Category: ଦେଶ

ନୀରବିଗଲେ ମହାନ କ୍ରିକେଟର ଅଂଶୁମାନ ଗାଇକୱାଡ଼

ଲିଭିଗଲା ପୂର୍ବ ଭାରତୀୟ କ୍ରିକେଟର ଅଂଶୁମାନ ଗାଇକୱାଡ଼ଙ୍କ ଜୀବନ ଦୀପ । ବ୍ଲଡ କ୍ୟାନସରରେ ଚାଲିଗଲା ଏହି ମହାନ କ୍ରିକେଟରଙ୍କ ଜୀବନ । ଲଣ୍ଡନର କଳିଙ୍ଗ କଲେଜ ହସ୍ପିଟାଲରେ ଅଂଶୁମାନ ଗାଇକୱାଡ ଚିକିତ୍ସିତ ହେଉଥିଲେ। ଲଣ୍ଡନରେ ଦୀର୍ଘ ସମୟ ବିତାଇବା ପରେ…

ପ୍ରବଳ ବର୍ଷାରେ ବେହାଲ ହିମାଚଳ: ଜଣେ ମୃତ, ୨୮ ନିଖୋଜ

ସମଗ୍ର ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ପରିସ୍ଥିତି ଜଟିଳ ହୋଇପଡିଛି। ଏହା ମଧ୍ୟରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ…

୨୦ରୁ ଅଧିକ ବଗି ଛାଡି ପଳାଇଲା ମାଲବାହୀ ଟ୍ରେନ

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ମାଲବାହୀ ଟ୍ରେନ। ୨୦ରୁ ଅଧିକ ବଗି ଛାଡି ପଳାଇଲା ମାଲଗାଡ଼ି। ଭଦ୍ରକରୁ ଖଡ଼ଗପୁର ଅଭିମୁଖେ ଯାଉଥିଲା ବେଳେ ବସ୍ତା-ଅମର୍ଦା ରୋଡ୍‌ ଷ୍ଟେସନ ନିକଟରେ ଏଭଳି ଅଘଟଣ ଘଟିଛି।ଛରେ ବଗି ନ ଥିବା ଜଣାପଡ଼ିବା ପରେ ଡ୍ରାଇଭର…

ୱାଏନାଡ଼ ସ୍ଥିତି ଭୟଙ୍କର: ୨୦୦ ଛୁଇଁଲାଣି ମୃତ୍ୟୁସଂଖ୍ୟା

କେରଳର ୱାଏନାଡ଼ରେ ପ୍ରକୃତି ରଚିଛି ତାଣ୍ଡବ ଲୀଳା। ପଥର ଖଣ୍ଡ ତଳ ହେଉ କି କାଦୁଅ ଭର୍ତ୍ତି ମାଟି, ଖୋଜିଲେ ଉଦ୍ଧାରକର୍ମୀଙ୍କୁ ମାଳ ମାଳ ମୃତଦେହ ମିଳୁଛି । କେଉଁଠି ସନ୍ଧାନୀ କୁକୁର ସହାୟତାରେ ଜୀବନ ଖୋଜା ଚାଲିଛି, ତ ପୁଣି…

ଇସ୍ତଫା ଦେଲେ ବିଜେଡି ସାଂସଦ ମମତା ମହନ୍ତ

୨୦୨୦ ମସିହାରେ ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦ ଓ ବିଜେଡି ଦଳରୁ ଇସ୍ତଫା ଦେଇଛନ୍ତି । ରାଜ୍ୟସଭାରୁ ବିଜେଡି ସାଂସଦ ମମତା ମହନ୍ତଙ୍କ ଇସ୍ତଫା ଦେଇଥିବା ରାଜ୍ୟସଭା ଅଧ୍ୟକ୍ଷଙ୍କ ସୂଚନା…

ଚାକିରି ହରାଇଲେ ଟ୍ରେନି ଆଇଏଏସ୍ ପୂଜା ଖେଡକର

ଦିନକୁ ଦିନ ଠକେଇ ଏବଂ ଜାଲିଆତି ଘଟଣାରେ ବିବାଦରେ ଘେରି ହୋଇ ରହିଥିବା ଟ୍ରେନି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ପୂଜା ଖେଡକରଙ୍କ ଉପରେ କେନ୍ଦ୍ର ଲୋକସେବା ଆୟୋଗ ତରଫରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୟୁପିଏସସି ତରଫରୁ ତାଙ୍କର…

ରାଜ୍ଯସଭାରେ ନବୀନଙ୍କ ନୀତିକୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ବିପର୍ଯ୍ଯୟ ମୁକାବିଲାରେ ନବୀନଙ୍କ ନୀତିକୁ ରାଜ୍ଯସଭାରେ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ । ୱାଏନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ରାଜ୍ଯସଭାରେ ବିରୋଧୀ ଦଳ ଆଗୁଆ ସୂଚନା ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। ଏହାର ଉତ୍ତରରେ ୱାୟନାଡ଼ ଭୂସ୍ଖଳନ ପ୍ରସଙ୍ଗରେ ବିବୃତ୍ତିରେ…

କେରଳର ଭୂସ୍ଖଳନରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ

କେରଳ ୱାଏନାଡରେ ଭୟଙ୍କର ଭୂସ୍ଖଳନରେ ନିଖୋଜ ଦୁଇ ଓଡ଼ିଆ ଡାକ୍ତରଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଛି । ତାଙ୍କର ମୃତ୍ୟୁ ଖବର ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ତାଙ୍କ…

ମିଳିଲା ଓ୍ବାଏନାଡର ଭୂସ୍ଖଳନରେ ନିଖୋଜ ଡାକ୍ତର ବିଷ୍ଣୁଙ୍କ ମୃତଦେହ!

ଗତ ସୋମବାର ରାତିରେ କେରଳର ଓ୍ବାଏନାଡରେ ହୋଇଥିବା ପ୍ରଳୟଙ୍କରୀ ଭୂସ୍ଖଳନରେ ନିଖୋଜ ଥିବା ଦୁଇ ଓଡ଼ିଆ ଡାକ୍ତରଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ମିଳିଥିବା ସୂଚନା ମିଳିଛି । ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତଦେହ ମିଳିଥିବା ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ…

ୱାଏନାଡ଼ ଭୂସ୍ଖଳନ: ୨ ଓଡ଼ିଆ ଡାକ୍ତରଙ୍କୁ ଉଦ୍ଧାର ପାଇଁ ଜୋରଦାର ପ୍ରୟାସ

କେରଳର ୱାଏନାଡ଼ରେ ଭୟଙ୍କର ଭୂସ୍ଖଳନ ତାଣ୍ଡବ ରଚିଥିବା ବେଳେ ଏଥିରେ ନିଖୋଜ ଅଛନ୍ତି ଦୁଇ ଜଣ ଓଡ଼ିଆ ଡାକ୍ତର । ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନାର ଓ ଡାକ୍ତର ସ୍ୱାଧୀନ ପଣ୍ଡା । ଉଭୟ…