ଦେଶ ବିଜେପି ଜିତିବା ପରେ ଆଙ୍ଗୁଠି କାଟି ଦେବୀଙ୍କୁ ଅର୍ପଣ କଲେ ଯୁବକ June 8, 2024 Nirvay ଛତିଶଗଡର ବଳରାମପୁରରେ ଘଟିଛି ଏଭଳି ଆଶ୍ଚର୍ଯ୍ୟଜନକ ଘଟଣା। ଯୁବକଜଣକ ଜଣେ ବିଜେପି ସମର୍ଥକ ହୋଇଥିବା ବେଳେ ଦଳର ବିଜୟ ପାଇଁ ମାନସିକ କରିଥିଲେ ଏବଂ ଏହା ପୂରଣ ହେବା ପରେ ସେ ମନ୍ଦିରକୁ ଯାଇ ଦେବୀଙ୍କୁ ଆଙ୍ଗୁଠି କାଟି ଅର୍ପଣ କରିଥିଲେ…
ତାଜା ଖବର ଦେଶ ମନୋରଞ୍ଜନ ମିଡ଼ିଆ ବାଦଶାହ ରାମୋଜୀ ରାଓଙ୍କ ପରଲୋକ June 8, 2024 Papirani ମିଡିଆ ଇଣ୍ଡଷ୍ଟ୍ରିର ଖୁବ୍ ଜଣାଶୁଣା ରାମୋଜୀ ରାଓ ଗ୍ରୁପର ପ୍ରତିଷ୍ଠାତା ସି.ରାମୋଜୀ ରାଓଙ୍କର ପରଲୋକ । ତେଲୁଗୁ ନ୍ୟୁଜ୍ ଏବଂ ଗଣମାଧ୍ୟମ ଏଟିଭି ନେଟୱାର୍କର ମୁଖ୍ୟ ତଥା ରାମୋଜି ଫିଲ୍ମ ସିଟିର ପ୍ରତିଷ୍ଠାତା ରାମୋଜି ରାଓଙ୍କର ଆଜି ଭୋର ପ୍ରାୟ ୩ଟା…
ତାଜା ଖବର ଦେଶ ରାଜନୀତି ରବିବାର ସନ୍ଧ୍ୟାରେ ଶପଥ ନେବେ ନରେନ୍ଦ୍ର ମୋଦୀ June 7, 2024 Papirani ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ଆସନ୍ତା ୯ ତାରିଖ ଅର୍ଥାତ ରବିବାର ମୋଦି କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ସନ୍ଧ୍ୟା ୭ଟା…
ତାଜା ଖବର ଦେଶ ରାଜନୀତି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ, ସରକାର ଗଠନ ନେଇ କଲେ ଦାବି ଉପସ୍ଥାପନ June 7, 2024 Papirani ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି । ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର (ଏନ୍ଡିଏ) ସଂସଦୀୟ ଦଳ ବୈଠକରେ ଆଜି ନରେନ୍ଦ୍ର ମୋଦିଙ୍କୁ ଏନ୍ଡିଏ ଦଳର ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସରକାର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ କ୍ରାନ୍ତି ଆସିଛି ,ଏହି କ୍ରାନ୍ତି ହିଁ ବିକାଶକୁ ନୂଆ ଦିଶା ଦେବ: ମୋଦୀ June 7, 2024 Papirani ଏନଡିଏ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ ହେବା ପରେ ମୋଦୀ କହିଛନ୍ତି, ଏନଡିଏ ହେଉଛି ଭାରତର ସବୁଠୁ ସଫଳ ନିର୍ବାଚନ ପୂର୍ବବର୍ତ୍ତୀ ମେଣ୍ଟ । ଏଥିସହ ତାଙ୍କୁ ଏହି ମେଣ୍ଟର ନେତା ଭାବେ ନିର୍ବାଚିତ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ…
ଦେଶ ରାଜନୀତି ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସ୍ୱତନ୍ତ୍ର ଅତିଥି ହେବେ କର୍ମଚାରୀ, କିନ୍ନର ଓ ଶ୍ରମିକ June 7, 2024 Nirvay ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି।ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ । ସ୍ୱତନ୍ତ୍ର ଅତିଥି ତାଲିକାରେ ଅଛନ୍ତି ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟରେ କାମ କରୁଥିବା ସଫେଇ କର୍ମଚାରୀ,…
ତାଜା ଖବର ଦେଶ ରାଜନୀତି ଆଜି ସମ୍ବିଧାନ ଭବନରେ ହୋଇଛି ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ June 7, 2024 Papirani ଆଜି ଆରମ୍ଭ ହୋଇଛି ସମ୍ବିଧାନ ଭବନରେ ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ । ବୈଠକ ଆରମ୍ଭରେ ଏନଡିଏର ର ସମସ୍ତ ନେତୃତ୍ବ ଏବଂ ସାଂସଦଙ୍କୁ ଅଭିନନ୍ଦନ ଜଣାଇଲେ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ।ଅନେକ ସାଂସଦ ତଥା ବିଜେପି…
ତାଜା ଖବର ଦେଶ ରାଜନୀତି ନକଲି ପରିଚୟ ପତ୍ର ଦେଖାଇ ସଂସଦ ପରିସରକୁ ପ୍ରବେଶ ଉଦ୍ୟମ, ୩ ଗିରଫ June 7, 2024 Papirani ରାଜଧାନୀ ଦିଲ୍ଲୀର ସଂସଦ ପୋଲିସ ଷ୍ଟେଶନ ପାର୍ଲାମେଣ୍ଟର ସୁରକ୍ଷା ଭଙ୍ଗ କରୁଥିବା ତିନି ଜଣଙ୍କୁ ଗିରଫ କରିଛି। ନକଲି ଆଧାର କାର୍ଡ ବ୍ୟବହାର କରି ସଂସଦ ଭବନ ପରିସରରେ କାମ କରିବା ପାଇଁ ପ୍ରବେଶ କରିବାକୁ ଚେଷ୍ଟା କରିବାରୁ ଉତ୍ତରପ୍ରଦେଶର ତିନିଜଣ…
ତାଜା ଖବର ଦେଶ ବ୍ୟବସାୟ ରେପୋ ରେଟ୍କୁ ଅପରିବର୍ତ୍ତିତ ରଖିଲା ଆରବିଆଇ June 7, 2024 Papirani ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଗତ ୫ ତାରିଖ ଠାରୁ ଚାଲିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି (ଏମସି)ରେ…
ଦେଶ ଦିଲ୍ଲୀରେ ବିଧାନସଭା ନିର୍ବାଚନ ଏକା ଲଢ଼ିବ ଆପ୍ June 6, 2024 Nirvay ଚଳିତ ଲୋକସଭାରେ କଂଗ୍ରେସ ସହ ମେଣ୍ଟ କରି ନିର୍ବାଚନ ଲଢ଼ିଥିବା କ୍ଷମତାସୀନ ଆପ୍ ବଡ଼ ନିଷ୍ପତ୍ତି। ଆସନ୍ତାବର୍ଷ ପ୍ରଥମ ଭାଗରେ ହେବାକୁ ଥିବା ଦିଲ୍ଲୀ ବିଧାନସଭାରେ ଅରବିନ୍ଦ କେଜ୍ରିୱାଲଙ୍କ ଦଳ ଆପ୍ ଏକାକୀ ଲଢ଼ିବ ବୋଲି ଆଜି ଘୋଷଣା କରିଛି। ସୂଚନା…