୁକ୍ତିବିଦ୍ୟା…

Manipur New CM: ୟୁମନାମ ଖେମଚନ୍ଦ ସିଂ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ

ଘୋଷଣା ହେଲା ମଣିପୁରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ। ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କ୍ୟାବିନେଟ୍ ମନ୍ତ୍ରୀ ୟୁମନାମ ଖେମଚାନ୍ଦ ସିଂ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଫେବ୍ରୁଆରୀ ୧୨ରେ ରାଷ୍ଟ୍ରପତି ଶାସନକୁ…

Parliament Budget Session 2026: ଲୋକସଭାରେ ପ୍ରବଳ ହଟ୍ଟଗୋଳ: ୮ ସାଂସଦ ନିଲମ୍ବିତ

ଲୋକସଭାରେ ମଙ୍ଗଳବାର ମଧ୍ୟ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ବେଳେ ହଙ୍ଗାମା ହୋଇଥିଲା । ବିରୋଧୀ ସଦସ୍ୟମାନେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ପେପର ଫିଙ୍ଗିଛନ୍ତି । ଏହାକୁ ନେଇ ସଂସଦରେ ବିରୋଧୀ ପକ୍ଷର…

Grammy Awards: ତିବ୍ଦତାୟ ବୌଦ୍ଧ ଧର୍ମଗୁରୁ ଗୁରୁ ଦଲାଇ ଲାମାଙ୍କୁ ମିଳିଲା ‘ଗ୍ରାମୀ ଆୱାର୍ଡ’

ତିବ୍ଦତାୟ ବୌଦ୍ଧ ଧର୍ମଗୁରୁ ଗୁରୁ ଦଲାଇ ଲାମାଙ୍କୁ ଗ୍ରାମୀ ପୁରସ୍କାର ମିଳିଛି । ୯୦ ବର୍ଷ ବୟସରେ ସେ ନିଜର ପ୍ରଥମ ଗ୍ରାମୀ ଆୱାର୍ଡରେ ସମ୍ମାନୀତ ହୋଇଛନ୍ତି। ଧର୍ମଗୁରୁ ଦଲାଇ ଲାମାଙ୍କ ଆମେରିକା ଲସ୍ ଆଞ୍ଜେଲ୍ସରେ ଆୟୋଜିତ ୬୮ତମ ଗ୍ରାମୀ ପୁରସ୍କାର…

T20 World Cup 2026: ଟି-୨୦ ବିଶ୍ୱକପ୍‌ରେ ଭାରତ ବିରୋଧରେ ମ୍ୟାଚ୍‌ ଖେଳିବନି ପାକିସ୍ତାନ

ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଘୋଷଣା କରିଛି ଯେ ସେମାନେ ଭାରତରେ ଆୟୋଜିତ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍ ଖେଳିବେ ନାହିଁ । ଏହି ନିଷ୍ପତ୍ତି ଆଇସିସି ବାଂଲାଦେଶକୁ ଟୁର୍ଣ୍ଣାମେଣ୍ଟରୁ ବାଦ୍ ଦେବା ପରେ ଆସିଛି,…