ଖେଳ ତାଜା ଖବର ଦେଶ ପ୍ୟାରିସ ଅଲମ୍ପିକ୍ସ: ଫାଇନାଲରେ ଭାରତର ସୁଟର ମନୁ ଭାକର July 27, 2024 Papirani ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିଷ୍ଟଲ ଇଭେଣ୍ଟର ଫାଇନାଲରେ ଭାରତର ମନୁ ଭାକର । କ୍ବାଲିଫାୟର ରାଣ୍ଡରେ ମୋଟ ୫୮୦ ପଏଁଣ୍ଟ ସହ ତୃତୀୟ ସ୍ଥାନରେ ରହି ଫାଇନାଲକୁ ଉନ୍ନୀତ ହୋଇଛନ୍ତି ମହିଳା ସୁଟର ମନୁ ଭାକର। ୨୦ ବର୍ଷ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନୀତି ଆୟୋଗ ବୈଠକରେ ଜାଣନ୍ତୁ କଣ ରହିଛି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦାବି July 27, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ଗଭର୍ଣ୍ଣି କାଉନସିଲ ବୈଠକ ଆରମ୍ଭ ହୋଇଛି। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଛନ୍ତି। ଆଜିର ବୈଠକରେ ବିକଶିତ ଭାରତ ୨୦୪୭ ଉପରେ ଥିବା ଦୃଷ୍ଟିକୋଣ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଳୁ ସମସ୍ୟାର ସମାଧାନ ପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 27, 2024 Papirani ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା…
ତାଜା ଖବର ଦେଶ ରାଜନୀତି ନୀତି ଆୟୋଗ ବୈଠକ ଅଧାରୁ ରାଗିକି ଉଠି ଆସିଲେ ମମତା ବାନାର୍ଜୀ July 27, 2024 Papirani ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ବୈଠକରେ ତାଙ୍କୁ କହିବାକୁ ସୁଯୋଗ ମିଳିନଥିବା ଅଭିଯୋଗ କରି ବୈଠକ ଅଧାରୁ ଉଠି ଆସିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବୈଠକ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାର ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି: କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ July 27, 2024 Papirani ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର କୋଇଲା ଓ ଖଣି ରାଷ୍ଟ୍ର ମନ୍ତ୍ରୀ ସତିଶ ଚନ୍ଦ୍ର ଦୁବେ । ଭୁବନେଶ୍ବରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୂର୍ବ ସରକାର ଏବେ ସରକାର ମଧ୍ୟରେ ବହୁତ ତଫାତ ଅଛି ।…
ତାଜା ଖବର ଦେଶ ବିଶ୍ୱ ରାଜନୀତି ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଉପରାଷ୍ଟ୍ରପତି କମଲା ହାରିସ୍ July 27, 2024 Papirani ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଡେମୋକ୍ରାଟିକ୍ ପାର୍ଟି ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି କମଲା ହାରିସ୍ । ଏନେଇ ନିଜେ ସୋସିଆଲ ମଡିଆରେ ସୂଚନା ଦେଇଛନ୍ତି ଉପରାଷ୍ଟ୍ରପତି କମଲା ହାରିସ୍ । ପ୍ରଥମ କୃଷ୍ଣକାୟ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ମହା ସମାରୋହରେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ July 27, 2024 Papirani ଗତକାଲି ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ । ଜୁଲାଇ ୨୬ରୁ ଆରମ୍ଭ ହୋଇଥିବା ପ୍ୟାରିସ ଅଲିମ୍ପିକ୍ସ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଯୋଗୀଙ୍କ ପାଇଁ ଅପେକ୍ଷା କରିଛି ୩୨୯ ସ୍ବର୍ଣ୍ଣ ପଦକ । ଏଥର ଷ୍ଟାଡିୟମରେ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ କାରଗିଲ ବିଜୟ ଦିବସ ପାଳନ; ରାଷ୍ଟ୍ର ସର୍ବୋପରୀ’ ବୋଲି କାରଗିଲ ଯୁଦ୍ଧ ଆମ ସମସ୍ତଙ୍କୁ ଶିକ୍ଷା ଦେଇଛି: ସମୀର ମହାନ୍ତି July 26, 2024 Papirani ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ । କାରଗିଲ ଯୁଦ୍ଧ ବିଜୟ ଭାରତୀୟ ଇତିହାସର ଏକ ଅବିସ୍ମରଣୀୟ ଦିନ । ୬୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଭାରତୀୟ ସୈନ୍ୟମାନେ ନିଜର ପରାକାଷ୍ଠା…
ଦେଶ ଆଖି ବୁଜିଲେ ବରିଷ୍ଠ ବିଜେପି ନେତା ପ୍ରଭାତ ଝା July 26, 2024 Nirvay ଆଖି ବୁଜିଲେ ବିଜେପିର ବରିଷ୍ଠ ନେତା ପ୍ରଭାତ ଝା (୬୭) । ସେ ଦୀର୍ଘ ସମୟ ଧରି ଅସୁସ୍ଥ ଥିବାବେଳେ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ସେ ବିଜେପିର ରାଜ୍ୟ ସଭାପତି ତଥା ଜାତୀୟ ଉପାଧ୍ୟକ୍ଷ ରହିଛନ୍ତି ।…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 26, 2024 Papirani ନୀତି ଆୟୋଗର ବୈଠକରେ ଯୋଗଦେବାପାଇଁ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ବସିବାର ଅଛି। ଏଥିରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏହି ବୈଠକରେ ୨୦୪୭କୁ…