ତାଜା ଖବର ଦେଶ ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ June 27, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସନ୍ଧ୍ୟାରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମଥର…
ତାଜା ଖବର ଦେଶ ବିଶ୍ୱ ମହାକାଶରେ ଫଶିକି ରହିଛନ୍ତି ସୁନୀତା ୱିଲିୟମ୍ସ June 27, 2024 Papirani ଭାରତୀୟ ବଂଶଜ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ବର୍ତ୍ତମାନ ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଦିଲ୍ଲୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ June 27, 2024 Papirani ୩ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମ ଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି ।ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବା…
ତାଜା ଖବର ଦେଶ ନିଟ ପ୍ରଶ୍ନପତ୍ର ଲିକ୍ ମାମଲାରେ ଦୁଇ ଜଣଙ୍କୁ ଗିରଫ କଲା ସିବିଆଇ June 27, 2024 Papirani ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲାରେ ଗୁରୁବାର ଦୁଇ ଜଣଙ୍କୁ ଗିରଫ କରିଛି ସିବିଆଇ। ଏନ୍ଟିଏ (ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି) ଦ୍ବାରା ପରିଚାଳିତ ସ୍ନାତକ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ବିବାଦ ଲାଗିରହିଥିବାବେଳେ କେନ୍ଦ୍ର ସରକାର ଏହି…
ଦେଶ ରାଜ୍ୟ ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ June 27, 2024 Nirvay ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ…
ଦେଶ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତିଙ୍କ ସମ୍ବୋଧନ June 27, 2024 Nirvay ସଂସଦ ଭବନର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସେ ସଂସଦ ଭବନରେ ପହଞ୍ଚିବା ପରେ ଉପରାଷ୍ଟ୍ରପତି ଜଗଦିଶ ଧନଖଡ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ୱାଗତ କରିଥିଲେ। ଏହାପରେ ମିଳିତ ଅଧିବଶେନକୁ ସମ୍ବୋଧିତ କରି…
ଖେଳ ତାଜା ଖବର ଦେଶ ଟି୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କଲା ଦକ୍ଷିଣ ଆଫ୍ରିକା June 27, 2024 Papirani ପ୍ରଥମ ଥର ପାଇଁ ଆଇସିସି ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଆଫଗାନିସ୍ତାନର ୫୭ ରନର ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ମାତ୍ର ୮.୫…
ତାଜା ଖବର ଦେଶ ରାଜନୀତି କେଜରିଓ୍ବାଲଙ୍କୁ ୩ଦିନିଆ ରିମାଣ୍ଡ ନେବ ସିବିଆଇ June 26, 2024 Papirani ଦିନକୁ ଦିନ ସମସ୍ୟା ଭିତରେ ପଶି ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ । ଏବେ ତାଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଗିରଫ କରିଛି ସିବିଆଇ । ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍ରିୱାଲଙ୍କ କୋର୍ଟରୁ ନ୍ୟାୟିକ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ରେ ଓଡ଼ିଶାର ଅମିତ ରୋହିଦାସ June 26, 2024 Papirani ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ କରାଯାଇଛି । ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ । ରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ…
ଦେଶ ଲୋକସଭାରେ ନୂଆ ଅବତାରରେ ରାହୁଲ ଗାନ୍ଧୀ June 26, 2024 Nirvay କେନ୍ଦ୍ରରେ କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ଏବେ ଦୁଇଗୁଣରୁ ଅଧିକ ସିଟ ହାତେଇଲା। ରାହୁଲ ଗାନ୍ଧୀ ମଧ୍ୟ ବିରୋଧୀ ଦଳ ନେତା ହୋଇଛନ୍ତି। ୨୦୧୪ ଓ ୨୦୧୯ ନିର୍ବାଚନରେ ୫୦ରୁ କମ ଆସନ ଥିଲା। ୨୦୨୪ରେ ୧୦୦ ପାଖାପାଖି ସିଟ ପାଇଛନ୍ତି।…