ତାଜା ଖବର ଦେଶ ତାମିଲନାଡୁରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ମୃତ June 20, 2024 Nirvay ତାମିଲନାଡୁର କାଲାକୁରିଚି ଜିଲ୍ଲାରେ ଅପମିଶ୍ରିତ ମଦ ସେବନ କରି ପ୍ରାୟ ୩୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କୁ ବାଦ୍ ଦେଲେ ଅନ୍ୟ ୧୦୦ରୁ ଅଧିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୃତମାନଙ୍କ ମଧ୍ୟରେ ମହିଳାମାନେ ମଧ୍ୟ ଅନ୍ତର୍ଭୁକ୍ତ। ଅଧିକାଂଶଙ୍କ ଶବ ବ୍ୟବଚ୍ଛେଦ ହୋଇସାରିଛି।…
ତାଜା ଖବର ଦେଶ ସୁପ୍ରିମକୋର୍ଟକୁ ଗଲା ନିଟ (NEET) ବିବାଦ June 20, 2024 Nirvay ନିଟ ବିବାଦ ନେଇ ସୁପ୍ରିମକୋର୍ଟକୁ ସ୍ଥାନାନ୍ତର ହେଲା ହାଇକୋର୍ଟରେ ଥିବା ମାମଲା। ଏ ନେଇ ଏନଟିଏ ସୁପ୍ରିମକୋର୍ଟରେ ଆବେଦନ କରିଥିଲା। ଏବେଠୁ ନିଟ୍ ମାମଲାର ସମସ୍ତ ଶୁଣାଣି ସୁପ୍ରିମକୋର୍ଟରେ ହେବ। କାଉନସେଲିଂ ପ୍ରକ୍ରିୟା ଜାରି ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ତାଜା ଖବର ଦେଶ ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ସ୍ବୀକାର କଲେ ପରୀକ୍ଷାର୍ଥୀ June 20, 2024 Papirani ନିଟ୍ ବିବାଦ ଯେତେ ଘନାଉଛି, ନୂଆ ନୂଆ ତଥ୍ୟ ପଦାକୁ ଆସୁଛି । ଏବେ ନିଟ୍ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍…
ଦେଶ UGC-NET ପରୀକ୍ଷା ରଦ୍ଦ କଲା କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରାଳୟ June 19, 2024 Nirvay କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରାଳୟ ଆଜି ବିଳମ୍ବିତ ରାତିରେ ନେଇଥିବା ନିଷ୍ପତ୍ତି ଅନୁଯାୟୀ UGC-NET ପରୀକ୍ଷା ରଦ୍ଦ କରିଛି । ପୁଣି ଥରେ ପରୀକ୍ଷା କରିବାକୁ ମନ୍ତ୍ରାଳୟ ନିଷ୍ପତ୍ତି ନେଇଛି । କାଲି ବିଭିନ୍ନ ସହରରେ UGC-NET ପରୀକ୍ଷା ଆୟୋଜିତ ହୋଇଥିଲା ।…
ଦେଶ ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର June 19, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କର ତୃତୀୟ କାର୍ଯ୍ୟକାଳର ଦ୍ୱିତୀୟ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କ୍ୟାବିନେଟର ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ ଧାନ, ରାଗି, ମିଲେଟ,…
ଦେଶ ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି June 19, 2024 Nirvay ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି। ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା…
ତାଜା ଖବର ଦେଶ ରାଜ୍ୟ ପିଏମ୍ କିଶାନ ନିଧି ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା June 18, 2024 Papirani ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭…
ଦେଶ ସମ୍ପାଦକୀୟ NEET (ନିଟ)କୁ ନେଇ ହରଡ଼ଘଣାରେ ମୋଦି ସରକାର June 18, 2024 Nirvay ଚଳିତ ବର୍ଷ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ NEET (ନିଟ) ପରୀକ୍ଷାରେ ଅନିୟମିତତା ଦେଖିବାକୁ ମିଳିଛି। ନିଟ୍ ପରୀକ୍ଷାଫଳ ଆସିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଆଣିବା ସହ ପରୀକ୍ଷାକୁ ରଦ୍ଦ କରିବା ସହ…
ଦେଶ ନିଟ ପରୀକ୍ଷା ପେପର ଲିକ ମାମଲା: ଏନଟିଏକୁ ସୁପ୍ରିମକୋର୍ଟଙ୍କ ନୋଟିସ June 18, 2024 Nirvay ଆଜି ପୁଣି ନିଟ୍ ମାମଲକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଉପରେ ବର୍ଷିଛନ୍ତି ସର୍ବୋଚ୍ଚ ଅଦାଲତ। ସାମାନ୍ୟ ଦାୟିତ୍ୱହୀନତା ହୋଇଥିଲେ କାର୍ଯ୍ୟାନୁଷ୍ଠାନ ହେବ କହିଲେ କୋର୍ଟ। ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ବେଞ୍ଚ ନିଟ୍ ୟୁଜି…
ତାଜା ଖବର ଦେଶ ରାଜନୀତି ଇସ୍ତଫା ଦେଲେ ରାହୁଲ ଗାନ୍ଧୀ June 18, 2024 Papirani କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଏବଂ ୟୁପିର ରାଏବରେଲି ମଧ୍ୟରେ ଗୋଟିଏ ଆସନ ବାଛିଛନ୍ତି। ୨୦୨୪ ଲୋକସଭା ନିର୍ବାଚନରେ ଉପରୋକ୍ତ ୨ଟି ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିଜୟୀ ହୋଇଥିଲେ। କିନ୍ତୁ ନିୟମ ଅନୁଯାୟୀ ରାହୁଲଙ୍କୁ ଗୋଟିଏ…