Category: ଦେଶ

ୱାଏନାଡ଼ରେ ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି

କେରଳରେ ୱାଏନାଡ଼ରେ ଭୀଷଣ ବର୍ଷା ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୫୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏହାସହ ମାଡ଼ି ଅତଡ଼ା ତଳେ ୧୦୦ରୁ ଅଧିକ ଲୋକ ଫସିରହିଥିବା ଆଶଙ୍କା କରାଯାଉଛି। ସେମାନଙ୍କୁ ଉଦ୍ଧାର ପାଇଁ…

ଟ୍ରେନ ଟ୍ରାଜେଡି: ୨ ମୃତକ ରାଉରକେଲାର

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର…

ୱାଏନାଡ଼ରେ ଭୂସ୍ଖଳନ: ୧୯ ମୃତ

କେରଳର ୱାଏନାଡ଼ରେ ଲଗାଣ ବର୍ଷା ପରେ ଭୟଙ୍କର ଭୂସ୍ଖଳନ ହୋଇଛି। ୧୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୦୦ରୁ ଅଧିକ ଲୋକ ମାଟି ତଳେ ଫଶିରହିଥିବା ସୂଚନା ମିଳିଛି। ପ୍ରଥମେ ରାତି ୨ଟାରେ ଓ ପରେ ସକାଳ ପ୍ରାୟ ୪ଟାରେ ଆଉ ଏକ…

ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ; ୨ ମୃତ, ୨୦ରୁ ଊର୍ଦ୍ଧ୍ଵ ଆହତ

ମଙ୍ଗଳବାର ଭୋରରୁ ଝାଡ଼ଖଣ୍ଡର ରାଜଖରସୁଆଁରେ ଏକ ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଇ ହାୱଡା-ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ଏଥିରେ ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାଯାଇଛି। ଏ ନେଇ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଚକ୍ରଧରପୁର…

ବାବା ରାମଦେବ ଓ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ହାଇକୋର୍ଟଙ୍କ ଝଟକା

ବିଜ୍ଞାପନ ଜରିଆରେ ଲୋକଙ୍କୁ ବିଭ୍ରାନ୍ତ କରାଯାଉଥିବା ଅଭିଯୋଗ ମାମଲାରେ ଯୋଗଗୁରୁ ରାମଦେବ ବାବା ପତଞ୍ଜଳି ନିର୍ଦ୍ଦେଶକ ଆଚାର୍ଯ୍ୟ ବାଳକୃଷ୍ଣଙ୍କୁ ପୁଣି ଝଟକା ଦେଇଛନ୍ତି ହାଇକୋର୍ଟ। ରାମଦେବ ବାବା ଏବଂ ଆଚାର୍ଯ୍ୟ ବାଲକୃଷ୍ଣଙ୍କୁ ଏକ ସୋସିଆଲ ମିଡିଆ କୋରୋନିଲକୁ କୋରୋନା ଔଷଧ ବୋଲି…

ଦେଶକୁ ଚକ୍ରବ୍ୟୁହରେ ଫସେଇ ଦିଆଯାଇଛି କହି ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ବଜେଟ୍‌ ଉପରେ ଲୋକସଭାରେ ଚର୍ଚ୍ଚାବେଳେ ବିଜେପି ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ସରକାରଙ୍କୁ ବିଭିନ୍ନ ଦିଗରୁ ଘେରିବା ସହିତ ବହୁ ପ୍ରଶ୍ନ କରିଛନ୍ତି ରାହୁଲ। ଏହି ବଜେଟ ଭେଦଭାବପୂର୍ଣ୍ଣ ବୋଲି କହିବା ସହ ପ୍ରଧାନମନ୍ତ୍ରୀଙ୍କ…

ଓଡ଼ିଶାର ବିକାଶ ଦୁଇଗୁଣ କରିବାକୁ ଐତିହାସିକ ବଜେଟ ମାଇଲଷ୍ଟୋନ ହେବ: ବୈଜୟନ୍ତ ପଣ୍ଡା

ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ଚଳିତ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା କେନ୍ଦ୍ର ବଜେଟ ଅନେକ କ୍ଷେତ୍ରରେ ଐତିହାସିକ ହୋଇ ରହିଯାଇଛି।…

‘ମନ କି ବାତ୍’ରେ ସମ୍ବଲପୁରୀ ଶାଢ଼ୀର ପ୍ରଶଂସା

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧୨ତମ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ ସମେତ ଭାରତର ବିଭିନ୍ନ ହସ୍ତତନ୍ତ ବ୍ୟବସାୟକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଦେଶର ହସ୍ତତନ୍ତ ବ୍ୟବସାୟ ଦ୍ରୁତ ଗତିରେ ଆଗକୁ ବଢୁଛି। ଲୋକଙ୍କ ମଧ୍ୟରେ…

ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ

ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…

୧୦ ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୦ଟି ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜସ୍ଥାନ, ତେଲେଙ୍ଗାନା, ଝାଡ଼ଖଣ୍ତ, ଛତିଶଗଡ଼, ମେଘାଳୟ, ମହାରଷ୍ଟ୍ର, ମଣିପୁର, କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ଏବଂ ଚଣ୍ତିଗଡ଼ରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରାଯାଇଛି । ହରିଭାଉ କିଷାନରାଓ ରାଜସ୍ଥାନ, ବିଷ୍ନୁ…