ତାଜା ଖବର ଦେଶ କୋଲକାତା ଦୁଷ୍କର୍ମ-ହତ୍ୟା ଘଟଣା: ସୁପ୍ରିମକୋର୍ଟରେ ହେବ ଶୁଣାଣି August 18, 2024 Nirvay କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି ସୁପ୍ରିମକୋର୍ଟ। ୩ ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହେବ। ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଶୁଣାଣି ହେବ। ଆସନ୍ତା ୨୦ ତାରିଖରେ ଖଣ୍ଡପୀଠ…
ତାଜା ଖବର ଦେଶ ପ୍ରଧାନମନ୍ତ୍ରୀଙ୍କୁ ଆଇଏମ୍ଏର ଚିଠି; ହସ୍ପିଟାଲରେ ଏୟାରପୋର୍ଟ ଭଳି ଦିଆଯାଉ ସୁରକ୍ଷା August 17, 2024 Papirani କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ମେଡିକାଲ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏ) । ଚିଠିରେ ଆଇଏମ୍ଏ ତରଫରୁ ୫ଟି ବଡ଼ ଦାବି ଜଣାଯାଇଥିବା…
ତାଜା ଖବର ଦେଶ ରାଜ୍ୟ ଡାକ୍ତରଙ୍କ ସୁରକ୍ଷା ପାଇଁ ଗଠନ ହେବ କମିଟି! August 17, 2024 Papirani କୋଲକାତାରେ ଆର.ଜି. କର ମେଡିକାଲ କଲେଜରେ ଶିକ୍ଷାନବିସ(ଟ୍ରେନି) ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ମାମଲାକୁ ନେଇ ଦେଶବ୍ୟାପୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡାକ୍ତର। ଯାହା ଫଳରେ ସ୍ବାସ୍ଥ୍ଯ ସେବା ବାଧାପ୍ରାପ୍ତ ହେଉଛି। ଡାକ୍ତରମାନଙ୍କୁ କାମକୁ ଫେରିବାକୁ ନିବେଦନ କରିଛି କେନ୍ଦ୍ର। ସେଥିପାଇଁ…
ତାଜା ଖବର ଦେଶ ରାଜ୍ୟ ଭୁବନେଶ୍ବରରୁ ସିମ୍ ବକ୍ସ ଜବତ ଘଟଣା: ପାକିସ୍ତାନ, ଚୀନ ଓ ମଧ୍ୟପ୍ରାଚ୍ୟକୁ କରାଯାଇଥିଲା ଫୋନ August 17, 2024 Papirani ଭୁବନେଶ୍ବରର ଲକ୍ଷ୍ମୀସାଗର ଥାନା ମହାଦେବ ନଗରରେ ଥିବା ଜଣଙ୍କ ଘରୁ ସିମ୍ ବକ୍ସ ଜବତ ଘଟଣାରେ ବଡ଼ ଖୁଲାସା କଲା କମିସନରେଟ ପୋଲିସ । କମିଶନର ସଞ୍ଜୀବ ପଣ୍ଡା ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ଜବତ ହୋଇଥିବା ଏହି ସିମ ବକ୍ସକୁ ପାକିସ୍ତାନ,…
ଦେଶ ରାଜନୀତି ରାଜ୍ୟ ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ହେଲେ ବିଜେପି ସାଂସଦ ବୈଜୟନ୍ତ ପଣ୍ଡା August 17, 2024 Papirani ବିଜେପିର କେନ୍ଦ୍ରାପଡ଼ା ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡା ହେଲେ ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ । ବୈଜୟନ୍ତ ପଣ୍ଡାଙ୍କୁ ଏହି ଗୁରୁ ଦାୟିତ୍ୱ ଦେଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ଏହି କମିଟି ଗତ ୧୪ ତାରିଖରୁ ନିଜ କାର୍ଯ୍ୟ ଆରମ୍ଭ…
ଖେଳ ତାଜା ଖବର ଦେଶ ଭାରତ ଫେରିଲେ ଭିନେଶ୍ ଫୋଗଟ୍: ବିମାନବନ୍ଦରରେ ସ୍ୱାଗତ ଦେଖି ହେଲେ ଭାବବିହ୍ଵଳ August 17, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ସରିବା ପରେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ ଆଜି ଭାରତକୁ ଫେରିଛନ୍ତି। ସେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନବନ୍ଦରରେ ତାଙ୍କୁ ସ୍ବାଗତ କରିବା ପାଇଁ ପ୍ରଶଂସକମାନେ ବହୁ ସଂଖ୍ୟାରେ ଆସିଥିଲେ। ସେ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କରାଯାଇଥିବା…
ତାଜା ଖବର ଦେଶ ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ August 17, 2024 Papirani ପୁଣି ଲାଇନଚ୍ୟୁତ ହେଲା ଟ୍ରେନ। ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି । ସାବରମତୀ ଏକ୍ସପ୍ରେସ୍ ବାରାଣାସୀରୁ ଅହମ୍ମଦାବାଦ ଯାଉଥିଲା ସମୟରେ ହୋଇଛି ଲାଇନଚ୍ୟୁତ । କାନପୁର-ଭୀମସେନ ଷ୍ଟେସନ ମଝିରେ ଟ୍ରେନର ୨୦ଟି ବଗି ଲାଇନଚ୍ୟୁତ ହୋଇଛି । ଏକ ବଡ଼…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାପାଇଁ ଓଡ଼ିଶା ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ August 17, 2024 Papirani ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ଦୁଇଦିନ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ। ତେଣୁ ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମରେ…
ତାଜା ଖବର ଦେଶ ଆର୍ଥ ଅବଜରଭେସନ୍ ସାଟେଲାଇଟ-୮ର ସଫଳ ଉତକ୍ଷେପଣ; ପୃଥିବୀ ଚାରିପଟେ ଘୁରି ପରିବେଶ ଉପରେ ରଖିବ ନଜର August 16, 2024 Papirani ଇତିହାସ ରଚିଲା ଇସ୍ରୋ । ଆର୍ଥ ଅବଜରଭେସନ୍ ସାଟେଲାଇଟ୍ EOS-୦୮ର ସଫଳ ଉତକ୍ଷେପଣ । ଗ୍ଲୋବାଲ ନାବିଗେସନ୍ ସାଟେଲାଇଟ୍ ସିଷ୍ଟମ ଶ୍ରୀହରିକୋଟା ଶତୀଶ ଧଓ୍ୱନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ । ଇସ୍ରୋ ୧୬ ଅଗଷ୍ଟ ସକାଳ ୯ ଟା ୧୭ ସମୟରେ…
ତାଜା ଖବର ଦେଶ ରାଜନୀତି ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା; ୧୦ ବର୍ଷ ପରେ ହେବ ନିର୍ବାଚନ August 16, 2024 Papirani ଜମ୍ମୁ-କାଶ୍ମୀର ଓ ହରିୟାଣାରେ ବିଧାନସଭା ନିର୍ବାଚନ ପାଇଁ ଆଜି ଘୋଷଣା ହେଲା ତାରିଖ । ନିର୍ବାଚନ ଆୟୋଗ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଜାମ୍ମୁ କାଶ୍ମୀରରେ ୧୦ ବର୍ଷ ପରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଶେଷ ଥର…