Category: ଦେଶ

ମିଳୁନି ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ପତ୍ତା; ଡିଏନ୍‌ଏ ସାମ୍ପଲ ଦେଲେ ଭଉଣୀ ସୋମାଲି

କେରଳ ୱାୟନାଡ଼ ଭୂସ୍ଖଳନରେ ନିଖୋଜ ଓଡ଼ିଆ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କ ଏଯାଏଁ କୌଣସି ପତ୍ତା ମିଳିନାହିଁ । ଡାକ୍ତର ସ୍ୱାଧୀନଙ୍କୁ ଖୋଜିବା ପାଇଁ ଆଜି ଡିଏନ୍ଏ ଟେଷ୍ଟ ପାଇଁ ନମୁନା ଦେଇଛନ୍ତି ତାଙ୍କ ଭଉଣୀ ସୋମାଲି । ଏହି ଡିଏନ୍‌ଏ ଟେଷ୍ଟ…

ନିଟ ପେପର ଲିକ ମାମଲା: ଭୁବନେଶ୍ୱରରୁ ଜଣେ ଗିରଫ

ନିଟ ପେପର ଲିକ ମାମଲାରେ ଭୁବନେଶ୍ୱରରୁ ଜଣଙ୍କୁ ଗିରଫ କରିଛି ସିବିଆଇ । ସେ ହେଲେ ସୁଶାନ୍ତ କୁମାର (୩୪)। ନିଟ୍ ପେପର ବିତରଣରେ ସୁଶାନ୍ତଙ୍କ ହାତ ଥିବା ଅଭିଯୋଗ ହେଉଛି । ସୁଶାନ୍ତଙ୍କୁ ଭୁବନେଶ୍ବରରୁ ପାଟଣା ନିଆଯାଇଛି । ସୁଶାନ୍ତ…

ଭାରତରେ ପହଞ୍ଚିଲେ ଶେଖ ହସିନା

ବାଂଲାଦେଶରେ ହିଂସାର ସ୍ଥିତି ଅଣାୟତ୍ତ ହୋଇଥିବାରୁ ୧୫ ବର୍ଷ ବାଂଲାଦେଶର ପ୍ରଧାନମନ୍ତ୍ରୀ ପଦରେ ଥିବା ଶେଖ ହସିନା ଆଜି ନିଜ ଜୀବନ ବଞ୍ଚାଇବା ପାଇଁ ନିଜ ପଦରୁ ଇସ୍ତଫା ଦେଇ ଭାରତ ପଳେଇ ଆସିଛନ୍ତି । ସେ ସଂଧ୍ୟା ୫ଟା ୩୬ରେ…

ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ

ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଶେଖ ହସିନାଙ୍କ ଇସ୍ତଫା ପରେ ଶାସନ ଭାର ହାତକୁ ନେଇଛି ସେନା । ଏହାପରେ ବାଂଲାଦେଶ ହିଂସା ନେଇ ବିଏସ୍‌ଏଫ୍‌କୁ ହାଇ ଆଲର୍ଟ ଜାରି କରାଯାଇଛି। ବାଂଲାଦେଶ ସୀମାରେ ମୁତୟନ ବିଏସ୍‌ଏଫ୍‌ର ସବୁ ୟୁନିଟ୍‌କୁ ଆଲର୍ଟ ଜାରି…

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ବିଜେପିର ସାଂସଦ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ବିଜେପି ଲୋକସଭା ସାଂସଦ ଏବଂ ରାଜ୍ୟସଭା ସାଂସଦ । ସଂସଦ ଭବନ ସମ୍ମିଳନୀ କକ୍ଷରେ ଓଡ଼ିଶା ସାଂସଦଙ୍କ ସହ ଆଲୋଚନାରେ ଓଡ଼ିଶାର ସମସ୍ତ ୨୦ ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ ଉପସ୍ଥିତ…

ଇସ୍ତଫା ଦେଇ ଦେଶ ଛାଡ଼ିଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

ବାଂଲାଦେଶରେ ସଂରକ୍ଷଣ ବ୍ୟବସ୍ଥା ବିରୋଧ କରି ଚାଲିଥିବା ବିକ୍ଷୋଭ ପ୍ରଦର୍ଶନ ଲଗାତାର ଉଗ୍ର ହେବାରେ ଲାଗିଛି । ଏହି ସମୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଶେଖ୍ ହସିନା। ବାଂଲାଦେଶରେ ସଂରକ୍ଷଣ ବିରୋଧୀ ହିଂସାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା…

