Category: ଦେଶ

ଦିଲ୍ଲୀ ନିର୍ବାଚନର ଇନ୍‌ଚାର୍ଜ ହେଲେ ସାଂସଦ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜେପି ଇନ୍‌ଚାର୍ଜ ଭାବେ ବୈଜୟନ୍ତ ପଣ୍ଡା ଓ ସାଂସଦ ଅତୁଲ ଗର୍ଗଙ୍କୁ ସହକାରୀ ଇନ୍‌ଚାର୍ଜ ଭାବେ ଦାୟିତ୍ବ ଦେଲା ବିଜେପି । ଉଭୟଙ୍କୁ ନିଯୁକ୍ତି…

ଭାରତ କାନାଡ଼ା ସମ୍ପର୍କରେ ତିକ୍ତତା: ଆତଙ୍କବାଦୀଙ୍କ ସମର୍ଥନରେ ଟ୍ରୁଡୋ

ତୀବ୍ର ହେଲା ଭାରତ-କାନାଡା କୂଟନୈତିକ ବିବାଦ। ଖାଲିସ୍ତାନ ସମର୍ଥକ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ଘଟଣାରେ ଭାରତୀୟ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞଙ୍କ ସମ୍ପୃକ୍ତି ଥିବା କାନାଡା ସରକାର ଅଭିଯୋଗ ଆଣିଛନ୍ତି। ଭାରତ ସରକାର ଏହି ଅଭିଯୋଗକୁ ଭିତ୍ତିହୀନ ବୋଲି…

ଦୁଇଦିନିଆ ପାକିସ୍ତାନ ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର

ଆଜି ପାକିସ୍ତାନ ଯିବେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ଅକ୍ଟୋବର ୧୫ ଏବଂ ୧୬ରେ ଇସଲାମବାଦରେ ଆୟୋଜିତ ହେବାକୁ ଥିବା ସଙ୍ଘାଇ ସମ୍ମିଳନୀର ବାର୍ଷିକ ବୈଠକରେ ଯୋଗଦେବାକୁ ସେ ପାକିସ୍ତାନ ଗସ୍ତ କରିବେ। ପ୍ରତିବର୍ଷ ଏସ୍ ସିଓ (ସଙ୍ଘାଇ କର୍ପୋରେସନ ଅର୍ଗାନାଇଜେସନ)ର…

ଆଜି ଘୋଷଣା ହେବ ମହାରାଷ୍ଟ୍ର, ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ତାରିଖ

ଆଜି ବାଜିବ ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନୀ ବିଗୁଲ । ଆଜି ଦୁଇ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେବ ତାରିଖ । ଆଜି ଅପରାହ୍ନ ୩ଟା ୩୦ ମିନିଟରେ ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ ଇସିଆଇ ପ୍ରେସମିଟ କରିବେ…

ଚଳିତବର୍ଷ ରାଜଧାନୀରେ ଫୁଟିବନି ବାଣ; ବାଣ ତିଆରି ଓ ବିକ୍ରି ଉପରେ ଲାଗିଲା ପ୍ରତିବନ୍ଧକ

ଚଳତବର୍ଷ ରାଜଧାନୀ ଦିଲ୍ଲୀରେ ଫୁଟିବାନି ବାଣ। ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ତିଆରି ଓ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ସରକାର । ବିଶେଷ କରି ଶୀତ ଋତୁର ଆଗମନ ସହ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଅହେତୁକ ବୃଦ୍ଧି…

ମୁମ୍ଵାଇରେ ଟୋଲ୍ ଫି ଛାଡ କଲେ ମହାରାଷ୍ଟ୍ର ସରକାର

ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ର ସରକାରଙ୍କ ବଡ଼ ଘୋଷଣା। ଏଣିକି ମୁମ୍ଵାଇକୁ ଏଣ୍ଟ୍ରି କଲେ ଦେବାକୁ ପଡ଼ିବ ନାହିଁ ଟୋଲ୍ ଫି। ମୁମ୍ଵାଇକୁ ପ୍ରବେଶ କରୁଥିବା କରିବାକୁ ଥିବା ୫ଟି ଟୋଲ୍‌ ଗେଟ୍‌ ଦହିସର, ମୁଲୁଣ୍ଡ, ୱାଶି, ଏରୋଲି ଏବଂ ଆନନ୍ଦନଗରରେ…

ବାବା ସିଦ୍ଦିକିଙ୍କ ମୃତ୍ୟୁ ପରେ ଆସିଲା ସଲମାନ୍‌ ଖାନଙ୍କୁ ହତ୍ୟା ଧମକ; ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଓ ୩ ଥରର ବିଧାୟକ ବାବା ସିଦ୍ଦିକୀଙ୍କ ହତ୍ୟା ପଛରେ ରହିଛି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ନିଜକୁ ଦାୟୀ କାରିଛି । ଏବେ ବିପଦରେ ବଲିଉଡ ସୁପରଷ୍ଟାର ସଲମାନ୍‌ ଖାନଙ୍କ ଜୀବନ । କାରଣ ଏହି ଗ୍ୟାଙ୍ଗ…

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲା: ଭଲ ଅଛି ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲାରେ ଆବାସିକ କମିଶନର୍‌ ବିଶାଲ ବଗନ୍‌ଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୀଡ଼ିତା ସହ ଯୋଗାଯୋଗରେ ଅଛୁ । ସହଯୋଗ ପାଇଁ ପୀଡ଼ିତାଙ୍କ ପାଖରେ ଆବାସିକ କମିଶନ ଅଫିସର ମଧ୍ୟ ଅଛନ୍ତି ।ପୀଡ଼ିତାଙ୍କ ପରିବାର ସହ ଯୋଗାଯୋଗ…

ପୁଣି ଟ୍ରେନ୍‌ ରେଳଧାରଣାରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର

ପୁଣି ଥରେ ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଗ୍ୟାସ୍‌ ସିଲିଣ୍ଡର। ଉତ୍ତରାଖଣ୍ଡର ରୁରୁକି ନିକଟ ଧଣ୍ଡେରା ରେଳ ଷ୍ଟେସନ ନିକଟରେ ରେଳ ଧାରଣାରେ ଏକ ଏଲପିଜି ସିଲିଣ୍ଡର ପଡିଥିବାର ଦେଖିବାକୁ ମିଳିଛି। ରେଳ ଟ୍ରାକ ଉପରେ ଏକ ଗ୍ୟାସ୍ ସିଲିଣ୍ଡର ଦେଖିବା ପରେ…

ଏନସିପି ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା, ୨ ଗିରଫ

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି)ର ବରିଷ୍ଠ ନେତା ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା । ମୁମ୍ବାଇର ବାନ୍ଦ୍ରା ଇଷ୍ଟରେ ତାଙ୍କ ଉପରକୁ ଗୁଳି ଚଳାଇଲେ ଦୁର୍ବୃତ୍ତ। ପେଟ ଓ ଛାତିରେ ବାଜିଲା ୨ରୁ ୩…