ତାଜା ଖବର ଦେଶ ରାଜନୀତି ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି May 14, 2024 Papirani ଉତ୍ତରପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି ପ୍ରଧାନମନ୍ତ୍ରୀ। ଲୋକସଭା ନିର୍ବାଚନ ପାଇଁ ଆଜି ବାରଣାସୀରୁ ତୃତୀୟ ଥର ପାଇଁ ମୋଦି ନିଜ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ୧୧ଟି ରାଜ୍ୟର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଅମିତ ଶାହାଙ୍କ ଗସ୍ତସୂଚୀରେ ପରିବର୍ତ୍ତନ, କାଲି ହେବ କଟକରେ ରୋଡ୍ ସୋ May 14, 2024 Papirani ଗୃହମନ୍ତ୍ରୀଙ୍କ ଗସ୍ତ ସୂଚୀରେ ପରିବର୍ତନ କରାଯାଇଛି । ଆସନ୍ତାକାଲି କଟକରେ ରୋଡ୍ ସୋ’ କରିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଅପରାହ୍ନ ୫ଟା ୩୦ରେ କଟକରେ ରୋଡ୍ ସୋ’ ନେଇ କଟକ ନଗର ସଭାପତିଙ୍କ ସୂଚନା । ଗୋପବନ୍ଧୁ ପାର୍କରୁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ May 14, 2024 Papirani ଆଜି ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାରଣାସୀରୁ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ନାମାଙ୍କନ କରିବେ ମୋଦି ।ତୀୟ ଥର ପାଇଁ ବାରଣାସୀରୁ ପ୍ରାର୍ଥୀ ହୋଇଛନ୍ତି ମୋଦୀ । ବିଶାଳ ରାଲିରେ ଯାଇ ନାମାଙ୍କନ ଭରିବେ । ପ୍ରାର୍ଥୀପତ୍ର…
ଦେଶ ହୋର୍ଡିଂ ଭାଙ୍ଗି ୧୪ ମୃତ, ୭୪ ଆହତ May 14, 2024 Nirvay ସୋମବାର ସନ୍ଧ୍ୟାରେ ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଝଡ ବର୍ଷା ପାଇଁ ଘଟିଛି ବଡ ଦୁର୍ଘଟଣା। ଧୂଳି ଝଡ଼ କାରଣରୁ ଘାଟକୋପର ଅଞ୍ଚଳରେ ପେଟ୍ରୋଲ ପମ୍ପ ଉପରେ ଏକ ହୋର୍ଡିଂ ଭାଙ୍ଗି ପଡିଥିଲା। ଏହି ସମୟରେ ୮୮ ଜଣ ହୋର୍ଡିଂ ତଳେ ଚାପି…
ଦେଶ ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ May 13, 2024 Nirvay ବିହାର : ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ । ଗତ ୬ ମାସ ହେଲା ସେ କର୍କଟ ରୋଗରେ ଆକ୍ରାନ୍ତ ସୁଶୀଲ ମୋଦିଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଛି ।ବିହାର ରାଜନୀତିରେ ବିଜେପିର ଜଣେ ଟାଣୁଆ ନେତା…
ଦେଶ ରାଜନୀତି ଭୋଟରଙ୍କୁ ଚାପୁଡ଼ା ମାରିବା ବିଧାୟକଙ୍କୁ ପଡିଲା ମହଙ୍ଗା May 13, 2024 Nirvay ଆନ୍ଧ୍ରପ୍ରଦେଶ : ମତଦାନ କେନ୍ଦ୍ରରେ ଜଣେ ଭୋଟରଙ୍କୁ ସର୍ବସାଧାରଣରେ ଚାପୁଡ଼ା ମାରିବା ଆନ୍ଧ୍ରପ୍ରଦେଶର ଜଣେ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ଆନ୍ଧ୍ରପ୍ରଦେଶର ଜଣେ ବିଧାୟକ ଜଣେ ଭୋଟରଙ୍କୁ ଚାପୁଡ଼ା ମାରିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ଏହା ମଧ୍ୟ ଦେଖାଯାଇଛି…
ତାଜା ଖବର ଦେଶ ପ୍ରକାଶ ପାଇଲା ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ May 13, 2024 Papirani ପ୍ରକାଶ ପାଇଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୧.୫୨ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୫.୧୨ ରହିଛି ।…
ଦେଶ ରାଜନୀତି ରାଜ୍ୟ ଓଡ଼ିଶାବାସୀଙ୍କୁ ଭୋଟ ଦେବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ମୋଦି May 13, 2024 Nirvay ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ୪ ଲୋକସଭା ଓ ୨୮ ବିଧାନସଭା ଆସନ ପାଇଁ ମତଦାନ ହେବ। ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଭୋଟ୍ ଗ୍ରହଣ ହେବ। ନିର୍ଦ୍ଧାରଣ ହେବ ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ। ୭ ହଜାର ୩୦୩…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ May 13, 2024 Papirani ଆଜି ଭୋଟ୍ ଦେଉଛି ଓଡ଼ିଶା । ଆଜି ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ୍ ଥିବା ବେଳେ ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ…
ଦେଶ ଦିଲ୍ଲୀ ବିମାନବନ୍ଦର ଓ ଡାକ୍ତରଖାନାକୁ ବୋମାରେ ଉଡାଇବାକୁ ଧମକ May 12, 2024 Nirvay ନୂଆଦିଲ୍ଲୀ : ଦିଲ୍ଲୀର ସ୍କୁଲରେ ବୋମା ଧମକ ପାଇବା ପରେ କିଛି ଦିନ ପରେ ଏବେ ଦିଲ୍ଲୀ ବିମାନବନ୍ଦରକୁ ମଧ୍ୟ ବୋମା ପକାଇ ଉଡାଇ ଦେବାର ଧମକ ଦିଆଯାଇଛି। ଏହା ସହିତ ଅନେକ ଗୁଡିଏ ଡାକ୍ତରଖାନାକୁ ମଧ୍ୟ ବୋମା ପକାଇ ଉଡାଇ…