ତାଜା ଖବର ଦେଶ ଜୟ ଶାହ ଆଇସିସି ଅଧ୍ୟକ୍ଷ ନିର୍ବାଚିତ August 27, 2024 Nirvay ଭାରତୀୟ କ୍ରିକେଟ୍ ବୋର୍ଡ (ବିସିସିଆଇ) ସଚିବ ଜୟ ଶାହ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ର ନୂତନ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ଜୟ ଶାହଙ୍କ ବ୍ୟତୀତ ଆଉ କେହି ନାମାଙ୍କନ ଦାଖଲ କରି ନଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ଅଧ୍ୟକ୍ଷ ଭାବେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ August 27, 2024 Papirani ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହେବା ପରେ ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ। ସୂଚନା ମୁତାବକ; ନିକଟରେ ମମତା ମହାନ୍ତ ବିଜେଡି…
ତାଜା ଖବର ଦେଶ ରାଜନୀତି ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା: ମମତା ସରକାର ବିରୋଧରରେ ବିକ୍ଷୋଭ ପ୍ରଦର୍ଶନ କଲେ ଛାତ୍ରଛାତ୍ରୀ August 27, 2024 Papirani ଆରଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ତାତିଲେ ଛାତ୍ର ସଂଗଠନ । ପଶ୍ଚିମବଙ୍ଗରେ ଟିଏମସି ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ୩୦ ହଜାରରୁ ଅଧିକ ଆନ୍ଦୋଳନକାରୀ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଫିସ୍…
ତାଜା ଖବର ଦେଶ ବିଜେପିରେ ମିଶିବେ ଚମ୍ପାଇ ସୋରେନ August 27, 2024 Nirvay ବିଜେପିରେ ଯୋଗଦେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ଚମ୍ପାଇ ସୋରେନ । ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୂଚନା ଦେଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ପୋଷ୍ଟ…
ତାଜା ଖବର ଦେଶ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ଘଟଣା; ଭିଡିଓ ଦେଖାଇ ପ୍ରଶ୍ନ କଲା ବିଜେପି August 26, 2024 Nirvay କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ଭିଡିଓ ଦେଖାଇ ପ୍ରଶ୍ନ ପଚାରିଛି ବିଜେପି। ବିଜେପି ଆଇଟି ବିଭାଗ କୋ-ଇନ୍ଚାର୍ଜ ଅମିତ ମାଲବ୍ୟଙ୍କ ଭିଡିଓ ଟ୍ୱିଟ ସାମ୍ନାକୁ ଆସିଛି। ମୃତଦେହ ମିଳିଥିବା ସେମିନାର ହଲ୍ରେ ଭିଡକୁ ଦେଖି ପ୍ରଶ୍ନ କଲେ…
ଦେଶ ପୋଲିସ ନିକଟରେ ଆତ୍ମସମର୍ପଣ କଲେ ୨୫ ମାଓବାଦୀ August 26, 2024 Papirani ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଛତିଶଗଡ଼ ବିଜାପୁରରେ ୨୫ ଜଣ ମାଓବାଦୀ । ଏମାନେ ବଡ଼ବଡ଼ ନକ୍ସଲ ହିଂସାରେ ଜଡିତ ଥିଲେ। ଆଜି ବିଜାପୁର ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ବସ୍ତର ରେଞ୍ଜର ଉଚ୍ଚାପଦଧିକାରୀଙ୍କ ଉପସ୍ଥିତିରେ ଏହି ୨୫ ଜଣ ମାଓବାଦୀ ଆତ୍ମସମର୍ପଣ…
ତାଜା ଖବର ଦେଶ ଲଦାଖରେ ୫ଟି ନୂଆ ଜିଲ୍ଲା ଗଠନ August 26, 2024 Nirvay କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ୫ଟି ନୂଆ ଜିଲ୍ଲା ଗଠନ କରିଛି । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ନୂତନ ଜିଲାଗୁଡ଼ିକ ମଧ୍ୟରେ ଜନସ୍କାର, ଦ୍ରାସ୍, ଶାମ୍, ନୁବ୍ରା ଏବଂ ଚାଙ୍ଗ୍ଥାଙ୍ଗ…
ତାଜା ଖବର ଦେଶ ସନ୍ଦୀପଙ୍କ ନିକଟତମଙ୍କୁ ସିବିଆଇର ଜେରା August 26, 2024 Nirvay କୋଲକତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତି ମାମଲାରେ ସିବିଆଇ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଘରେ ଚଢ଼ଉ କରିଥିଲା। ଆଜି ଏହି ଘଟଣାରେ ସନ୍ଦୀପଙ୍କ ନିକଟତମ ୨ ଡାକ୍ତରଙ୍କୁ ଜେରା କରିଛି।…
ତାଜା ଖବର ଦେଶ ରାଜନୀତି ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି August 26, 2024 Nirvay ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ…
ତାଜା ଖବର ଦେଶ ରାଜ୍ୟ ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି August 25, 2024 Nirvay ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ…