ଦେଶ ଗୃହିଣୀଙ୍କ ତ୍ୟାଗ ଓ ପରିବାର ପ୍ରତି ଭୂମିକାକୁ ସମ୍ମାନ ଦିଅ: ସୁପ୍ରିମକୋର୍ଟ July 11, 2024 Nirvay ଗୃହୀଣୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆଜି ଏକ ବଡ଼ ବୟାନ ଦେଇଛନ୍ତି ସୁପ୍ରିମକୋର୍ଟ। ଗୃହିଣୀଙ୍କୁ ଆର୍ଥିକସ୍ତରରେ ନିଶ୍ଚିତ ଭାବେ ସଶକ୍ତ କରିବାର ଆବଶ୍ୟକତା ରହିଛି। ଗୃହିଣୀ ପରିବାରର ଆୟ ବିଷୟରେ ଅବଗତ ହେବା ଦରକାର। ପରିବାର ଆର୍ଥିକ ଅଭିବୃଦ୍ଧି ପାଇଁ ଗୃହିଣୀଙ୍କ…
ଖେଳ ତାଜା ଖବର ଦେଶ ବିଶ୍ୱ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଖେଳିବା ପାଇଁ ନ ଯାଇପାରେ ଭାରତୀୟ ଟିମ୍ July 11, 2024 Papirani ଆସନ୍ତା ବର୍ଷ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି । ପାକିସ୍ତାନ ବଦଳରେ ଶ୍ରୀଲଙ୍କା କିମ୍ବା ଦୁବାଇରେ ମ୍ୟାଚ କରାଇବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଅନୁରୋଧ…
ତାଜା ଖବର ଦେଶ NEET-UG ପରୀକ୍ଷା ବିବାଦ ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି July 11, 2024 Papirani ଆଜି ସୁପ୍ରିମକୋର୍ଟରେ ନିଟ୍ ୟୁଜି ପରୀକ୍ଷାର ଶୁଣାଣି ହେବାକୁଥିବା ବେଳେ ଶୁଣାଣି ପୂର୍ବରୁ କେନ୍ଦ୍ର ସରକାର ଓ NTA ପକ୍ଷରୁ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । ସତ୍ୟପାଠରେ ବ୍ୟାପକ ଅନିୟମିତତା ହୋଇନଥିବା ଉଲ୍ଲେଖ ହୋଇଛି । ମେଡିକାଲ ପ୍ରବେଶିକା ପରୀକ୍ଷାକୁ…
ଖେଳ ତାଜା ଖବର ଦେଶ ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଲେ ରାଷ୍ଟ୍ରପତି July 11, 2024 Papirani ମହିଳା ପଦ୍ମ ପୁରସ୍କାର ବିଜେତାଙ୍କୁ ନେଇ ଆୟୋଜିତ ‘ହର୍ ଷ୍ଟୋରି- ମେରି ଷ୍ଟୋରୀ’ କାର୍ଯ୍ୟକ୍ରମରେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ସାଇନା ନେହୱାଲଙ୍କ ସହ ବ୍ୟାଡମିଣ୍ଟନ ଖେଳିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବୁଧବାର ରାଷ୍ଟ୍ରପତି ଭବନରେ ବ୍ୟାଡମିଣ୍ଟନ କୋର୍ଟରେ ବ୍ୟାଡମିଣ୍ଟନ…
ତାଜା ଖବର ଦେଶ ଉତ୍ତରାଖଣ୍ଡରେ ପ୍ରକୃତିର ବିକଟାଳ ରୂପ, ଧସିଲା ପାହାଡ଼ July 10, 2024 Papirani ଉତ୍ତରାଖଣ୍ଡରେ ପ୍ରକୃତିର ବିକଟାଳ ରୂପ ଦେଖିବାକୁ ମିଳିଛି । ଉତ୍ତରାଖଣ୍ଡ ଚମୋଲୀ ଜିଲ୍ଲାର ପାତାଳ ଗଙ୍ଗା ଅଞ୍ଚଳରେ ବଦ୍ରିନାଥ ଜାତୀୟ ରାଜପଥରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯୋଶୀମଠର ଚୁଙ୍ଗିଧରଠାରେ ରାସ୍ତା ଅବରୋଧ ହୋଇଛି। ପାହାଡ଼ରୁ ବଡ଼ ବଡ଼ ପଥର…
ତାଜା ଖବର ଦେଶ ଛାଡପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ମୁସଲମାନ ମହିଳା ପାଇବେ ଭରଣପୋଷଣ ଟଙ୍କା July 10, 2024 Papirani ତଲାକ୍ ହୋଇଥିବା ମୁସଲମାନ ମହିଳାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟଳାୟ। ଏଣିକି ତଲାକ୍ ପରେ ପୂର୍ବସ୍ଵାମୀଙ୍କଠାରୁ ଭରଣପୋଷଣ ଦାବି କରିପାରିବେ ମୁସଲମାନ ମହିଳା। ଏନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର କୋର୍ଟ କହିଛନ୍ତି , ମୁସଲମାନ ମହିଳାମାନେ CRPC…
ତାଜା ଖବର ଦେଶ ବିଶ୍ୱ ରାଜନୀତି ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ July 10, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…
ତାଜା ଖବର ଦେଶ ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ୟାଙ୍କର, ୧୮ ମୃତ, ୩୦ରୁ ଅଧିକ ଆହତ July 10, 2024 Papirani ଆଜି ସକାଳେ ଉନ୍ନାଓରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିହାରର ସୀତାମଡିରୁ ଦିଲ୍ଲୀ ଯାଉଥିବା ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ୱେରେ ବସ୍କୁ ଧକ୍କାଦେଲା ଟ୍ୟାଙ୍କର । ଏହି ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…
ଖେଳ ତାଜା ଖବର ଦେଶ ଭାରତୀୟ କ୍ରିକେଟ ଦଳର କୋଚ୍ ହେଲେ ଗୌତମ ଗମ୍ଭୀର July 9, 2024 Papirani ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ ଭାବେ ନିଯୁକ୍ତି ପାଇବେ ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର। ଗୌତମ ଗମ୍ଭୀରଙ୍କ ନାଁ ଘୋଷଣା କଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) । ବିସିସିଆଇ ସଚିବ ଜୟ ଶାହା କଲେ ନାଁ ଘୋଷଣା…
ଦେଶ ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ July 9, 2024 Nirvay ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତୃତୀୟ ପାଳିରେ ୩ଟି ବଡ଼ କାମ କରିବୁ ବୋଲି କହିଛନ୍ତି। ଭାରତ ବିଶ୍ୱର ତୃତୀୟ ଅରଥଶକ୍ତି ଦେଶ ହେବ। ୩ କୋଟି ଘର, ୩ କୋଟି ମହିଲଳାଙ୍କୁ ଲକ୍ଷପତି ଦିଦି…