ଦେଶ ହାତରେ ସମ୍ବିଧାନ ଧରି ଶପଥ ନେଲେ ରାହୁଲ June 25, 2024 Nirvay ମଙ୍ଗଳବାର ଉତ୍ତରପ୍ରଦେଶ ରାଏବରେଲିର କଂଗ୍ରେସ ନେତା ତଥା ଏମପି ରାହୁଲ ଗାନ୍ଧୀ ସଂସଦର ସଦସ୍ୟତା ଗ୍ରହଣ କରିଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀ ସମ୍ବିଧାନର ଏକ ନକଲ ସହିତ ଶପଥ ଗ୍ରହଣ କରିବାକୁ ଆସିଥିଲେ। ଶପଥ ଗ୍ରହଣ କରିବା ପରେ ରାହୁଲ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ June 25, 2024 Papirani ଲୋକସଭାରେ ଶପଥ ନେଲେ ଓଡ଼ିଆ ସାଂସଦ । କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ…
ତାଜା ଖବର ଦେଶ ରାଜନୀତି ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ଏନ୍ଡିଏରୁ ଓମ୍ ବିର୍ଲା ଓ ଇଣ୍ଡିଆ ମେଣ୍ଟରୁ କେ ସୁରେଶ June 25, 2024 Papirani ୧୮ ତମ ଲୋକ ସଭା ଅଧିବେଶନ କାଲିଠାରୁ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ବାଚସ୍ପତି ପଦ ପାଇଁ ଲୋକସଭାରେ ପ୍ରଥମ ଥର ହେବ ନିର୍ବାଚନ । ୧୯୪୬ ମସିହା ପରେ ୨୦୨୪ ମସିହାରେ ହେବାକୁ ଯାଉଛି ବାଚସ୍ପତି ନିର୍ବାଚନ ।…
ଖେଳ ତାଜା ଖବର ଦେଶ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍ ସେମିଫାଇନାଲ୍ରେ ପହଞ୍ଚିଲା ଆଫଗାନିସ୍ତାନ June 25, 2024 Papirani ଚଳିତ ଟି-୨୦ ବିଶ୍ୱକପରେ ପ୍ରଥମଥର ସେମିଫାଇନାଲରେ ପାଦ ଥାପିଛି ଆଫଗାନିସ୍ତାନ ଟିମ୍ । ସୁପର-୮ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ବାଂଲାଦେଶକୁ ହରାଇବା ସହ ସେମିରେ ପ୍ରବେଶ କରିଛି ଦଳ । ଆଫଗାନିସ୍ତାନ କ୍ରିକେଟ୍ ଟିମ୍ ପାଇଁ ଏହା ଐତିହାସିକ ମୁହୂର୍ତ୍ତ । ବାଂଲାଦେଶ…
ତାଜା ଖବର ଦେଶ ରାଜନୀତି ଦିଲ୍ଲୀ ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ, ଆଇସିୟୁରେ ଭର୍ତ୍ତି June 25, 2024 Papirani ଦିଲ୍ଲୀର ଜଳମନ୍ତ୍ରୀ ଆତିଶୀଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏଲଏନଜେପି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି । ଦିଲ୍ଲୀର ଜଳ ସମସ୍ୟାକୁ ନେଇ ଆତିଶୀ ହରିୟାଣା ସରକାରଙ୍କ ବିରୋଧରେ ଆମରଣ ଅନଶନରେ ବସିଥିବାବେଳେ ସୋମବାର ବିଳମ୍ବିତ ରାତିରେ ହଠାତ…
ତାଜା ଖବର ଦେଶ ରାଜନୀତି ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ, ଆଜି ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ June 25, 2024 Papirani କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ? କାହାକୁ ମିଳିବ ଗୁରୁତ୍ଵପୂର୍ଣ୍ଣ ବାଚସ୍ପତି ପଦ ? ଆଜି ଲୋକସଭା ବାଚସ୍ପତି ପଦ ପାଇଁ ହେବ ନାମାଙ୍କନ ଦାଖଲ ହେବ । ଏନଡିଏ ଘୋଷଣା କରିପାରେ ବାଚସ୍ପତି ପ୍ରାର୍ଥୀଙ୍କ ନାମ । ଦିନ…
ଖେଳ ତାଜା ଖବର ଦେଶ ଟି୨୦ ବିଶ୍ୱକପ୍ ସେମିଫାଇନାଲରେ ଭାରତ June 25, 2024 Papirani ୨୦୨୪ ଟି-୨୦ ବିଶ୍ୱକପ୍ ସେମି ଫାଇନାଲରେ ପହଞ୍ଚି ସରିଛି ଟିମ ଇଣ୍ଡିଆ।ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୨୪ ରନ୍ରେ ପରାସ୍ତ କରି ଭାରତ ଅପରାଜେୟ…
ତାଜା ଖବର ଦେଶ ରାଜନୀତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା June 24, 2024 Papirani ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହର ନେତା କରାଯାଇଛି । ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆସନ୍ତାକାଲି କଳା ଦିବସ ପାଳିବ ବିଜେପି June 24, 2024 Papirani ଆସନ୍ତାକାଲି କଳା ଦିବସ ପାଳିବ ବିଜେପି। ଜୁନ ୨୫ ଅର୍ଥାତ୍ ଆସନ୍ତା କାଲି ବିଜେପି କଳା ଦିବସ ପାଳନ କରିବାକୁ ଯାଉଛି। ଜୁନ ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଗଣତନ୍ତ୍ର ଏବଂ…
ଦେଶ ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ବସ୍ ସେବା ଆରମ୍ଭ ହେବ June 24, 2024 Nirvay ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେଵ। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଲୋକଙ୍କୁ ଅଧିକ ସେବା ପାଇଁ ପ୍ରାରମ୍ଭିକ…