Category: ଦେଶ

ନେପାଳ ବିମାନ ଦୁର୍ଘଟଣା: ୧୮ ମୃତ, ପାଇଲଟ ଜୀବିତ ଉଦ୍ଧାର

ନେପାଳର କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଆଜି ସକାଳେ ଏକ ବିମାନ ଦୁର୍ଘଟଣାରେ ବିମାନରେ ଥିବା ପାଇଲଟଙ୍କ ସମେତ ୧୮ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୮ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପାଇଲଟ ଜୀବିତଥିବା ସୂଚନା ମିଳିଛି। ପାଇଲଟ ମନୀଷ…

ଓଡ଼ିଶାକୁ ୧୦ ହଜାର ୫୮୬ କୋଟି ଟଙ୍କାର ରେଳ ଅନୁଦାନ: ଅଶ୍ୱିନୀ ବୈଷ୍ଣବ

ରେଳ ବଜେଟକୁ ନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି । ଓଡ଼ିଶା ପାଇଁ ୧୦ ହଜାର ୫୮୬ କୋଟି ଟଙ୍କା ଅନୁମୋଦିତ ହୋଇଛି ବୋଲି ମନ୍ତ୍ରୀ ଶ୍ରୀ ବୈଷ୍ଣବ ସୂଚନା ଦେଇଛନ୍ତି । ରେଲୱେ ପାଇଁ ଓଡ଼ିଶାକୁ…

ପୂର୍ଣ୍ଣାଙ୍ଗ ବଜେଟରେ ରେଳ ସୁରକ୍ଷା ପାଇଁ ଦିଆଯାଇଛି ସ୍ୱତନ୍ତ୍ର ଫୋକସ: ଅଶ୍ୱିନୀ ବୈଷ୍ଣବ 

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନା କରିଥିବା ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟରେ ରେଳବାଇ ପାଇଁ ବଜେଟ ଉପରେ ସାମ୍ୱାଦିକ ସମ୍ମିଳନୀ କରି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଚଳିତ ବଜେଟ୍‌ରେ ରେଳବାଇ କ୍ଷେତ୍ରର ଆଧୁନିକୀକରଣ ଏବଂ ସୁରକ୍ଷା ଉପରେ ଅଧିକ…

ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି ହେଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବରର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଅପରାଜିତା ଷଡଙ୍ଗୀ ଅନ୍ତଃସଂସଦୀୟ ୟୁନିୟନ ( ଆଇପିୟୁ)ର କାର୍ଯ୍ୟକାରିଣୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା…

ପୋଲାଭରମ ପ୍ରକଳ୍ପକୁ ନେଇ ତେଜିଲା ରାଜନୀତି

କେନ୍ଦ୍ର ବଜେଟରେ ପୋଲାଭରମ ପ୍ରକଳ୍ପ ପାଇଁ ଅନୁଦାନ ଘୋଷଣା ପରେ ଓଡ଼ିଶା ରାଜନୀତିରେ ତୁମ୍ବିତୋଫାନ ଆରମ୍ଭ ହୋଇଯାଇଛି। ପୋଲାଭରମ ପ୍ରକଳ୍ପ କାମ ଅଟକିବନି କହିଲେ କେନ୍ଦ୍ର ସରକାର। ତେଣୁ ଏ ନେଇ ତେଜିଛି ରାଜନୀତି। ବଜେଟରେ ଓଡ଼ିଶାର ପର୍ଯ୍ୟଟନ, ସଂସ୍କୃତି ଓ…

ପୁନଃ ନିଟ-ୟୁଜି ପରୀକ୍ଷା ହେବନି: ସୁପ୍ରିମକୋର୍ଟ

ନିଟ ପେପର ଲିକ୍ ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ମାମଲାର ଶୁଣାଣି ଶେଷ ହୋଇଛି। ପୁନଃ ନିଟ-ୟୁଜି ପରୀକ୍ଷା ହେବନି ବୋଲି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ନେଇ ଗଠିତ ତିନି ଜଣିଆ ଖଣ୍ଡପୀଠ…

ସାଢ଼େ ୩ ହଜାର କମିଲା ସୁନା ଦର

ଆପଣ ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର । ସୁନା, ରୁପା ଏବଂ ପ୍ଲାଟିନମରୁ ୬ ପ୍ରତିଶତ କଷ୍ଟମ ଡ୍ୟୁଟି କମିବା ପରେ ସାଢ଼େ ୩ ହଜାର ଟଙ୍କା କମିଛି ସୁନା ଦର ।…

ଇଣ୍ଟର୍ନଶିପ୍ ଯୋଜନା ଦ୍ବାରା ଦୂର ହେବ ଚାକିରୀ ସମସ୍ୟା

ଦେଶରେ ଦିନକୁ ଦିନ ଚାକିରି ସମସ୍ୟା ଦେଖିବାକୁ ମିଳୁଥିବା ବେଳେ ଏବେ କେନ୍ଦ୍ର ସରକାର ଏହାକୁ ନେଇ ତତ୍ପରତା ଦେଖେଇଛନ୍ତି । ଆଜି ୨୦୨୪-୨୫ ଆର୍ଥିକ ବଜେଟ ଉପସ୍ଥାପନ ସମୟରେ ଆଗକୁ ଇଣ୍ଟର୍ନଶିପ୍ ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି ବୋଲି ଘୋଷଣା…

ବଜେଟ୍‌କୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା:ସବୁ ବର୍ଗଙ୍କୁ ଦିଆଯିବ ଗୁରୁତ୍ବ

ଦେଶର ବିକାଶ ଦିଗରେ ଚଳିତ ବଜେଟରେ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୪୮ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କିନ୍ତୁ ଟିକସ ସ୍ଲାବକୁ ଅପରିବର୍ତ୍ତି…

ନୂଆ ଟିକସ ବ୍ୟବସ୍ଥା ଅଧିକ ଆକର୍ଷଣୀୟ

କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅବସରରେ ନୂଆ ଟିକସ ବ୍ୟବସ୍ଥାକୁ ଚୟନ କରୁଥିବା ବେତନଭୋଗୀ ବ୍ୟକ୍ତି ଏବଂ ପେନସନଭୋଗୀମାନଙ୍କୁ ଟିକସ ରିହାତି…