ତାଜା ଖବର ଦେଶ ଜମ୍ମୁ-କାଶ୍ମୀର ଡୋଡାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ; ୪ ଯବାନ ସହିଦ July 16, 2024 Papirani ଜମ୍ମୁ-କାଶ୍ମୀର ଡୋଡାରେ ଏନକାଉଣ୍ଟର । ସୋମବାର ଜମ୍ମୁ- କଶ୍ମୀରର ଡୋଡାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ସହିଦ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ସେନା ଅଧିକାରୀଙ୍କ ସମେତ ୩ ଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି । ଆଉ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି July 15, 2024 Papirani ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ଚିଠି । ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ…
ତାଜା ଖବର ଦେଶ ରାଜନୀତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ July 15, 2024 Papirani ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଆଜି ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି…
ଦେଶ ଟାଟା-ବିଏସଏନଏଲ ଚୁକ୍ତି: ବଢ଼ିଲା ଜିଓ-ଏୟାରଟେଲର ଚିନ୍ତା! July 14, 2024 Nirvay ବେସରକାରୀ ଟେଲିକମ୍ କମ୍ପାନୀ ଏୟାରଟେଲ ଏବଂ ଜିଓର ରିଚାର୍ଜ ପ୍ଲାନ ବୃଦ୍ଧି ପରେ ଲୋକେ ବିଏସଏନଏଲ ମୁହାଁ ହୋଇଛନ୍ତି। କେବଳ ଏତିକି ନୁହେଁ, ଏୟାରଟେଲ ଓ ଜିଓ ବ୍ୟବହାରକାରୀମାନେ ବିଏସଏନଏଲକୁ ପୋର୍ଟ କରୁଥିବା ଜଣାପଡିଛି। ଟାଟା କନସଲଟାନ୍ସି ସର୍ଭିସ ଏବଂ ବିଏସଏନଏଲ…
ତାଜା ଖବର ଦେଶ ରାଜ୍ୟ ଗାଲାଣ୍ଟ୍ରି ଆୱାର୍ଡରେ ସମ୍ମାନିତ ହେବେ ଓଡ଼ିଆ ପୁଅ ଅଜୟ କୁମାର ଭଞ୍ଜ July 13, 2024 Papirani ଭାରତର ସ୍ମରଣୀୟ କାର୍ଗିଲ ଯୁଦ୍ଧକୁ ପୁରିଛି ୨୫ବର୍ଷ । ଜୁଲାଇ ୨୬ ତାରିଖ, ଭାରତୀୟ ଇତିହାସରେ ଏକ ସ୍ମରଣୀୟ ଦିନ।ଭାରତୀୟ ଯବାନ ମାନେ ଏହି ଦିନ ନିଜ ବୀରତ୍ୱ ଓ ସାହାସର ନିଦର୍ଶନ ପ୍ରଦର୍ଶନ କରିଥିଲେ। ୧୯୯୯ ମସିହା ମେ ମାସରୁ…
ତାଜା ଖବର ଦେଶ ସହିଦଙ୍କ ପତ୍ନୀଙ୍କ ନାଁରେ ଅଭିଯୋଗ ପରେ ସେନା ତରଫରୁ ପ୍ରତିକ୍ରିୟା: କ୍ଷତିପୂରଣ ରାଶିକୁ ସମାନ ଭାବରେ ହୋଇଛି ବଣ୍ଟନ July 13, 2024 Papirani କୀର୍ତ୍ତି ଚକ୍ର ପ୍ରାପ୍ତ ଶହୀଦ କ୍ୟାପଟେନ ଅଂଶୁମାନ ସିଂଙ୍କ ପରିବାର ବର୍ତ୍ତମାନ ଚର୍ଚ୍ଚାରେ ଅଛନ୍ତି। ସିଆଚେନରେ ଅଗ୍ନିକାଣ୍ଡ ଘଟଣାରେ ଶହୀଦ ହୋଇଥିବା କ୍ୟାପଟେନ ଅଂଶୁମାନ ସିଂଙ୍କୁ ନିକଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମରଣୋତ୍ତର ଭାବେ କୀର୍ତ୍ତି ଚକ୍ର ପ୍ରଦାନ କରିଥିଲେ। ଅଂଶୁମାନଙ୍କ…
ତାଜା ଖବର ଦେଶ ବଢ଼ିଲା ଟ୍ରେନି ଆଇଏଏସ ଅଧିକାରୀ ପୂଜା ଖେଡ଼କରଙ୍କ ଅଡୁଆ July 13, 2024 Papirani ବଢ଼ିଲା ଟ୍ରେନି ଆଇଏଏସ ଅଧିକାରୀ ପୂଜା ଖେଡ଼କରଙ୍କ ଅଡୁଆ । ଦିନକୁ ଦିନ ବଢିବାରେ ଲାଗିଛି ମହାରାଷ୍ଟ୍ରର ଚର୍ଚ୍ଚିତ ଟ୍ରେନି ଆଇଏଏସ ଅଫିସର ପୂଜା ଖେଡ଼କରଙ୍କ ମୁସ୍କିଲ । ବିବାଦ ତାଙ୍କ ପିଛା ଛାଡ଼ିବାର ନାଁ ନେଉନି । ପୂଜା ଖେଡ଼କର…
ଦେଶ ବାଲୁକା ଶିଳ୍ପୀ ସୁଦର୍ଶନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ July 12, 2024 Nirvay ରୁଷିଆର ସେଣ୍ଟ ପିଟର୍ସବର୍ଗଠାରେ ଆୟୋଜିତ ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…
ତାଜା ଖବର ଦେଶ ଆସ୍ଥା ଭୋଟ୍ ହାରିଲେ ନେପାଳ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ July 12, 2024 Papirani ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡଙ୍କୁ ଲାଗିଛି ବଡ଼ ଝଟ୍କା । ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡ । ବର୍ତ୍ତମାନ ତାଙ୍କର ୧୯ ମାସର ସରକାରର ପତନ ଘଟିଛି।…
ତାଜା ଖବର ଦେଶ ରାଜନୀତି ପ୍ରତିବର୍ଷ ଜୁନ୍ ୨୫ରେ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ July 12, 2024 Papirani କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ପ୍ରତିବର୍ଷ ଜୁନ୍ ୨୫ ତାରିଖରେ ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୭୫…