Category: ଦେଶ

ଆଳୁ ସମସ୍ୟାର ସମାଧାନ ପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା…

ନୀତି ଆୟୋଗ ବୈଠକ ଅଧାରୁ ରାଗିକି ଉଠି ଆସିଲେ ମମତା ବାନାର୍ଜୀ

ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ବୈଠକରେ ତାଙ୍କୁ କହିବାକୁ ସୁଯୋଗ ମିଳିନଥିବା ଅଭିଯୋଗ କରି ବୈଠକ ଅଧାରୁ ଉଠି ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବୈଠକ…

ଓଡ଼ିଶାର ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି: କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ

ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୋଇଲା ଓ ଖଣି ରାଷ୍ଟ୍ର ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ । ଭୁବନେଶ୍ବରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି ।…

ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଉପରାଷ୍ଟ୍ରପତି କମଲା ହାରିସ୍

ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଡେମୋକ୍ରାଟିକ୍ ପାର୍ଟି ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି କମଲା ହାରିସ୍ । ଏନେଇ ନିଜେ ସୋସିଆଲ ମଡିଆରେ ସୂଚନା ଦେଇଛନ୍ତି ଉପରାଷ୍ଟ୍ରପତି କମଲା ହାରିସ୍ । ପ୍ରଥମ କୃଷ୍ଣକାୟ…

ମହା ସମାରୋହରେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪

ଗତକାଲି ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ । ଜୁଲାଇ ୨୬ରୁ ଆରମ୍ଭ ହୋଇଥିବା ପ୍ୟାରିସ ଅଲିମ୍ପିକ୍ସ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଯୋଗୀଙ୍କ ପାଇଁ ଅପେକ୍ଷା କରିଛି ୩୨୯ ସ୍ବର୍ଣ୍ଣ ପଦକ । ଏଥର ଷ୍ଟାଡିୟମରେ…

କାରଗିଲ ବିଜୟ ଦିବସ ପାଳନ; ରାଷ୍ଟ୍ର ସର୍ବୋପରୀ’ ବୋଲି କାରଗିଲ ଯୁଦ୍ଧ ଆମ ସମସ୍ତଙ୍କୁ ଶିକ୍ଷା ଦେଇଛି: ସମୀର ମହାନ୍ତି

ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ । କାରଗିଲ ଯୁଦ୍ଧ ବିଜୟ ଭାରତୀୟ ଇତିହାସର ଏକ ଅବିସ୍ମରଣୀୟ ଦିନ । ୬୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଭାରତୀୟ ସୈନ୍ୟମାନେ ନିଜର ପରାକାଷ୍ଠା…

ଆଖି ବୁଜିଲେ ବରିଷ୍ଠ ବିଜେପି ନେତା ପ୍ରଭାତ ଝା

ଆଖି ବୁଜିଲେ ବିଜେପିର ବରିଷ୍ଠ ନେତା ପ୍ରଭାତ ଝା (୬୭) । ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିବାବେଳେ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ସେ ବିଜେପିର ରାଜ୍ୟ ସଭାପତି ତଥା ଜାତୀୟ ଉପାଧ୍ୟକ୍ଷ ରହିଛନ୍ତି ।…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୀତି ଆୟୋଗର ବୈଠକରେ ଯୋଗଦେବାପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ…

ବଦଳିଲା ରାଷ୍ଟ୍ରପତି ଭବନର ଦୁଇ ସମ୍ମିଳନୀ କକ୍ଷର ନାଁ

ରାଷ୍ଟ୍ରପତି ଭବନର ଦୁଇ ସମ୍ମିଳନୀ କକ୍ଷ ଦରବାର ହଲ୍‌ ଓ ଅଶୋକ ହଲ୍‌ ନାଁ ପରିବର୍ତ୍ତନ ହୋଇଛି। ଦରବାର ହଲ୍‌ ନାମ ବଦଳ ହୋଇ ରହିଲା ‘ଗଣତନ୍ତ୍ର ମଣ୍ଡପ’ ହୋଇଥିବା ବେଳେ ଅଶୋକ ହଲ୍‌ ନାମ ପରିବର୍ତ୍ତନ ହୋଇ ରହିଲା ଅଶୋକ…

ଆଜିଠୁ ଭାରତର ପ୍ୟାରିସ୍ ଅଭିଯାନ

ପ୍ୟାରିସ୍‍ ଅଲିମ୍ପିକ୍ସ ୨୦୨୪ରେ ଆଜିଠୁ ଅଭିଯାନ ଆରମ୍ଭ କରିବ ଭାରତ । ଅଲିମ୍ପିକ୍ସ ମହାକୁମ୍ଭ ୨୬ ଜୁଲାଇରେ ଉଦଘାଟନ ହେବାକୁ ଥିବାବେଳେ ଭାରତୀୟ ଖେଳାଳିମାନେ ୨୫ରୁ ଅଭିଯାନ ଆରମ୍ଭ କରିବେ । ଆର୍ଚେରୀ ଟିମ୍‍ ଇଭେଣ୍ଟରୁ ଅଭିଯାନ ଆରମ୍ଭ କରିବ ଭାରତ…