ସେୟାର୍ ବଜାରରେ ବଡ଼ ଧରଣର କ୍ରାସ୍: ଗୋଟିଏ ମିନିଟରେ ବୁଡ଼ିଗଲା ୧୦ ଲକ୍ଷ କୋଟି ଟଙ୍କା

ଭୟଙ୍କର ମାନ୍ଦାବସ୍ଥା ଆଡ଼କୁ ବିଶ୍ଵ ଅର୍ଥନୀତି। ଆଜି ବଜାସେୟାର୍ ବଜାରରେ ବଡ଼ ଧରଣର କ୍ରାସ୍: ଗୋଟିଏ ମିନିଟରେ ବୁଡ଼ିଗଲା ୧୦ ଲକ୍ଷ କୋଟି ଟଙ୍କା ର ଆରମ୍ଭରୁ ଖସିଲା ସେୟାର ବଜାର। ସେୟାର ମାର୍କେଟରେ ବଡ଼ ଧରଣର କ୍ରାସ୍ ହୋଇଥିବାରୁ ବୁଡିଲା…

ଉଦ୍ଧାରକାରୀ ଟିମକୁ ସାହାଯ୍ୟ କରିବାକୁ ଓଡ଼ିଶାରୁ ୱାଏନାଡ ଗଲା ସନ୍ଧାନୀ କୁକୁର ‘ଷ୍ଟର୍ମ’

ଭୂସ୍ଖଳନର ୬ ଦିନ ପରେ ବି ସୁଧୁରୁନି କେରଳର ୱାଏନାଡ ସ୍ଥିତି। ଆଜି ବି ମାଟିତଳୁ ମିଳୁଛି ଶବ। ଅନବରତ କାର୍ଯ୍ୟ କରୁଛନ୍ତି ଉଦ୍ଧାରକାରୀ ଦଳ। ତେବେ ଉଦ୍ଧାରକାରୀ ଟିମକୁ ସହଯୋଗ କରିବାକୁ ଓଡ଼ିଶାରୁ ୱାଏନାଡ ଗଲା ସନ୍ଧାନୀ କୁକୁର ‘ଷ୍ଟର୍ମ’।…

ପୂଜାର୍ଚ୍ଚନା ବେଳେ ଅଘଟଣ: ମନ୍ଦିର କାନ୍ଥ ଭୁଶୁଡ଼ି ୯ ଶିଶୁ ମୃତ

ଶ୍ରାବଣ ମାସରେ ମନ୍ଦିରରେ ପୂଜାର୍ଚ୍ଚନା ଚାଲିଥିବାବେଳେ ଅଘଟଣ ଘଟିଛି । ମଧ୍ୟପ୍ରଦେଶରେ ହରଦୌଲ ମନ୍ଦିରର କାନ୍ଥ ଭୁଶୁଡ଼ି ୯ ଶିଶୁଙ୍କ ମୃତ୍ୟୁ ହୋଇଛି। ଶ୍ରାବଣ ମାସ ପାଇଁ ସାଗର ଜିଲ୍ଲାର ଶାହପୁର ସ୍ଥିତ ହରଦୌଲ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ହଠାତ…

କୋର୍ବା-ବିଶାଖାପାଟଣା ଏକ୍ସପ୍ରେସରେ ଲାଗିଲା ନିଆଁ

ପୁଣି ଆଉ ଏକ ଟ୍ରେନ ଟ୍ରାଜେଡି । ପ୍ଲାଟଫର୍ମରେ ଛିଡ଼ା ହୋଇଥିବା କୋର୍ବା-ବିଶାଖାପାଟଣା ଏକ୍ସପ୍ରେସର ୩ଟି ଏସି କୋଚ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ବିଶାଖାପାଟଣାରୁ ତିରୁପତି ଅଭିମୁଖେ ଯାଉଥିଲା। ବିଶାଖାପାଟଣା ଷ୍ଟେସନରେ ପହଂଚିବା ପରେ ୪ ନଂ ପ୍ଲାଟଫର୍ମରେ ଏଭଳି ଅଘଟଣ…