Category: ଦେଶ

ମନ କି ବାତ୍‌ରେ ମୟୂରଭଞ୍ଜ ଯୁବକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୧୪ତମ ମନ କି ବାତ ଅଧ୍ୟାୟରେ ଦେଶବାସୀଙ୍କ ସହ କଥା ହେଉଛନ୍ତି। ଏହି ଅବସରରେ ମାତୃଭାଷାକୁ ନେଇ ମୟୂରଭଂଜ ଜିଲ୍ଲାର ଉଦାହରଣ ଦେଲେ ମୋଦି। ସାନ୍ତାଳି ଭାଷା ପାଇଁ ମୟୂରଭଂଜ ଯୁବକଙ୍କ ଅବଦାନ କଥା ମୋଦି କହିଲେ।…

ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ

ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଛନ୍ତି। ଟେରାମ୍‌- ଗୁଡୁମ୍‌ ଗାଁ ଜଙ୍ଗଲରେ ଆଇଇଡି ବିସ୍ଫୋରଣ ହୋଇଛି। ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ଖଞ୍ଜିଥିଲେ। ଚିତ୍ରାଗେଲୁର କେରିପୁ କ୍ୟାମ୍ପରୁ ଯବାନମାନେ ଆଇଇଡି ନିଷ୍କ୍ରିୟ ପାଇଁ ଯିବାବେଳେ ବିସ୍ଫୋରଣ…

ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ହିମନ୍ତ ବିଶ୍ବଶର୍ମା

ଆଜି ଦିନିକିଆ ଓଡିଶା ଗ୍ରସ୍ତରେ ଆସିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧାସଳଖ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ବିଶ୍ବଶର୍ମା ଏବଂ ତାଙ୍କ ସହିତ ଅଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ…

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ଶୁଭାରମ୍ଭ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ…

ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରି ହାର ବଢ଼ାଇଲେ କେନ୍ଦ୍ର ସରକାର

ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ କେନ୍ଦ୍ର ସରକାର ଭାରିଏବଲ୍ ମହଙ୍ଗା ଭତ୍ତା (ଭିଡିଏ)କୁ ସଂଶୋଧନ କରି ସର୍ବନିମ୍ନ ମଜୁରି ହାର ବୃଦ୍ଧି ଲାଗି ଘୋଷଣା କରିଛନ୍ତି। ବର୍ଦ୍ଧିତ ଜୀବନଧାରଣ ଖର୍ଚ୍ଚର ମୁକାବିଲା କରିବାରେ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ଏହା…

ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି

ମଙ୍କିପକ୍ସ ନେଇ ସମସ୍ତ ରାଜ୍ୟକୁ ସତର୍କ କରାଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଦେଶରେ ଦୁଇ ଜଣ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତ ରାଜ୍ୟ ମୁଖ୍ୟ ସଚିବଙ୍କୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ଚିଠି କରିଛନ୍ତି। ଚିଠି ମାଧ୍ୟମରେ ସଚେତନ ବାର୍ତ୍ତା…

ମାନହାନି ମୋକଦ୍ଦମା ମାମଲାରେ ଶିବସେନା ନେତା ସଞ୍ଜୟ ରାଉତଙ୍କୁ ହେଲା ଜେଲ୍‌

ମାନହାନି ମୋକଦ୍ଦମା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଶିବସେନା ନେତା ସଞ୍ଜୟ ରାଉତ । ସଞ୍ଜୟଙ୍କୁ ୧୫ ଦିନ ଜେଲ୍ ସହ ୨୫ ହଜାର ଜରିମାନାର ଦଣ୍ଡାଦେଶ ଦେଇଛନ୍ତି ମୁମ୍ବାଇ ମେଟ୍ରୋପଲିଟାନ୍‌ ମାଜିଷ୍ଟ୍ରେଟ କୋର୍ଟ । ଭାରତୀୟ ଦଣ୍ଡ ସଂହିତାର ଧାରା…

ବିଜେପି ସଦସ୍ୟତା ଅଭିଯାନରେ ଯୋଗ ଦେଇ ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇଲେ ଜେପି ନଡ୍ଡା

ଓଡିଶାରେ ପହଞ୍ଚି ବିଜେପି ସଦସ୍ୟତା ଅଭିଯାନରେ ସାମିଲ ହୋଇଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ସଦସ୍ୟତା ଅଭିଯାନ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେଇ ନୂଆ ସଦସ୍ୟଙ୍କୁ ମାର୍ଗଦର୍ଶନ କରାଇ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା କହିଛନ୍ତି ଭାରତରେ ୫ ହଜାର…

ବେଙ୍ଗାଲୁରୁ ମହାଲକ୍ଷ୍ମୀ ହତ୍ୟାକାଣ୍ଡ: ଅଭିଯୁକ୍ତ ମୁକ୍ତିକାନ୍ତର ଓଡ଼ିଶାରେ ଆତ୍ମହତ୍ୟା

ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ଯା ଘଟଣାରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ବେଙ୍ଗାଲୁରୁ ଭୟାଲିକାବାଲ ଅଞ୍ଚଳରେ ଜଣେ ୨୯ ବର୍ଷୀୟା ମହିଳାଙ୍କ ମୃତଦେହକୁ ୨୦ରୁ ଅଧିକ ଖଣ୍ଡ କରି ତାଙ୍କ ଘରେ ଫ୍ରିଜରେ ରଖାଯାଇଥିଲା। ଏହି ଘଟଣାର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୁଲିସ…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ ହାଇକୋର୍ଟ ଝଟ୍‌କା; ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନକୁ ଖାରଜ

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ହାଇକୋର୍ଟଙ୍କ ଝଟ୍‌କା । ଜମି ଆବଣ୍ଟନ ଦୁର୍ନୀତି ଅଭିଯୋଗରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲାରେ ରାଜ୍ୟପାଳଙ୍କ ତଦନ୍ତ ମଞ୍ଜୁରୀକୁ ଚ୍ୟାଲେଞ୍ଜ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜମି ଦୁର୍ନୀତିରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗ ହୋଇଥିଲା ।…