ତାଜା ଖବର ଦେଶ ସିବିଆଇ ସ୍କାନରରେ ସନ୍ଦୀପ ଘୋଷ August 25, 2024 Nirvay କୋଲକାତା ଆରଜି କର ମେଡିକାଲ କଲେଜ ଜୁନିୟର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଘାଣ୍ଟୁଛି ସିବିଆଇ। ସେହି ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତିର ପର୍ଦ୍ଦାଫାସ ହୋଇଛି। ଏବେ ସିବିଆଇ ସ୍କାନରରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ୟୁନିଫାଏଡ୍ ପେନସନ୍ ସ୍କିମ୍କୁ ମିଳିଲା ମଞ୍ଜୁରୀ August 24, 2024 Papirani ୟୁନିଫାଏଡ୍ ପେନସନ୍ ସ୍କିମ୍ (UPS)କୁ କେନ୍ଦ୍ର କ୍ୟାବିନେଟ୍ର ମଞ୍ଜୁରୀ। ନୂଆ ପେନସନ୍ ସ୍ମିମ୍ (ଏନପିଏସ୍)ରେ ସୁଧାର ଆଣିବା ଲାଗି କମିଟି ଗଠନ କରାଯାଇଥିଲା । ବିସ୍ତୃତ୍ଵ ଆଲୋଚନା ପରେ କମିଟିର ରିପୋର୍ଟ ଆଧାରରେ ଏହି ନୂଆ ସ୍କିମ୍କୁ ମଞ୍ଜୁରୀ ମିଳିଛି ।…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାର ନାରୀଶକ୍ତିଙ୍କ ହାତମୁଠା ଅଧିକ ମଜଭୁତ ହେବ: ଧର୍ମେନ୍ଦ୍ର ପ୍ରଧାନ August 24, 2024 Papirani ରାଜ୍ୟରେ ସୁଭଦ୍ରା ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଥିବାବେଳେ ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏନେଇ ଏସ୍ଓପି ଜାରି କରିଛନ୍ତି। ରାଜ୍ୟରେ ବହୁତ୍ ଜଲ୍ଦୀ ଲାଗୁ ହେବାକୁଥିବା ସୁଭଦ୍ରା ଯୋଜନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ସୋସିଆଲ ମିଡ଼ିଆରେ ଟ୍ବିଟ୍ କରି ଲେଖିଛନ୍ତି…
ଖେଳ ଦେଶ କ୍ରିକେଟ ଜଗତରୁ ବିଦାୟ ନେଇଛନ୍ତି ଭାରତୀୟ କ୍ରିକେଟର ଶିଖର ଧାୱନ August 24, 2024 Papirani ଶିଖର ଧାୱନଙ୍କ କ୍ରିକେଟ ଯାତ୍ରାର ପଡ଼ିଲା ପୂର୍ଣ୍ଣଚ୍ଛେଦ । ଭାରତୀୟ କ୍ରିକେଟର ଶିଖର ଧାୱନ ଅନ୍ତର୍ଜାତୀୟ ତଥା ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ।୩୪ଟି ଟେଷ୍ଟ, ୧୬୭ଟି ଦିନିକିଆ ଖେଳିଛନ୍ତି ଧାୱନ । ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇ ସେ…
ତାଜା ଖବର ଦେଶ ବିଶ୍ୱ ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି August 23, 2024 Nirvay ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି। ଅଭ୍ୟାସ ବେଳେ ଖସିପଡିଥିବା ଜଣାପଡିଛି। ଭାରତୀୟ ସେନାର ଏକ ଚାଳକ ବିହୀନ କ୍ଷୁଦ୍ର ବିମାନ ଖସିପଡ଼ିଲା। ଯାନ୍ତ୍ରିକ ସମସ୍ୟାରୁ ନିୟନ୍ତ୍ରଣ ହରାଇ ପାକିସ୍ତାନ ନିକିଆଲ ସେକ୍ଟରରେ ଖସିପଡିଥିଲା। ପାକିସ୍ତାନ ସେନା ଉକ୍ତ ୟୁଏଭିକୁ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ August 23, 2024 Papirani ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ଆଜି ୟୁକ୍ରେନର ରାଜଧାନୀ କିଭିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ବତନ୍ତ୍ର ଟ୍ରେନ ଯୋଗେ ପୋଲାଣ୍ଡରୁ ୟୁକ୍ରେନ ପହଞ୍ଚିଛନ୍ତି ମୋଦୀ। ପହଞ୍ଚିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍ସ୍କିଙ୍କୁ ଭେଟିଛନ୍ତି ଭରତର ପ୍ରଧାନମନ୍ତ୍ରୀ ମୋଦୀ । କିଭ୍ରେ…
ତାଜା ଖବର ଦେଶ ବିଶ୍ୱ ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍; ୧୪ ମୃତ August 23, 2024 Nirvay ନେପାଳର ମାର୍ସାଙ୍ଗଡ଼ି ନଦୀକୁ ଖସିପଡ଼ିଛି ଭାରତୀୟ ଯାତ୍ରୀବାହୀ ବସ। ବସରେ ୪୦ ଜଣ ଭାରତୀୟ ଥିବାବେଳେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ୧୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଶୁକ୍ରବାର ପୋଖରାରୁ ନେପାଳ କାଠମାଣ୍ଡୁକୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ନମ୍ବର…
ତାଜା ଖବର ଦେଶ ରାଜ୍ୟ ସିମ୍ ବକ୍ସ ମାମଲା: ଢାକାରେ ବସି ଅପରେଟ୍ କରୁଥିଲା ଅଭିଯୁକ୍ତ August 22, 2024 Papirani ସିମ୍ ବକ୍ସ ମାମଲାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ଦେଲେ କମିଶନର। ସ୍ମାର୍ଟ ସୁଇଚ୍ରେ ଢାକାରେ ବସି ସିମ ବକ୍ସ ଅପରେଟ କରୁଥିଲା ମୁଖ୍ୟ ଅଭିଯୁକ୍ତ ଆସାଦୁର୍ ଜମାନ । ଢାକାରେ ଆସାଦୁର ଏକ ସଫ୍ଟଓୟାର କଂପାନୀ ଚଳାଇଥିଲା । ନିଜେ…
ତାଜା ଖବର ଦେଶ ପଶ୍ଚିମବଙ୍ଗ ପୋଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ August 22, 2024 Papirani କୋଲକାତାର ଆର୍.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୁଣି ଭର୍ତ୍ସନା କଲେ ସୁପ୍ରିମକୋର୍ଟ । ସିବିଆଇ ଏହି ମାମଲାର ତଦନ୍ତ କରୁଥିବା ବେଳେ ଆଜି ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି…
ତାଜା ଖବର ଦେଶ ରାଜ୍ୟ ବିଶ୍ବ ବିଜୟୀ ଭାରତୀୟ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ August 21, 2024 Nirvay ଭୁବନେଶ୍ବର ଆଜି ଥିଲା ଉତ୍ସବମୁଖର। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ…