ତାଜା ଖବର ଦେଶ ନେପାଳରେ ଭୀଷଣ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ: ୧୯୩ ମୃତ, ୩୦ ନିଖୋଜ September 30, 2024 Papirani ନେପାଳରରେ ଭୀଷଣ ବର୍ଷା ଯୋଗୁଁ ଭୂସ୍ଖଳନ ସୃଷ୍ଟି ହୋଇଛି। ଏହା ଫଳରେ କେତେକ ଘର ଭାଙ୍ଗି ବହିଯିବା ସହ ୧୯୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏ ପର୍ୟ୍ୟନ୍ତ ୩୦ ଜଣ ନିଖୋଜ ଅଛନ୍ତି । ୪ ଦିନ ଧରି ପ୍ରବଳ…
ତାଜା ଖବର ଦେଶ ମନୋରଞ୍ଜନ ସୁପରଷ୍ଟାର ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆୱାର୍ଡ September 30, 2024 Nirvay ଅଭିନେତା ତଥା ରାଜନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡ ପ୍ରଦାନ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ଶ୍ରୀ ବୈଷ୍ଣବ ସୋସିଆଲ ମିଡ଼ିଆ ପୋଷ୍ଟ ଏକ୍ସରେ ଲେଖିଛନ୍ତି, ଅକ୍ଟୋବର ୮ରେ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର…
ତାଜା ଖବର ଦେଶ ରାଜ୍ୟ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 30, 2024 Nirvay ଆଜିଠୁ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅକ୍ଟୋବର ୩୦ ଓ ୧ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡ ଅଭିମୁଖେ ବାହାରିଛନ୍ତି। ସେ ବିଜେପିର ପରିବର୍ତ୍ତନ ଯାତ୍ରାରେ…
ତାଜା ଖବର ଦେଶ ରାଜ୍ୟ ଭରତପୁର କାଣ୍ଡ; ୫ ନିଲମ୍ବିତ ଅଧିକାରୀଙ୍କୁ ପଲିଗ୍ରାଫ ଟେଷ୍ଟ ପାଇଁ ନେଲା କ୍ରାଇମବ୍ରାଞ୍ଚ September 29, 2024 Nirvay ସେପ୍ଟେମ୍ବର ୧୫ରେ ଭରତପୁର ଥାନାରେ ଜଣେ ସେନା ଅଧିକାରୀଙ୍କୁ ମାଡ଼ ମାରିବା ଓ ତାଙ୍କ ବାନ୍ଧବୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ନିଲମ୍ବିତ ଇନ୍ସପେକ୍ଟର ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କୁ ରବିବାର ରାଜ୍ୟ କ୍ରାଇମବ୍ରାଞ୍ଚ ପଲିଗ୍ରାଫ୍ ଟେଷ୍ଟ…
ତାଜା ଖବର ଦେଶ ରାଜ୍ୟ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ପ୍ରେରଣାର କେନ୍ଦ୍ରବିନ୍ଦୁ ସାଜିଛି September 29, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ ଆଜି ୧୦ ବର୍ଷ ପୂରଣ କରିଛି । ମୋଦୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ ଏବେ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ସାଜିଛି। ସାଧାରଣ ଲୋକଙ୍କ ଅସାଧାରଣ କାର୍ଯ୍ୟ ଓ ସାମର୍ଥ୍ୟକୁ ଲୋକଲୋଚନକୁ…
ତାଜା ଖବର ଦେଶ ରାଜ୍ୟ ମନ କି ବାତ୍ରେ ମୟୂରଭଞ୍ଜ ଯୁବକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ September 29, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧୪ତମ ମନ କି ବାତ ଅଧ୍ୟାୟରେ ଦେଶବାସୀଙ୍କ ସହ କଥା ହେଉଛନ୍ତି। ଏହି ଅବସରରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦି। ସାନ୍ତାଳି ଭାଷା ପାଇଁ ମୟୂରଭଂଜ ଯୁବକଙ୍କ ଅବଦାନ କଥା ମୋଦି କହିଲେ।…
ତାଜା ଖବର ଦେଶ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ September 29, 2024 Nirvay ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଛନ୍ତି। ଟେରାମ୍- ଗୁଡୁମ୍ ଗାଁ ଜଙ୍ଗଲରେ ଆଇଇଡି ବିସ୍ଫୋରଣ ହୋଇଛି। ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ଖଞ୍ଜିଥିଲେ। ଚିତ୍ରାଗେଲୁର କେରିପୁ କ୍ୟାମ୍ପରୁ ଯବାନମାନେ ଆଇଇଡି ନିଷ୍କ୍ରିୟ ପାଇଁ ଯିବାବେଳେ ବିସ୍ଫୋରଣ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ହିମନ୍ତ ବିଶ୍ବଶର୍ମା September 27, 2024 Papirani ଆଜି ଦିନିକିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧାସଳଖ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ବିଶ୍ବଶର୍ମା ଏବଂ ତାଙ୍କ ସହିତ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…
ତାଜା ଖବର ଦେଶ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ଶୁଭାରମ୍ଭ September 26, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ…
ତାଜା ଖବର ଦେଶ ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ହାର ବଢ଼ାଇଲେ କେନ୍ଦ୍ର ସରକାର September 26, 2024 Nirvay ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ଭାରିଏବଲ୍ ମହଙ୍ଗା ଭତ୍ତା (ଭିଡିଏ)କୁ ସଂଶୋଧନ କରି ସର୍ବନିମ୍ନ ମଜୁରି ହାର ବୃଦ୍ଧି ଲାଗି ଘୋଷଣା କରିଛନ୍ତି। ବର୍ଦ୍ଧିତ ଜୀବନଧାରଣ ଖର୍ଚ୍ଚର ମୁକାବିଲା କରିବାରେ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ଏହା…