Category: ଦେଶ

ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବସିଥିବା ଜିଏସ୍‌ଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶସ୍ତା ହେବ ରେଲୱେ ପ୍ଲାଟଫର୍ମ ଟିକେଟ୍। ପ୍ଲାଟଫର୍ମ ଟିକେଟ୍ କୁ ଜିଏସଟିମୁକ୍ତ କରାଯିବ। ପ୍ରତୀକ୍ଷାଳୟ ଏବଂ ବ୍ୟାଟେରୀ କାର୍ ସୁବିଧା ଜିଏସଟିରୁ ବାଦ୍ ଦିଆଯିବ। ସବୁ ପ୍ରକାରର…

ନିଟ୍-ପିଜି ପ୍ରବେଶିକା ପରୀକ୍ଷା ସ୍ଥଗିତ

ଦେଶରେ ସ୍ଥଗିତ ହେଲା ସ୍ଥଗିତ ହେଲା NEET-PG (ନିଟ୍-ପିଜି) ପ୍ରବେଶିକା ପରୀକ୍ଷା । NTA ଦ୍ୱାରା ଆସନ୍ତାକାଲି ହେବାକୁ ଥିବା ପରୀକ୍ଷା ସ୍ଥଗିତ କରାଯାଇଛି । ନିକଟରେ ବିଭିନ୍ନ ପରୀକ୍ଷାକୁ ନେଇ ଅନିୟମିତତା ଅଭିଯୋଗ ପରେ ଏ ପଦକ୍ଷେପ ନିଆଯାଇଛି ।…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା: ହଟିଲେ ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂ

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ।ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ସିଂଙ୍କୁ ହଟେଇ ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ। ଏବେ ସେ ଇଣ୍ଡିଆ…

କେନ୍ଦ୍ର ପ୍ରାକ୍ ବଜେଟ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେଲେ ଓଡ଼ିଶା ଉପ-ମୁଖ୍ୟମନ୍ତ୍ରୀ

ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ। ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର…

NTA ପରୀକ୍ଷାରେ ସ୍ୱଚ୍ଛତା ପାଇଁ କମିଟି ଗଠନ

ନିଟ୍‌, ୟୁଜି, ୟୁଜିସି ଏବଂ ନେଟ୍‌ ବିବାଦ ମଧ୍ୟରେ NTA ପରୀକ୍ଷାରେ ସ୍ୱଚ୍ଛତା ଆଣିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏକ ଉଚ୍ଚସ୍ତରୀୟ କମିଟି ଘୋଷଣା କରାଯାଇଛି । ପରୀକ୍ଷା ପ୍ରକ୍ରିୟାର ଯାନ୍ତ୍ରକ କୌଶଳର ଉନ୍ନତି, ଡାଟା ସୁରକ୍ଷା, ସ୍ବଚ୍ଛ,…

ନିଲାମ ହେବ ଓଡ଼ିଶାର ୧୭ କୋଇଲା ଖଣି

କେନ୍ଦ୍ର ସରକାର ଦଶମ ପର୍ଯ୍ୟାୟ ବାଣିଜ୍ୟକ ୬୧ଟି କୋଇଲା ବ୍ଲକ୍‌ର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏଥିରେ ଦେଶର ୬୧ଟି ଖଣି ବିକ୍ରି ନିମନ୍ତେ ରଖାଯାଇଥିବାବେଳେ ଓଡ଼ିଶାରୁ ସ୍ଥାନ ପାଇଛି ସର୍ବଧିକ ୧୭ଟି କୋଇଲା ଖଣି । ନିଲାମ ପ୍ରକ୍ରିୟା ଆରମ୍ଭ…

ପ୍ରଶ୍ନପତ୍ର ଲିକ୍ କଲେ ୧୦ ବର୍ଷ ଜେଲ ଓ ୧୦ ଲକ୍ଷରୁ ୧ କୋଟି ଟଙ୍କା ଯାଏ ଦେବାକୁ ପଡ଼ିବ ଜରିମାନ

ପରୀକ୍ଷା ପେପର୍ ଲିକ୍ କରୁଥିବା ମାଫିଆଙ୍କ ଉପରେ କଠୋର ହେଲେ କେନ୍ଦ୍ର ସରକାର । ପରୀକ୍ଷା ପେପର୍ ଲିକ୍ କରୁଥିବା ଲୋକଙ୍କୁ ଆଉ ମିଳିବନି ତ୍ରାହି । ନିଟ୍‌ ପରୀକ୍ଷାର ଅନିୟମିତତା ଓ ଦୁର୍ନୀତିକୁ ଦୃଷ୍ଟିରେ ରଖି ନୂଆ ନିୟମ ବାହାର…

ଆଜି ବସିବ ୫୩ତମ ଜିଏସଟି ପରିଷଦ ବୈଠକ

ଆଜି ବସିବାକୁ ଯାଉଛି ଦ୍ରବ୍ୟ ଏବଂ ସେବା ଟିକସ (ଜିଏସଟି) ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ନୂଆଦିଲ୍ଲୀରେ ବସିବାକୁ ଯାଉଥିବା ଜିଏସ୍‌ଟି ପରିଷଦର ଏହି ୫୩ ତମ ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ଦୀର୍ଘ ୮ ମାସର ବ୍ୟବଧାନ…

CSIR, UGC, NET ପରୀକ୍ଷା ସ୍ଥଗିତ

ସ୍ଥଗିତ ହେଲା CSIR (କାଉନସିଲ ଅଫ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ) UGC NET ପରୀକ୍ଷା। ଜୁନିୟର ଫେଲୋସିପ ପାଇଁ ହୋଇଥାନ୍ତା ପରୀକ୍ଷା। ପରୀକ୍ଷା ତାରିଖ ନେଇ ପରେ ଘୋଷଣା କରାଯିବ। ୨୫ରୁ ୨୭ ତାରିଖ ମଧ୍ଯରେ ପରୀକ୍ଷା ହେବାର ଥିଲା।…

ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ ଉପରେ ସାମୟିକ ରୋକ ଲଗାଇଲେ ହାଇକୋର୍ଟ

ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ନିମ୍ନ ଅଦାଲତରୁ ଦିଆଯାଇଥିବା ଜାମିନ ହାଇକୋର୍ଟ ସାମୟିକ ସ୍ଥଗିତ ରଖିଛନ୍ତି। ଏହି ମାମଲାର ଶୁଣାଣି ପର୍ଯ୍ୟନ୍ତ ହାଇକୋର୍ଟ ଜାମିନ ନାମଞ୍ଜୁର କରିଛନ୍ତି। ଇଡି କେଜ୍ରିୱାଲଙ୍କୁ…